Posted inଖେଳ

ସ୍ବିତୋଲିନା ସେମିଫାଇନାଲରେ

ନ୍ୟୁୟର୍କ,୪ା୯- ପଞ୍ଚମ ସିଡ୍‌ ତଥା ୟୁକ୍ରେନ୍‌ର ଏଲିନା ସ୍ବିତୋଲିନା ୟୁଏସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଚାମ୍ପିୟନଶିପ୍‌ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ସେ ବ୍ରିଟିଶ ନମ୍ବର ଓ୍ବାନ ଖେଳାଳି ଜୋହାନ୍ନା କୋଣ୍ଟାଙ୍କୁ ୬-୪, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ସ୍ବିତୋଲିନା ବର୍ତ୍ତମାନ ୨୩ ଗ୍ରାଣ୍ଡସ୍ଲାମ ଟାଇଟଲ ବିଜୟିନୀ ଆମେରିକାର ସେରେନା ଓ୍ବିଲିୟମ୍ସ କିମ୍ବା ଓ୍ବାଙ୍ଗ୍‌ କ୍ୱିଆଙ୍ଗ୍‌ଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri