ସ୍ବା ସ୍ଥ୍ୟ ସୂ ଚ ନା

ଉଷୁମ ପାଣିରେ ଏକ ଚାମଚ ମହୁ ଏବଂ ଫାଳେ ଲେମ୍ବୁ ଚିପୁଡି ପିଅନ୍ତୁ। ଏହା ଓଜନ କମାଇବାରେ ଅନେକାଂଶରେ ସହାୟକ ହୋଇଥାଏ।
ସକାଳେ ବିଛଣାରୁ ଉଠିବା ପରେ ଷ୍ଟ୍ରେଚିଂ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଂଚାଳନ ସକ୍ରିୟ ରହିଥାଏ।
ଜୀବନ ତାଲିକାରେ ନିଜ ଶରୀର ରୁଟିନ୍‌ ଚେକ୍‌ଅପକୁ ସାମିଲ କରନ୍ତୁ। ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଏହା କରାଇ ନେଲେ ଆପଣ ଅନେକାଂଶରେ ସୁସ୍ଥ ରହିବେ।
ପ୍ଳ ସକାଳୁ ଅତିକମ୍‌ରେ ଅଧଘଣ୍ଟାଏ ଚାଲନ୍ତୁ। ଏହି ତାଲିକାରେ ଯୋଗ, ପ୍ରାଣାୟାମ ସାମିଲ କରନ୍ତୁ।
ସକାଳ ଜଳଖିଆରେ ଗୋଟିଏ କିମ୍ବା ଦୁଇଟି ଟମାଟୋ ସାମିଲ କରନ୍ତୁ। ଏହାକୁ ଖାଇବା ଦ୍ୱାରା ଶରୀରର ଚର୍ବି ଅଂଶ କମିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟୋପକାରୀ ଆମ୍ବ

ଆମ୍ବରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। କଞ୍ଚା ଆମ୍ବ ଚଣଟି ଅଜୀର୍ଣ୍ଣ ସମସ୍ୟାକୁ କେତେକାଂଶରେ ଦୂର କରିଥାଏ। ଆମ୍ବ ଖାଇଲେ ତାହା କୋଲେଷ୍ଟରଲ...

ରକ୍ତଦାନ କଲେ ଶରୀର ରୁହେ ସୁସ୍ଥ…

ନିୟମିତ ରକ୍ତଦାନ କରିବା ଦ୍ୱାରା ଶରୀର ସୁସ୍ଥ ରହିଥାଏ। ଏହା ଯୋଗୁ ହାର୍ଟ ଆଟାକ୍‌ ଆଶଙ୍କା କମ୍‌ ହୋଇଥାଏ। ପୁରୁଷମାନେ ନିୟମିତ ବ୍ୟବଧାନରେ ରକ୍ତଦାନ କଲେ...

ଶୀତଦିନେ ଖାଆନ୍ତୁ ବାଦାମ, ମିଳିବ ଏସବୁ ଫାଇଦା

ଶୀତଦିନେ ଅତ୍ୟଧିକ ଥଣ୍ଡା ଯୋଗୁ ସାଧାରଣତଃ ଶରୀରର ରୋଗପ୍ରତିରୋଧକ ଶକ୍ତି କମ ହୋଇଯାଏ। ଫଳରେ ଥଣ୍ଡା, କାଶ ଭଳି ଅନେକ ପ୍ରକାର ରୋଗ ଶରୀରକୁ ମାଡି...

ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ...

ମଧୁମେହ ଲାଗି ହଳଦୀ ରାମବାଣ ସଦୃଶ

ବର୍ତ୍ତମାନ ସମୟରେ ଅଧିକାଂଶ ଲୋକ ମଧୁମେହରେ ଆକ୍ରାନ୍ତ ହେଉଛନ୍ତି। ଏହା ପରିବର୍ତ୍ତିତ ଜୀବନଶୈଳୀ ଲାଗି ହେଉଥିବା ସ୍ବାସ୍ଥ୍ୟ ସମସ୍ୟାରୁ ଅନ୍ୟତମ। ଏହି ରୋଗରେ ରକ୍ତ ସର୍କରାକୁ...

ପିରିୟଡ୍‌ ଅନିୟମିତତା ଲାଇଫ୍‌ ଷ୍ଟାଇଲ୍‌ ଡିଜିଜ୍‌ ହୋଇଗଲାଣି: ଡା. ସଂଘମିତ୍ରା ଶତପଥୀ

ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ ଲୋକେ ଅନେକ ରୋଗର ଶିକାର ହେଉଛନ୍ତି। ଏହାରି ଭିତରେ ମହିଳାଙ୍କ ପିରିୟଡ୍‌ ସମସ୍ୟା ଅନ୍ୟତମ। ସେହିଭଳି ଆଜିକାଲି ଇନ୍‌ଫର୍ଟିଲିଟି (ବନ୍ଧ୍ୟା) କେସ୍‌...

ଫିଟ୍‌ ରଖେ ଅଁଳା

ପ୍ରତିଦିନ ଅଁଳା ଖାଇବା ଏକ ଭଲ ଅଭ୍ୟାସ। କାରଣ ଏଥିରେ ଭରି ରହିଛି ଅନେକ ଔଷଧିୟ ଗୁଣ ଯାହାକି ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାଠୁ ଦୂରେଇ...

ମନ୍‌ସୁନ୍‌ ଡାଏଟ୍‌

ମନ୍‌ସୁନ୍‌ ଡାଏଟ୍‌କୁ ଟାଇଟ୍‌ ରଖିବା ନିହାତି ଜରୁରୀ। କାରଣ ବର୍ଷାରେ ଗରମରୁ ମୁକ୍ତି ମିଳିଥାଏ ସତ, କିନ୍ତୁ ସଂକ୍ରମଣର ଆଶଙ୍କା ବଢ଼ିଯାଏ। ଏହି ଋତୁରେ ଖାଦ୍ୟ...

Advertisement


Archives

Model This Week