ହଂସୁଆ ପୋଲରୁ ନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାଜନଗର,୨୬।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ହଂସୁଆ ପୋଲରୁ ନଦୀକୁ ଡେଇଁ ମଙ୍ଗଳବାର ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ କାବୁ କରାଯାଇ ପୋଲିସ ଜିମା ଦିଆଯାଇଛି। ଉକ୍ତ ଯୁବକ ଜଣକ ଓସ୍ତିଆ ଗ୍ରାମର ଜ୍ଞାନ ବେହେରା ବୋଲି ଜଣାପଡ଼ିଛି। ସକାଳୁ ଜ୍ଞାନ ହଂସୁଆ ପୋଲରୁ ନଦୀକୁ ଡେଇଁବାକୁ ଉଦ୍ୟମ କରୁଥିବାବେଳେ ସ୍ଥାନୀୟ କେତେଜଣ ଲୋକ ତାଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁ ବିକ୍ରି ସନ୍ଦେହ: ପଚାରିବାରୁ ମାରିଦେବାକୁ ଧମକ ଦେଲେ ମା’

ନୂଆଗାଁ,୨ା୧୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ କାପ୍ତାପଲୀ ପଞ୍ଚାୟତ ତଥା ଓଡଗାଁ ଥାନା ବାହାଡାଝୋଲା ଫାଣ୍ଡି ଅଧୀନ ବେତନଟୀ ଗ୍ରାମର ଜଣେ ବିଧବା ମହିଳା...

ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ ଦାବି, ଜିଲାପାଳ ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ,୧୫।୩: ବରଗଡ଼ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରର ରକ୍ତ ଭଣ୍ଡାର ପରିସରରେ ରହିଥିବା ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ ଦାବିରେ ସୋମବାର ବରଗଡ଼ ଜିଲାପାଳ ଅଫିସ ଆଗରେ...

ବର୍ଷକ ଆହାର ଛଡ଼ାଇ ନେଉଛନ୍ତି ବାର୍‌ହା ପଲ

କେନ୍ଦ୍ରାପଡ଼ା ଅଫିସ, ୧୦ା୧୨: ଚଳିତ ମାସ ଶେଷ ସପ୍ତାହରେ ଖରିଫ ଧାନ ବିକ୍ରି ପାଇଁ ସରକାରୀ ମଣ୍ଡି ଖୋଲିବ ା ଏଥିପାଇଁ କେନ୍ଦ୍ରାପଡ଼ା ଜିଲାରେ ଖରିଫ...

ସତ ହେଲା ଭଉଣୀଭାଇଙ୍କ ସ୍ବପ୍ନ

ଅନୁଗୋଳ ଅଫିସ, ୧୫ା୧୧: ନହୁରାଣୀ ପୋଲ ଏବେ ଚଳଚଞ୍ଚଳ। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହୋଇ ନ ଥିଲେ ମଧ୍ୟ ବ୍ରିଜ୍‌ ଦେଇ ଚଳାଚଳ କରୁଛି ଦୈନିକ ଶତାଧିକ...

ଭୋଟର ତାଲିକାରୁ ପୂର୍ବତନ ସରପଞ୍ଚଙ୍କ ନାମ ଗାଏବ; ପ୍ରାର୍ଥୀପତ୍ର ଦାଖଲ କରିବାକୁ ଆସି ଫେରିଲେ

ଦଶମନ୍ତପୁର,୨୦।୧ ( ଡ଼ି.ଏନ୍‌.ଏ. )  କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଡୁମ୍ବାଗୁଡା ପଞ୍ଚାୟତ ଭିତରବାଗ୍ରି ଗ୍ରାମର ପୂର୍ବତନ ସରପଞ୍ଚଙ୍କ ନାମ ଭୋଟର ତାଲିକାରେ ନାହିଁ। ଫଳରେ...

୫ ହଜାର ଲାଞ୍ଚ ନେବା ବେଳେ ଦର୍ପନାରାୟଣପୁର ଫରେଷ୍ଟର, ଓ୍ବାଚ୍‌ର୍‌ ଭିଜିଲାନ୍ସ ଦ୍ୱାରା ଗିରଫ

ରଣପୁର,୨୩ ।୧୦(ସ୍ବ.ପ୍ର.)-ଜଙ୍ଗଲରୁ ଜାଳେଣି କାଠ ବିକ୍ରି ପାଇଁ ଲାଞ୍ଚ ନେଉଥିବାବେଳେ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ଦର୍ପନାରାୟଣପୁର ଫରେଷ୍ଟର ଆଲୋକ କୁମାର ଗୁରୁ ଓ ୱାଚର...

ଏକ୍ସପାୟାରି ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ, ୧୮।୧: ୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ ଦିଆଯାଉଥିବା ଆଇରନ ଫୋଲିକ ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଖୋଳ ଉପରେ ଥିବା...

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବହଳଦା,୧୫।୬((ଡି.ଏନ୍‌.ଏ): ରଜ ନେଇ ସମସ୍ତେ ବ୍ୟସ୍ତ ଥିବାବେଳେ ମୟୂରଭଞ୍ଜ ଜିଲା ସୀମାନ୍ତ ତିରିଙ୍ଗ ଥାନା ଅନ୍ତର୍ଗତ ଗୀତିଲତା ଗାଁ ମୁଣ୍ଡ ଏକ ଗଛରୁ ପୋଲିସ ସୋମବାର...

Advertisement
Archives

Model This Week