Posted inଖେଳ

ହକି ପ୍ରୋ-ଲିଗ୍‌ ସିଜନ-୨ ବର୍ଷେ ଘୁଞ୍ଚତ୍ଲା

ଲାଉସାନେ, ୨୫ା୪ (ପି.ଟି.)- ମର୍ଯ୍ୟାଦାପୂର୍ଣ୍ଣ ପ୍ରୋ-ଲିଗ୍‌ ଦ୍ୱିତୀୟ ସଂସ୍କରଣକୁ ଏକ ବର୍ଷ ଅର୍ଥାତ ୨୦୨୧ ଜୁନ୍‌ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। କୋଭିଡ୍‌-୧୯ ମହାମାରୀ ଯୋଗୁ କେତୋଟି ମ୍ୟାଚ୍‌ ସ୍ଥଗିତ ରଖାଯିବା ପରେ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ଶୁକ୍ରବାର ଏହି ନିଷ୍ପତ୍ତି ନେଇଛି। ସିଜନ-୨ ୨୦୨୦ ଜାନୁୟାରୀରୁ ଜୁନ୍‌ ପର୍ଯ୍ୟନ୍ତ ହେବାର କାଯର୍ର୍‌ୟକ୍ରମ ରହିଥିଲା। ମାର୍ଚ୍ଚ ପ୍ରଥମ ଭାଗ ସୁଦ୍ଧା ଏକ ତୃତୀୟାଂଶ ମ୍ୟାଚ ଶେଷ ହୋଇଯାଇଥିଲା। ମାତ୍ର କୋଭିଡ୍‌-୧୯ ଯୋଗୁ ପ୍ରତିଯୋଗିତାର ପରବର୍ତ୍ତୀମ୍ୟାଚ ଗୁଡ଼ିକର ଆୟୋଜନ ସମ୍ଭବ ନ ଥିଲା। ଭାରତ ସମେତ ଅଂଶଗ୍ରହଣକାରୀ ୧୧ଟି ଦେଶର ହକି ଆସୋସିଏଶନ ସହିତ ଏକ ରାଜିନାମା ପରେ ଏଫଆଇଏଚ୍‌ ଏହି ନିଷ୍ପତ୍ତି ନେଇଛି। ବର୍ତ୍ତମାନ ହକି ର଼୍ୟାଙ୍କିଙ୍ଗ ତାଲିକାରେ ଭାରତ ୧୦ ପଏଣ୍ଟ ସହ ଚତୁର୍ଥ ସ୍ଥାନରେ ରହିଛି। ଦଳ ଇତିମଧ୍ୟରେ ଦୁଇଟି ମ୍ୟାଚରେ ବିଜୟ ହାସଲ କରିଥିବାବେଳେ ଅନ୍ୟ ଦୁଇଟି ପରାଜିତ ହୋଇଥିଲା। ର଼୍ୟାଙ୍କିଙ୍ଗ ତାଲିକାରେ ଦଳ ଯଥାକ୍ରମେ ବେଲଜିୟମ, ଅଷ୍ଟ୍ରେଲିଆ ଓ ନେଦରଲାଣ୍ଡ୍ସ ପଛକୁ ରହିଛି। କୋଭିଡ୍‌-୧୯ ଯୋଗୁ ବିଶ୍ୱରେ ସ୍ବାସ୍ଥ୍ୟଗତ ଅନିଶ୍ଚିତତା ଦେଖାଦେଇଛି। ଏଥିଲାଗି ହକି ପ୍ରୋ-ଲିଗ୍‌ ସିଜନ-୨କୁ ଏହା ପୂର୍ବରୁ ଦୁଇଥର ସସ୍‌ପେଣ୍ଡ କରାଯାଇଥିଲା। ପ୍ରଥମେ ଏପ୍ରିଲ ୧୫ ପୂର୍ବରୁ ସମସ୍ତ ମ୍ୟାଚ ସ୍ଥଗିତ ରଖାଯାଇଥିଲା। ପରେ ଏହାର ମିଆଦକୁ ଏଫ୍‌ଆଇଏଚ୍‌ ମେ ୧୭କୁ ବୃଦ୍ଧି କରିଥିଲା। ରାଜିନାମା ଅନୁସାରେ ଏଫ୍‌ଆଇଏଚ୍‌ ହକି ପ୍ରୋ-ଲିଗ୍‌ର ସିଜନ ୩ ସେପ୍ଟେମ୍ବର ୨୦୨୧ରୁ ଜୁନ୍‌ ୨୦୨୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?