ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତିଦିଏ ଅଦାପାଣି

ଅଦାରେ ଅନେକ ଉପକାରୀ ଗୁଣ ରହିଛି। ଅନେକେ ଅଦା ଚା’ ପିଇବାକୁ ଭଲପାଆନ୍ତି। ରୋଷେଇରେ ଏହାକୁ ମସଲା ରୂପେ ବ୍ୟବହାର କରାଯାଉଥିବା ବେଳେ ଆୟୁର୍ବେଦରେ ବିଭିନ୍ନ ଔଷଧ ପ୍ରସ୍ତୁତିରେ ବ୍ୟବହାର କରାଯାଇଥାଏ। ତେବେ ଅଦା ଯେତିକି ଉପକାରୀ, ଅଦାପାଣି ତା’ଠାରୁ ବେଶି ଉପକାରୀ। ଜାଣନ୍ତୁ, ଅଦାପାଣିର ସେଭଳି କିଛି ଉପକାରୀ ଗୁଣ ସମ୍ପର୍କରେ-

* ପେଟଜନିତ ସମସ୍ୟା ପାଇଁ ରାମବାଣ ସଦୃଶ ଉପଶମ ଦେଇଥାଏ ଅଦାପାଣି:
ଏଥିରେ ଫାଇବର, କ୍ୟାଲସିୟମ୍‌, ପୋଟାସିୟମ୍‌, ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରି ରହିଥାଏ। ପ୍ରତିଦିନ ଅଦାପାଣି ପିଇବା ଫଳରେ ପାଚନତନ୍ତ୍ର ଶକ୍ତ ହୋଇ ଖାଦ୍ୟ ଭଲ ହଜମ ହୋଇଥାଏ। ଏହା ସହ ପେଟଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ।

* ରକ୍ତଶର୍କରା ନିୟନ୍ତ୍ରିତ କରେ:
ଅଦାପାଣିରେ ଜିଙ୍କ୍‌ ପରିମାଣ ଅଧିକ ରହିଥାଏ। ଏହା ଶରୀରରେ ଇନ୍‌ସୁଲିନ ପରିମାଣକୁ ବଢ଼ାଇଥାଏ। ଏହା ମଧୁମେହ ରୋଗୀଙ୍କ ରକ୍ତଶର୍କରା ନିୟନ୍ତ୍ରଣ କରିଥାଏ।

* ମେଦବହୁଳତା ଦୂରକରେ:
ଅଦାପାଣି ନିୟମିତ ସେବନ ଫଳରେ ଭୋକ ହୋଇ ନ ଥାଏ। ଏହାସହ କ୍ୟାଲୋରି ପରିମାଣ ନ ରହୁଥିବାରୁ ମେଦବହୁଳତା ଦୂର କରିଥାଏ।

* ମାଂସପେଶୀ ଶକ୍ତ ହୁଏ:
ପ୍ରତିଦିନ ଅଦାକୁ ହାଲୁକା ଗରମ ପାଣିରେ ମିଶାଇ ପିଇବା ଦ୍ୱାରା ମାଂସପେଶୀ ଶକ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?