ସ୍ବୟଂଶାସିତ କଲେଜ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିର ପ୍ରତିବାଦ

ଢେଙ୍କାନାଳ ଅଫିସ୍‌, ୯ା୩- ଢେଙ୍କାନାଳ କଲେଜରୁ ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ଆଲୁମନି ଆସୋସିଏଶନ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ଆସୋସିଏଶନ ସଦସ୍ୟମାନେ ସୋମବାର ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିସହ ଏ ନେଇ ପଦକ୍ଷେପ ନେବାକୁ ଏମ୍‌ପିଙ୍କ ସହ ଆଲୋଚନା କରିଛନ୍ତି। ଏହି ନିଷ୍ପତ୍ତି ପ୍ରତ୍ୟାହାର ଦାବିରେ ପୂର୍ବରୁ ଛାତ୍ରମାନେ କଲେଜ ସମ୍ମୁଖରେ ଧାରଣା ଦେଇଥିଲେ। ପରେ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲଙ୍କ ହସ୍ତକ୍ଷେପ ପରେ ଭୁବନେଶ୍ୱରଠାରେ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ସହ ଛାତ୍ରୀଛାତ୍ର, କଲେଜ ଅଧ୍ୟକ୍ଷା ଓ ଅଧ୍ୟାପକମାନଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନ ଥିବା ପୁରାତନ ଛାତ୍ର ସଂସଦ ପକ୍ଷରୁ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଜି.ଉଦୟଗିରିି,୨୧ା୪(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ...

ନିଷ୍କାସନ ହୋଇପାରୁନି ବର୍ଷାଜଳ: ଦୁର୍ଦ୍ଦଶାରେ ୨୦ଗଁ।ର ଗ୍ରାମବାସୀ

ଗୋପ,୨୭।୮(ଡି.ଏନ୍‌.ଏ.): ନାଗପୁର-ନୟାହାଟ ପୂର୍ତ୍ତ ବିଭାଗ ରାସ୍ତାରେ ତିନିତିଅର, ବେଦପୁର, ବାଲିକନ୍ଦଳ ଆଦି ଗ୍ରାମ ନିକଟରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରିବାରୁ ପ୍ରାୟ ୨୦ ଗାଁର...

ମହାବାତ୍ୟାକୁ ପୂରିଲା ୨୦ ବର୍ଷ: ସୃଷ୍ଟି ହେଉନି ହେନ୍ତାଳ ବଣ, ଚିନ୍ତାରେ ଉପକୂଳବାସୀ

କେନ୍ଦ୍ରାପଡା ଅଫିସ, ୨୯ା୧୦-୧୯୯୯ ମହାବାତ୍ୟାକୁ ମଙ୍ଗଳବାର ୨୦ ବର୍ଷ ପୂରୁଛି। ମାତ୍ର ଏହାର କରାଳ ରୂପ ଲୋକଙ୍କ ମନରେ ଏବେ ବି ଜୀବିତ ହୋଇ ରହିଛି।...

ଡ୍ରୋନ ଦ୍ୱାରା ଷ୍ଟେଶନ ସୁରକ୍ଷା ତଦାରଖ

ସମ୍ବଲପୁର, ୯।୪ (ବ୍ୟୁରୋ)-ଡ୍ରୋନ କ୍ୟାମେରା ଦ୍ୱାରା ସମ୍ବଲପୁର ରେଳ ଷ୍ଟେଶନ ସୁରକ୍ଷା ତଦାରଖ କରାଯାଉଛି । ଲକ୍‌ ଡାଉନ ସମୟରେ ରେଳବାଇର ଟ୍ରେନ କୋଚ୍‌, ଯାତ୍ରୀ...

ଜାଲ୍‌ ପ୍ରମାଣପତ୍ର ଦେଇ ନିଯୁକ୍ତି ପ୍ରସଙ୍ଗ : ଯାଞ୍ଚ ହେବ ଜୁନିୟର, ରେଗୁଲାର ଶିକ୍ଷକଙ୍କ ପ୍ରମାଣପତ୍ର

ଛତ୍ରପୁର,୩୦ା୬(ଡି.ଏନ.ଏ.)-ଜାଲ ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଦେଇ କେତେଜଣ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଥିବା ଅଭିଯୋଗ ହୋଇଆସୁଛି। ଏଥିପାଇଁ ସମସ୍ତ ଜୁନିୟର ଓ ରେଗୁଲାର ଶିକ୍ଷକଙ୍କ...

ସ୍ପନ୍ଦନ କର୍ମଚାରୀଙ୍କଠାରୁ ୩୧ହଜାର ଲୁଟ୍‌

ରୂପ୍‌ସା,୧୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ଼ ବରୁଣଗଡ଼ିଆ ମଝି ୬୦ନମ୍ବର ଜାତୀୟ ରାଜପଥରୁ ମଙ୍ଗଳବାର ସ୍ପନ୍ଦନ ଫାଇନାନ୍ସ କର୍ମଚାରୀଙ୍କଠାରୁ ୩୧ହଜାର ଟଙ୍କା ଲୁଟ୍‌ ହୋଇଛି। ପୋଲିସ...

ଅଭାବ ଦୂର କଲା ୩୨ ୟୁନିଟ୍‌ ରକ୍ତ

ବରଗଡ଼ ଅଫିସ୍‌,୨।୫: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏଥିପାଇଁ ବିଭିନ୍ନ ରକ୍ତ ଭଣ୍ଡାରରେ...

ମା’ଚର୍ଚ୍ଚିକାଙ୍କ ପୀଠରେ ଷୋଳ ପୂଜା ଆରମ୍ଭ

ବାଙ୍କୀ/ନିଶ୍ଚିନ୍ତକୋଇଲି, ୩୦।୯ (ସ୍ବ.ପ୍ର.): ବାଙ୍କୀର ଅଧିଷ୍ଠାତ୍ରୀ ଦେବୀ ମା’ଚର୍ଚ୍ଚିକାଙ୍କ ପୀଠରେ ବୁଧବାରଠାରୁ ଷୋଳପୂଜା ଆରମ୍ଭ ହୋଇଛି। ଚଳିତବର୍ଷ କୋଭିଡ ନିୟମ ଅନୁଯାୟୀ ପୀଠରେ ଷୋଡ଼ଶ ଉପଚାରରେ...

Advertisement


Archives

Model This Week