ସ୍ୱାମୀଙ୍କ ସହ ମିଶି ଫିଲ୍ମ ତିଆରି କରିବେ ସୋନମ

ମୁମ୍ବାଇ: ବଲିଉଡ୍ ବିୟୁଟି ସୋନମ କପୁର ଏବେ ତାଙ୍କ ସ୍ୱାମୀ ଆନନ୍ଦ ଆହୁଜାଙ୍କ ସହ ମିଶି ଫିଲ୍ମ ନିର୍ମାଣ କରିବେ ବୋଲି ଜଣାପଡିଛି । କିଛିଦିନ ହେବ ବଲିଉଡ୍‌ରୁ ଦୂରେଇ ରହିଥିବା ସୋନମ ପତିଙ୍କ ସହ ପୁଣିଥରେ ବଲିଉଡ୍ ଫେରିବାକୁ ଚାହୁଁଥିବା ଶୁଣିବାକୁ ମିଳିଛି । ଆନନ୍ଦଙ୍କୁ ସେ ଜଣେ ନିର୍ମାତା ଭାବେ ଦେଖିବାକୁ ଚାହୁଁଛନ୍ତି ବୋଲି କୁହାଯାଉଛି । ଏବେ କରୋନା ଭାଇରସ କାରଣରୁ ଦେଶ ଲକ୍ ଡାଉନ୍ ଥିବାବେଳେ ବଲିଉଡ୍‌ର ସମସ୍ତ ଶୁଟିଂ ବନ୍ଦ ଥିବାରୁ ପ୍ରାୟ ସବୁ ସେଲିବ୍ରିଟି ଏବେ ଘରେ ରହି ବିଭିନ୍ନ ବ୍ୟଞ୍ଜନ ଶିଖୁଛନ୍ତି ବୋଲି ଦେଖାଯାଇଛି । ସୋନମ ମଧ୍ୟ ବିଭିନ୍ନ ବ୍ୟଞ୍ଜନ ତାଙ୍କ ମାଆଙ୍କଠାରୁ ଭିଡିଓ କନଫରେନସିଂ ଜରିଆରେ ଶିଖୁଛନ୍ତି ବୋଲି କହିଛନ୍ତି । ସୋନମ ଏବେ ତାଙ୍କ ଭଉଣୀ ରିୟା କପୁରଙ୍କ ପ୍ରଡକସନ୍ ହାଉସରେ ପାର୍ଟନର ଶିପ ଭାବେ କାମ କରୁଥିବା ବେଳେ ୨୦୨୧ରେ ପତି ଆନନ୍ଦ ଆହୁଜାଙ୍କ ସହ ମିଶି କାମ କରିବେ ବୋଲି ଶୁଣାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?