ହଂକଂରେ ଚାଇନାର ସେନା ମୁତୟନ

ବେଜିଂ, ୧୭ା୧୧(ପି.ଟି.) : ହଂକଂରେ ଗତ ୫ ମାସ ଧରି ଗଣତନ୍ତ୍ର ସପକ୍ଷବାଦୀଙ୍କ ବିକ୍ଷୋଭ ଜାରି ରହିଥିବାବେଳେ ପ୍ରଥମ ଥର ଲାଗି ଶନିବାର ଚାଇନା ପକ୍ଷରୁ ସେଠାରେ ପିଏଲ୍‌ଏ ସେନା ମୁତୟନ କରାଯାଇଛି। କୋଲୁନ୍‌ ଗ୍ୟାରିଶନଠାରେ ଚାଇନାର ସାଦା ପୋଷାକଧାରୀ ସେନା ମୁତୟନ ହୋଇଥିବା ଜଣାପଡ଼ିଛି। ବିକ୍ଷୋଭକାରୀଙ୍କୁ ଘଉଡ଼ାଇବା ଓ ଯାତାୟତ ପଥ ସୁଗମକରିବା ଲାଗି ଚାଇନା ଏଭଳି ପଦକ୍ଷେପ ଗ୍ରହଣ କରିଥିବା କୁହାଯାଉଛି। ହଂକଂର ’ସାଉଥ୍‌ ଚାଇନା ମର୍ଣ୍ଣିଂ ପୋଷ୍ଟ’ ପକ୍ଷରୁ ଏକ ରିପୋର୍ଟରେ ଏହା ଦର୍ଶାଯାଇଛି। ଗ୍ରୀନ୍‌ ଟି-ସାର୍ଟ ସହ ବ୍ଲାକ୍‌ ସର୍ଟ ପିନ୍ଧିଥିବା ଚାଇନା ସୈନ୍ୟ ବାପିଷ୍ଟ ୟୁନିଭର୍ସିଟି ନିକଟରେ ଥିବା ଜଣାପଡ଼ିଛି। ହିଂସା ରୋକିବା ଲାଗି ଏଭଳି ପଦକ୍ଷେପ ଚାଇନା ନେଇଛି। ହଂକଂ ସରକାର ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରାଯିବାର ନାହିଁ ବୋଲି ଜଣେ ସୈନ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ମାସ ଧରି ନିଖୋଜ ଥିଲେ ଯୁବତୀ, ଫ୍ରିଜ୍‌ରୁ ମିଳିଲା ମୃତଦେହ; ପୂରା ଘଟଣା ଜାଣିଲେ…

କାରାକସ୍‌,୧୪ା୮: ଭେନ୍‌ଜୁଏଲାର ଅରାଗୁଆ ରାଜ୍ୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୧୯ ବର୍ଷୀୟ ଯୁବତୀ ୫ ମାସ ଧରି ନିଖୋଜ ଥିଲେ। ତେବେ...

ଆତ୍ମସମର୍ପଣ କଲେ ୟୁକ୍ରେନ ସହ ଆଲୋଚନା ପାଇଁ ପ୍ରସ୍ତୁତ

ମସ୍କୋ,୨୫।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚରମ ସୀମାରେ ପହଞ୍ଚିଛି। ରୁଷିଆ ୟୁକ୍ରେନରେ ବ୍ୟାପକ କ୍ଷତି ଘଟାଇ ଚାଲିଛି। ଏପର୍ଯ୍ୟନ୍ତ ଅନେକ ସୈନ୍ୟ ଓ...

ରୁଷିଆକୁ ଶସ୍ତାରେ ତୈଳ ଦେବାକୁ ଦାବି କଲା ଭାରତ

ନୂଆଦିଲ୍ଲୀ/ମସ୍କୋ,୫।୫: ଗତ ୨ମାସ ହେଲାଣି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ଏହି ଆକ୍ରମଣ ଯୋଗୁ ସମସ୍ତ ପଶ୍ଚିମ ଦେଶ ରୁଷିଆକୁ ବିରୋଧ କରିବା...

ହାତରେ ମୋଦିଙ୍କ ଫଟୋ ଧରି ପ୍ରଦର୍ଶନ କଲେ ପାକିସ୍ତାନୀ

ସାନ୍ନ୍‌,୧୮।୧: ପାକିସ୍ତାନରେ ପ୍ରଦର୍ଶନକାରୀ ହାତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଧରି ରାଲି କରିଛନ୍ତି। ସ୍ବତନ୍ତ ସିନ୍ଧ୍‌ ଦେଶ ଦାବି କରି ସାନ୍ନ୍‌ ସହରରେ ଏହି...

ତୃତିୟଥର ଲାଗି ବ୍ରାଜିଲର ରାଷ୍ଟ୍ରପତି ହେଲେ ଲୁଲା ଡା ସିଲଭା

ବ୍ରାସିଲିଆ,୨ ।୧: ବାମପନ୍ଥି ନେତା ଲୁଇଜ ଇନାସିୟୋ ଲୁଲା ଡା ସିଲଭା ତୃତିୟ ଥର ଲାଗି ବ୍ରାଜିଲର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ।...

ପ୍ରଚଣ୍ଡ ବିସ୍ଫୋରଣରେ ଥରିଲା ରାଜଧାନୀ

ମୋଗାଦିଶୁ,୬।୩: ସୋମାଲିଆର ରାଜଧାନୀ ମୋଗାଦିଶୁରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଶୁକ୍ରବାର ବିଳମ୍ବିତ ରାତ୍ରରେ ଘଟିଥିବା ଏହି ବିସ୍ଫୋରରରେ ୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ...

କରୋନାଭାଇରସ୍‌ରେ ସଂକ୍ରମିତ ମା’ ଜନ୍ମଦେଲେ ସୁସ୍ଥ ସନ୍ତାନ

ବେଜିଂ,୧୧।୨: ଚାଇନାରେ କରୋନାଭାଇରସ୍‌ ଏବେ ମହାମାରୀର ରୂପ ନେଲାଣି। ଚାଇନା ସହ ଅନ୍ୟ ଦେଶଗୁଡିକରେ ମଧ୍ୟ ଏହା ବ୍ୟାପିବାରେ ଲାଗିଛି। ଚାଇନାରେ ଏବେ ପର୍ଯ୍ୟନ୍ତ ଏଥିରେ...

ଏସ୍‌ଏନ୍‌ଏଲ୍‌ ବିବାଦରେ ମସ୍କ

ଓ୍ବାଶିଂଟନ,୮ା୫: ଆମେରିକାର ଏନ୍‌ବିସି ‘ସଟର୍ଡେ ନାଇଟ୍‌ ଲାଇଭ୍‌’ (ଏସ୍‌ଏନ୍‌ଏଲ୍‌)ରେ ପ୍ରସାରିତ ବିଳମ୍ବିତ ରାତି ଟିଭି କମେଡି ଶୋ’ ମଚ୍‌ ଏଡୋ ଏବାଉଟ ନଥିଂ ଏହାର ୪୬ତମ...

Advertisement
Archives

Model This Week