ସ୍ମିତାଙ୍କ ଲୁକ୍‌କୁ କପି କଲେ ରିଚା

ମୁମ୍ବାଇ: ବଲିଉଡ୍‌ ନାୟିକା ସ୍ମିତା ପାଟିଲଙ୍କ ଦମଦାର ଅଭିନୟ ଆଜିବି ଦର୍ଶକଙ୍କ ମନରେ ଘର କରିଛି। ଖୁବ୍‌ କମ୍‌ ଦିନର ଅତିଥି ସ୍ମିତା ବଲିଉଡ୍‌ରେ ଯେତିକି ଫିଲ୍ମ କରିଛନ୍ତି ସବୁଥିରେ ତାଙ୍କର ଅଭିନୟକୁ ଦର୍ଶକେ ପସନ୍ଦ କରିଛନ୍ତି। ନିକଟରେ ତାଙ୍କ ଦ୍ୱାରା ପ୍ରେରିତ ହୋଇଛନ୍ତି ଏବେକାର ଅଭିନେତ୍ରୀ ରିଚା ଚଢା। ସେ ଏବେ ସ୍ମିତାଙ୍କ ଲୁକ୍‌କୁ କପି କରିଥିବା ଦେଖାଯାଇଛି। ସ୍ମିତାଙ୍କ ସହ ତାଙ୍କର ନକଲ କରିଥିବା ଏକ ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରିବା ପରେ ଏବେ ଏହା ଭାଇରାଲ ହେଉଛି। ତେବେ ଏହା ତାଙ୍କର ଆଗାମୀ ଫିଲ୍ମର ଲୁକ୍‌ ବୋଲି କେହି କେହି କହୁଥିବା ବେଳେ ସେ ସ୍ମିତାଙ୍କୁ ବେଶ୍‌ ପସନ୍ଦ କରନ୍ତି ବୋଲି କେହି କେହି କହୁଛନ୍ତି। ସେ ଯାହା ବି ହେଉ ଅଗାମୀ ଦିନରେ ରିଚା ‘ମ୍ୟାଡାମ ଚିଫ୍‌ ମିନିଷ୍ଟର’ରେ ନଜର ଆସିବେ ବୋଲି ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲପାହାଡ଼ ଲଢ଼େଇ : ବିନୋଦ ବନାମ ସତ୍ୟ

ଚଳିତ ଅପେରା ସିଜନରେ ନିଜ ନିଜ ନାଟକକୁ ଶତ ପ୍ରତିଶତ ଜଷ୍ଟିସ ଦେବାକୁ କେବଳ ପାର୍ଟିରେ ପ୍ରୋପ୍ରାଇଟର ନୁହନ୍ତି, କଳାକାରମାନେ ଅଣ୍ଟା ଭିଡ଼ିଛନ୍ତି। ନିକଟରେ ଶେଷ...

ମହାରାଷ୍ଟ୍ର ରାଜନୀତିକୁ ନେଇ ଭାଇରାଲ ହେଉଛି ରାକ୍ଷୀ ସାଓ୍ବନ୍ତଙ୍କ ଭିଡିଓ

ମୁମ୍ବାଇ: ବଲିଉଡ୍‌ ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ଏମିତି ଜଣେ ଅଭିନେତ୍ରୀ ଯେ ସବୁବେଳେ ପ୍ରତିଦିନର ଘଟଣା ଉପରେ ନଜର ରଖିଥାଆନ୍ତି। କେବଳ ସେତିକି ନୁହେଁ...

ବାହୁବଳୀ ‘ପ୍ରଭାସ’ଙ୍କ କ୍ରେଜ୍‌: ଗୋଟିଏ ଫିଲ୍ମ ପାଇଁ ୧୦୦ କୋଟି ନେଇ…

ବମ୍ବେ: ଫିଲ୍ମଟିଏ ୧୦୦ କୋଟି କ୍ଲବରେ ସାମିଲ ହେବା କଥା ସମସ୍ତେ ଶୁଣିଥିବେ। ହେଲେ ବାହୁବଳୀ ଷ୍ଟାର ପ୍ରଭାସ ଗୋଟିଏ ଫିଲ୍ମ ପାଇଁ ସମାନ ପାଉଣା...

ଭାଇରାଲ ହେଉଛି ଜାହ୍ନବୀଙ୍କ ଡ୍ୟାନ୍ସ ଭିଡିଓ

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଜାହ୍ନବୀ କପୁର ତାଙ୍କ ଅଭିନୟକୁ ନେଇ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରି ସାରିଛନ୍ତି। ନିକଟରେ ଏକ ସାକ୍ଷାତ୍‌କାରରେ...

ଶମିତାଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରାକେଶ

ବିଗ ବସ ଓଟିଟିର ଖ୍ୟାତି ଅର୍ଜନ କରିଥିବା ତଥା ବଲିଉଡ ଅଭିନେତ୍ରୀ ଶମିତା ସେଟ୍ଟୀ ଓ ଅଭିନେତା ରାକେଶ ବାପତ୍‌ଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଚାଲିଛି।...

ମେ’ ୧୩ରେ ପ୍ରେକ୍ଷାଳୟକୁ ଆସିବ ଆୟୁଷ୍ମାନଙ୍କ ଏହି ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ସବୁବେଳେ ନିଜର ଆକ୍ଟିଭିଟିଜ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏଥିସହିତ ସେ ଦେଶର ସମସାମୟିକ ପ୍ରସଙ୍ଗରେ ନିଜର ମତ ପ୍ରକାଶ...

ଅନ୍ତର୍ଜାତୀୟ ପତ୍ରିକାର କଭର ପେଜ୍‌ ପାଇଁ ଫଟୋଶୁଟ୍‌ କରି ଚର୍ଚ୍ଚାରେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ଭିନ୍ନ ଶୈଳୀ ପାଇଁ ସବୁବେଳେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଥାନ୍ତି। ଖୁବ୍‌ କମ୍‌ ସମୟ ମଧ୍ୟରେ ସେ ଇଣ୍ଡଷ୍ଟ୍ରିରେ...

ବିମାନ ଦୁର୍ଘଟଣାରେ ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ଓ୍ବାଶିଂଟନ୍‌,୩୧।୫: ଆମେରିକାରେ ଏକ ବିମାନ ଦୁର୍ଘଟଣାରେ ତାରଜାନ ଅଭିନେତା ଜୋ ଲାରାଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା।...

Advertisement
Archives

Model This Week