ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ବିନିକା,୨୨ା୪(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ଗାଁର ହରିଶ୍ଚନ୍ଦ୍ର ହୋତାକଁର ଦିବ୍ୟାଙ୍ଗ ପୁଓ ଆଶୁତୋଷ ଶେଷେ ସରକାରୀ ଯୋଜନାରେ ବିଜୁ ପକ୍କାଘର ଖଁଡ଼େ ପଏବାରେ ସଫଲ ହେଇଛନ୍‌। ସେ ଜନମ୍‌ ବେଲୁ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ହେଇ ଆଏଜ୍‌କେ ଗଲା ୨୦ ବଛର୍‌ ହେଲା ଖଟେ ପଡ଼ି ରହିଛନ୍‌। ଇଆଡ଼େ ଗରିବ୍‌ ମା’ବାପ୍‌ ପୁଓର ଚିକିତ୍ସା ଲାଗି ଘରେ ଯାହାଥିଲା ବିକାଭଂଗା କରି ଝଲା ହେଇଯାଇଥିଲେ। ଏନ୍‌ତା କି ଦିବ୍ୟାଙ୍ଗ ଆଶୁତୋଷ ଅନେକ ସରକାରୀ ଯୋଜନାରୁ ବି ବଁଚିତ୍‌ ହେଇ ରହିଥିଲେ। ଘଟନା ବାବ୍‌ଦେ ବିନିକା ଧରିତ୍ରୀ ପରତିନିଧି ସୁରାକ୍‌ ପାଇ ଖବର ବାହାର କରିଥିଲେ। ଗଲା ୩.୬.୨୦୧୮ରେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘୨୦ ବଛର ହେଲା ଖଟେ ପଡ଼ିଛନ୍‌ ଆଶୁତୋଷ’ ଶୀରଷକ୍‌ରେ ଖବର ବାହାରିଥିଲା। ଇ ଖବରକେ ନେଇ ଝନେ ସାମାଜିକ କରମୀ ମୁଖ୍ୟମନ୍ତ୍ରୀକଁର ଅଭିଯୋଗ କୁଠାଥି ଅଭିଯୋଗ ପତର ଦାଖଲ କରିଥିଲେ। ଫେନ୍‌ ଥରେ ଗଲା ୫.୬.୨୦୧୮ରେ ‘ପରଶାସନିକ ଅବହେଲାର ଶିକାର ଦିବ୍ୟାଙ୍ଗ’ ଶୀରଷକ୍‌ରେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଖବର ବାହାରିଥିଲା। ଖବର ବାହାରବାର ୧୧ ଦିନ୍‌ ଉତାରୁ ପିଡି ଡିଆର୍‌ଡିଏକୁଁ ସେ ବେଲର ଜିଲାପାଲ ଦାଶରଥି ଶତପଥୀ ଘଟନାର ତଦଁତ କରି ପଦକ୍ଷେପ ନେବାକେ ନିରଦେଶ ଦେଇଥିଲେ। ଥାନୀୟ ପରଶାସନ ଆଶୁତୋଷର ପରିବାରକେ ବିଜୁ ପକ୍କାଘର ଯୋଜନାରେ ସାମିଲ କରିଥିଲା। ଏହେଦେ ଘର ତିଆରି ବି ଗୁଟେ ପରକାର ସରିଯାଇଛେ। ଇ ସାହାଯ୍‌ ଲାଗି ଆଶୁତୋଷର ମା’ବାପ୍‌ ଧରିତ୍ରୀକେ ଅଶେଷ ଧଏନ୍‌ବାଦ୍‌ ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳା ପଡିଛି ୧୯୯ କିମି ନଦୀବନ୍ଧ

ସୋନପୁର,୨ା୬(ନି.ପ୍ର.)ସୁବର୍ଣ୍ଣପୁର ଜିଲାରେ ମହାନଦୀ, ତେଲନଦୀ, ସୁକତେଲ, ଅଙ୍ଗ ଓ ନିବୃତି ଯୋର ପ୍ରବାହିତ ହେଉଛି। ଜିଲାରେ ଏହି ୫ଟି ନଦୀର ମୋଟ ୨୩୩ କିଲୋମିଟର ଲମ୍ବ...

