ସ୍ମରଣଶକ୍ତି ବଢ଼ାଇବାର ସହଜ ଉପାୟ

ସାଧାରଣତଃ ବୟସ ବଢ଼ିବା ସହ ସ୍ମରଣଶକ୍ତିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ଅପରପକ୍ଷରେ ମସ୍ତିଷ୍କଜନିତ ସମସ୍ୟାର ସମ୍ମୁଖୀନ ହୋଇଥିଲେ ଏପରି ଅସୁବିଧା ସୃଷ୍ଟି ହେବା ଆଶଙ୍କା ଥାଏ। ତେବେ ଏହାକୁ ବଢ଼ାଇବାର ଏକ ସରଳ ଉପାୟ ରହିଛି। ଏପରି ବିଷୟବସ୍ତୁ ଉପରେ ନିକଟରେ ଲଣ୍ଡନ ୟୁନିଭର୍ସିଟିର ବିଶେଷଜ୍ଞମାନେ ଗବେଷଣା କରିଥିଲେ। ଏହି ସମୟରେ ସେମାନେ ଏକ କୌତୂହଳପୂର୍ଣ୍ଣ ତଥ୍ୟ ଜାଣିବାକୁ ପାଇଥିଲେ। ସ୍ମରଣଶକ୍ତି ବଢ଼ାଇବାର ସହଜ ଉପାୟ ହେଲା ‘ଗପିବା’ ବୋଲି ସେମାନେ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଏହି ସମୟରେ ସେମାନେ ଗବେଷଣା ପରିସରଭୁକ୍ତ କେତେଜଣ ବ୍ୟକ୍ତିଙ୍କୁ ଦୁଇଭାଗରେ ବିଭକ୍ତ କରିଥିଲେ। ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିଙ୍କୁ ପରସ୍ପର ସହ ଗପିବାକୁ ପରାମର୍ଶ ଦିଆଯାଇଥିଲା। କେବଳ ସେତିକି ନୁହେଁ, ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ସ୍ମରଣଶକ୍ତି ଉପରେ ଏହାର କି ପ୍ରକାର ପ୍ରଭାବ ପଡୁଛି ତାହାକୁ ତନ୍ନ ତନ୍ନ କରି ଲକ୍ଷ୍ୟ କରିଥିଲେ। ଆଶ୍ଚର୍ଯ୍ୟର କଥା ସେମାନଙ୍କ ମଧ୍ୟରୁ ୩୫ ପ୍ରତିଶତ ବ୍ୟକ୍ତିଙ୍କର ସ୍ମରଣଶକ୍ତି ପୂର୍ବାପେକ୍ଷା ବୃଦ୍ଧି ପାଇଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri