ସ୍ମରଣ ଶକ୍ତି ବଢ଼ାଇବାର ସହଜ ଉପାୟ

ସ୍ମରଣ ଶକ୍ତି ବଢ଼ାଇବାର ଏକ ସରଳ ତଥା ସହଜ ଉପାୟ ରହିଛି। ଏହାକୁ ଆପଣେଇ ପାରିଲେ ସ୍ମରଣ ଶକ୍ତି ପୂର୍ବାପେକ୍ଷା ପ୍ରଖର ହୋଇଥାଏ। ଲଣ୍ଡନ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନଙ୍କ ଦ୍ୱାରା ସଦ୍ୟ ସମାପିତ ଗବେଷଣାରୁ ଏ ସମ୍ପର୍କରେ ସୂଚନା ମିଳିଛି। ତାହା କ’ଣ ଜାଣନ୍ତି ? ସୁନିଦ୍ରା। ଆଜିକାଲିର ବ୍ୟସ୍ତମୟ ଜୀବନରେ ଅନେକ ଆବଶ୍ୟକ ମୁତାବକ ବିଶ୍ରାମ ନେଇ ପାରୁନାହାନ୍ତି। ଜଣେ ବ୍ୟକ୍ତି ପ୍ରତିଦିନ ଅତିକମ୍‌ରେ ୭-୮ଘଣ୍ଟା ଶୋଇବା ଆବଶ୍ୟକ। ଭଲ ନିଦ ହେବା ଦ୍ୱାରା ତାହାର ପ୍ରଭାବ ମସ୍ତିଷ୍କ ଉପରେ ପଡିଥାଏ। ଏହାଦ୍ୱାରା ସଂପୃକ୍ତ ବ୍ୟକ୍ତିଙ୍କର ସ୍ମରଣ ଶକ୍ତି ପୂର୍ବାପେକ୍ଷା ପ୍ରଖର ହୋଇଥାଏ ବୋଲି ଗବେଷଣା ରିପୋର୍ଟରେ ଉଲ୍ଳେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋଫର୍‌ ଶୁଜ୍‌

ଅଫିସ୍‌ରେ ସିମ୍ପଲ୍‌ ଏବଂ ଫର୍ମାଲ୍‌ ଆଉଟ ଫିଟ୍‌ ହିଁ ଭଲ ମାନିଥାଏ। ତାହା ସହ ମ୍ୟାଚିଂ ଶୁଜ୍‌ ବି ପିନ୍ଧିବାକୁ ପଡ଼େ। ଏହା ଆପଣଙ୍କ ଲୁକ୍‌...

ସଫା ରହିବ ରୋଷେଇ ଘର

ଭିନେଗାର ଓ ଗରମ ପାଣି: ୩ ରୁ ୪ ଚାମଚ ଭିନେଗାର ନେଇ ସେଥିରେ ଗରମ ପାଣି ମିଶାନ୍ତୁ। ଏହାକୁ ଭଲଭାବେ ଫେଣ୍ଟି ଦାଗଥିବା ସ୍ଥାନରେ...

ଟ୍ରାଭେଲ୍‌ ଟାଟୁ: ଦେଖାଯାଏ ଫ୍ୟାଶନେବଲ୍‌, ବଢ଼ାଏ ବୁଲିବାର କ୍ରେଜ୍‌

ଆଜିକାଲିର ମଡର୍ନ ଦୁନିଆରେ ଟାଟୁ କରିବାକୁ ନେଇ ଯୁବପିଢ଼ିଙ୍କ ଭିତରେ ବେଶ୍‌ କ୍ରେଜ୍‌ ରହୁଥିବା ଦେଖିବାକୁ ମିଳୁଛି। ଖାସ୍‌ କରି ଟ୍ରାଭେଲ୍‌ ଟାଟୁର ଡିମାଣ୍ଡ ଏବେ...

ରତ୍ନାବତୀ ସ୍କୁଲ

ରାଜସ୍ଥାନର ଜଏସାଲମେରର ଥର୍‌ ମରୁଭୂମିରେ ନିର୍ମାଣ ହୋଇଛି ରାଜକୁମାରୀ ରତ୍ନାଦେବୀ ବାଳିକା ବିଦ୍ୟାଳୟ। ଏହି ସ୍କୁଲ୍‌ର ନିଆରା ନିର୍ମାଣ ଶୈଳୀ ଲାଗି ଏହା ବେଶ୍‌ ପ୍ରସିଦ୍ଧ।...

ଓଠ କଳା ପଡୁଥିଲେ ଆପଣାନ୍ତୁ ଏହି ଘରୋଇ ଉପଚାର

ମୁହଁର ସୌନ୍ଦର୍ଯ୍ୟ ବଢ଼ାଇଥାଏ ଓଠ। ବିଶେଷକରି ଗୋଲାପୀ ଓଠ ଆକର୍ଷଣୀୟ ଦେଖାଯାଏ। ବେଳେବେଳେ ବିଭିନ୍ନ ରାସାୟନିକ ପଦାର୍ଥ ମିଶିଥିବା ଲିପ୍‌ଷ୍ଟିକ୍‌ ବ୍ୟବହାର କରିବା ଦ୍ୱାରା ଓଠ...

ଏସବୁ ରୋଗ ଦୂର କରେ ଜହ୍ନି

ଆଜିକାଲି ଖାଦ୍ୟପେୟରେ ଅନିୟମିତତା ଯୋଗୁ ନାନା ରୋଗ ଗ୍ରାସ କରୁଛି। ଅଧିକାଂଶ ଲୋକଙ୍କଠାରେ ଗ୍ୟାସ୍‌ଟ୍ରିକ୍‌, ହୃଦଜନିତ ରୋଗ, ଉଚ୍ଚ ରକ୍ତଚାପ, ମେଦବହୁଳତା ପରି ସମସ୍ୟା ଦେଖାଦେଉଛି।...

ପ୍ରତ୍ୟେକ ଦିନ ଖୋସା କଲେ କ’ଣ ହେବ?

ପୂର୍ବରୁ ଅଧିକାଂଶ ମହିଳା ନିଜ ଚୁଟିରେ ଖୋସା କରିଥାନ୍ତି। ତାହା ଏବେ ଆଉ ସେମିତି ଦେଖିବାକୁ ମିଳୁ ନ ଥିବା ବେଳେ ଚୁଟିରେ ବନ କରିବା...

ଶ୍ୱାସକ୍ରିୟା ସମସ୍ୟା ଦୂର କରେ ଭିଟାମିନ୍‌ ‘ସି’

ଭିଟାମିନ୍‌ ‘ସି’ରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। କେତେକ ବ୍ୟାୟାମ କରିବା ସମୟରେ ଶ୍ୱାସକ୍ରିୟାଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଆନ୍ତି। ହେଲେ ଯଦି ଜଣେ ବ୍ୟକ୍ତି...

Advertisement
Archives

Model This Week