Posted inଫୁରସତ

‘ସ୍ମାଇଲ୍‌’ ବହୁଳ ବ୍ୟବହୃତ ଇମୋଜି: ନିର୍ମାତା କିଏ ଜାଣନ୍ତୁ

ପ୍ରତିବର୍ଷ ଜୁଲାଇ ୧୭କୁ ‘ଇମୋଜି ଡେ’ ଭାବେ ପାଳନ କରାଯାଏ । ୨୦୧୪ରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜିକାଲିର ସମୟରେ ମେସେଜର ବହୁଳ ବ୍ୟବହାର ତଥା ଇମୋଜିର ପ୍ରୟୋଗକୁ ଦୃଷ୍ଟିରେ ରଖି ଏହି ଦିବସ ପାଳିତ ହେଉଛି। ତେବେ ବିଭିନ୍ନ ସୋସିଆଲ ମିଡିଆରେ କାନ୍ଦ, ହସ ଏବଂ ରାଗ ଭଳି ଭାବନାକୁ ବ୍ୟବହାରକାରୀ ‘ଇମୋଜି’ ଦ୍ୱାରା ସହଜରେ ପରିପ୍ରକାଶ କରିପାରୁଛନ୍ତି।
ଅନ୍ୟମାନଙ୍କଠାରୁ ଭାରତୀୟମାନେ ଇମୋଜିରେ ଖୁସି, ଲୁହ ଓ କିସ୍‌ର ବ୍ୟବହାର କରିଥାନ୍ତି। ଏହା କମ୍ପାନୀ ପକ୍ଷରୁ ପ୍ରସ୍ତୁତ ଏକ ରିପୋର୍ଟରେ କୁହାଯାଇଛି। ତେବେ ବ୍ୟବହାର କରାଯାଉଥିବା ସ୍ମାଇଲ ଇମୋଜିକୁ ପ୍ରଥମେ କିଏ ପ୍ରସ୍ତୁତ କରିଥଲେ ଜାଣନ୍ତି? ଏହାକୁ ଆମେରିକାର ହର୍ଭି ରୋଜ ବଲ୍‌ ପ୍ରସ୍ତୁତ କରିଥିଲେ। ସେ ଜାଣି ନ ଥିଲେ ଏହା ପରେ ଲୋକପ୍ରିୟ ହୋଇପାରିବ।
୧୯୬୩ରେ ହର୍ଭି ଏକ ବିଜ୍ଞାପନ ଓ ପେପର ଏଜେନ୍ସି ଚଳାଉଥିବା ବେଳେ ଏକ ମ୍ୟୁଚୁଆଲ ଲାଇଫ୍‌ ଇନ୍‌ସୁରାନ୍ସ କମ୍ପାନୀ ତାହାର ସମସ୍ୟା ନେଇ ତାଙ୍କ ପାଖକୁ ଆସିଥିଲା। ତାଙ୍କ କର୍ମଚାରୀ ଦୁଃଖୀ ଥିବା ଦେଖି ହର୍ଭି ଏକ ସ୍ମାଇଲ ତିଆରି କରିଥିଲେ। ଏଥିପାଇଁ ତାଙ୍କୁ ୪୫ ଡଲାର ମିଳିଥିଲ। ରାଗିଥିବା କର୍ମୀଙ୍କୁ ଖୁସି କରିବାପାଇଁ ପ୍ରଥମେ ଏହାକୁ ବ୍ୟବହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri