ସ୍ବା ସ୍ଥ୍ୟ ସୂ ଚ ନା

ବିଛଣାରୁ ଉଠିବା ପୂର୍ବରୁ କିଛି ସମୟ ଷ୍ଟ୍ରେଚିଙ୍ଗ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଞ୍ଚାଳନ ଏବଂ ପାଚନକ୍ରିୟା ଆହୁରି ସକ୍ରିୟ ହୋଇଥାଏ। କେବଳ ସେତିକି ନୁହେଁ ଏହାଦ୍ୱାରା ଅଣ୍ଟା ଦରଜ ଭଳିି ସମସ୍ୟାରୁ କେତେକାଂଶରେ ଉପଶମ ମିଳିଥାଏ।
ଦୈନନ୍ଦିନ କାମକୁ ନେଇ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସକାଳେ ବ୍ରେକ୍‌ଫାଷ୍ଟ କରିବାକୁ ଭୁଲନ୍ତୁ ନାହିଁ। କାରଣ ଏହା ମାନସିକତାକୁ ସକାରାତ୍ମକ ରଖିବାରେ ଅନେକାଂଶରେ ସାହାଯ୍ୟ କରିଥାଏ।
ସନ୍ତୁଳିତ ଖାଦ୍ୟ ଖାଆନ୍ତୁ। ଜଙ୍କ ଫୁଡ୍‌ ଖାଇବା ଯଦି ଅଭ୍ୟାସରେ ପରିଣତ ହୋଇଯାଇଛି ତେବେ ଏଭଳି ଅଭ୍ୟାସ ବଦଳାଇବାକୁ ଚେଷ୍ଟା କରନ୍ତୁ। କାରଣ ଜଙ୍କ୍‌ ଫୁଡ୍‌ଜାତୀୟ ଖାଦ୍ୟ ଯେତେ କମ୍‌ ଖାଇବେ ତାହା ଶରୀର ପାଇଁ ସେତେ ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ଏହାକୁ ଖାଇଲେ ହେବନି କରୋନା…

ଲଣ୍ଡନ,୨୧।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ କେତେକ ଭିଟାମିନ୍‌ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ ବୋଲି...

ଶୀତଦିନେ ଶିଶୁର ଯତ୍ନ

ଯେଉଁ ଶିଶୁ ଜନ୍ମବେଳେ ଠିକ୍‌ ଓଜନର ହେବା ସହ ଭଲ ଭାବେ କାନ୍ଦିଥାଏ ଆମେ ତାକୁ ସୁସ୍ଥ ଶିଶୁ ବୋଲି କହିଥାଉ। ତଥାପି ଜନ୍ମପରେ ପରେ...

ଶୀତଦିନେ ଖାଆନ୍ତୁ ଅଁଳା

ଋତୁ ଅନୁଯାୟୀ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି ଡାକ୍ତରମାନେ ମତ ଦେଇଥାଆନ୍ତି। ତେବେ ଶୀତଦିନେ ପ୍ରଚୁର ପରିମାଣରେ ଅଁଳା ମିଳିଥାଏ। ଆଉ ଏହା...

ମୁଣ୍ଡବିନ୍ଧା ପାଇଁ ରାମବାଣ ଜୁଆଣି

ସାଧାରଣତଃ ମୁଣ୍ଡ ବିନ୍ଧିବା ସମସ୍ୟା ପ୍ରାୟ ସମସ୍ତଙ୍କଠାରେ ଦେଖା ଦେଇଥାଏ। ବିଶେଷ କରି ବ୍ୟସ୍ତ ବହୁଳ ଜୀବନ ବା କାର୍ଯ୍ୟ ଚାପରେ ଥିବା ବ୍ୟକ୍ତିଙ୍କଠାରେ ଏହି...

ସାପ ସ୍ବପ୍ନ ଦେଖୁଛନ୍ତି କି.. ଜାଣନ୍ତୁ କ’ଣ ଥାଏ ଭବିଷ୍ୟବାଣୀ

ନିଦ ଅଛି ତ ସ୍ବପ୍ନ ଅଛି। କହିବାର ତାତ୍ପର୍ଯ୍ୟ ଶୋଇବା ପରେ କିଛି ନା କିଛି ସ୍ବପ୍ନ ଆମେ ଦେଖିଥାଉ। ସ୍ବପ୍ନଶାସ୍ତ୍ର ଅନୁସାରେ ପ୍ରତ୍ୟେକ ସ୍ପପ୍ନର...

ବ୍ୟାୟାମ ପୂର୍ବରୁ ଓ ପରେ

ବ୍ୟାୟାମ କରିବା ପୂର୍ବରୁ ଆମେ ଫିଟ୍‌ ରହିବା ନିହାତି ଜରୁରୀ। ଯଦି ଅସୁସ୍ଥ ରହିବା ସତ୍ତ୍ୱେ ଆମେ ବ୍ୟାୟାମ କରୁ ତେବେ ଏହାର ଖରାପ ପ୍ରଭାବ...

ସୁସ୍ଥ ଜୀବନ ଅନ୍ତରାଳେ

ବିଶ୍ୱସ୍ତରରେ ଭାରତ ଏକ ସର୍ବଶ୍ରେଷ୍ଠ ଗଣତନ୍ତ୍ର ରାଷ୍ଟ୍ର ଭାବେ ପ୍ରସିଦ୍ଧି ଲାଭ କରିଛି l ଏଠାରେ ସର୍ବଧର୍ମ ସମନ୍ବୟ ନ୍ୟାୟରେ ପ୍ରାୟ ପୃଥିବୀର ସମସ୍ତ ଜାତିର...

କରୋନାଠାରୁ ଭୟଙ୍କର ଏହି ରୋଗ: ପ୍ରତିବର୍ଷ ସବୁଠାରୁ ଅଧିକ ଏଥିରେ ଘଟୁଛି ମୃତ୍ୟୁ

ନୂଆଦିଲ୍ଲୀ, ୫।୮: କରୋନା ସମଗ୍ର ବିଶ୍ୱରେ କାୟା ମେଲାଇ ସାରିଲାଣି। ପ୍ରତିଦିନ ଏହି ରୋଗରେ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା...

Advertisement


Archives

Model This Week