୬୧ଅଭିଯୋଗର ଶୁଣାଣି କଲେ ଜିଲାପାଳ

ସୋନପୁର,୧।୭(ନି.ପ୍ର.): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ବନ୍ଦ ଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ଜନଶୁଣାଣି ସୋମବାରଠାରୁ ପୁଣି...

ଦୁର୍ଘଟଣାରେ ଅଚଳ ହୋଇଛି ଡାହାଣ ଗୋଡ଼, ସହାୟତା ଆଶାରେ ଜିଲାପାଳ ଅଫିସ ଆସିଥିଲେ: ପୋଲିସ କର୍ମଚାରୀ ଦେଖାଇଲେ ମାନବିକତା

ବରଗଡ଼ ଅଫିସ୍‌,୨୨।୭-ଅନେକ ସମୟରେ କିଛି ପୋଲିସ କର୍ମଚାରୀ ନିଜ ଖାକି ବର୍ଦ୍ଦିର ଅପବ୍ୟବହାର କରିଥାନ୍ତି । କେତେବେଳେ ଦାଦାଗିରି ତ ଆଉ କେବେ ଲୁଟ୍‌ପାଟ୍‌, ମାଡ଼ପିଟ୍‌...

ଚେତି ଶୁଇଛେ ବିଭାଗ: ଗାଁ ମଝିରେ ବିପଦ୍‌ ଅବସ୍‌ତାରେ ବିଦ୍ୟୁତ୍‌ ଖୁଁଟା

ବିନିକା,୧୩ା୫(ଡି.ଏନ୍‌.ଏ):  ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍‌ ଅଧୀନ ଝାରକଦଲିପାଲି ଗାଁ। ଗାଁର ଲୋକ୍‌ ସଂଖ୍ୟା ୧୨ଶହରୁ ଅଧ୍‌କା। ଗାଁର ମୁଖିଆ ରାସ୍‌ତା ମଝିରେ...

ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ଅବହେଳିତ

ସମ୍ବଲପୁର,୧୧ା୪(ବ୍ୟୁରୋ): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶରେ ଅମୃତ ମହୋତ୍ସବ ପାଳନ କରାଯାଉଛି। ହେଲେ ସମ୍ବଲପୁର ଗଙ୍ଗାଧର ମେହେର ଛକରେ ଥିବା ସଂଗ୍ରାମୀ ପଣ୍ଡିତ...

ସରକାରୀ ଯୋଜନା ଦିଗହରା: ଭଙ୍ଗା କୁଡ଼ିଆରେ ବିତୁଛି ଦୃଷ୍ଟିହୀନ ଦମ୍ପତି ଚୈତନ୍ୟ-ଅଞ୍ଜନାଙ୍କ ଜୀବନ, ଆଦରିଛନ୍ତି ଭିକ୍ଷାବୃତ୍ତି

ଭବାନୀପାଟଣା, ୧୨।୭(ଡି.ଏନ୍‌.ଏ.): ପ୍ରତି ଗରିବ ପରିବାରକୁ ପକ୍କା ଘର ଯୋଗାଇ ଦେବା ଲାଗି ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାମ କରୁଛି। ହେଲେ ପ୍ରକୃତ ହିତାଧିକାରୀଙ୍କ...

ଥଟ୍ଟା କରିବାରୁ ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ

ସମ୍ବଲପୁର,୨୪ା୫(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କେଶାପାଲି ଗ୍ରାମରେ ଥଟ୍ଟା କରିବାକୁ ନେଇ ମାରପିଟ ହୋଇଛି। ଉଭୟ ପକ୍ଷଙ୍କ ଅଭିଯୋଗ କ୍ରମେ ଥାନାରେ ୭୯/୨୨ ଏବଂ...

ପରିଚୟପତ୍ର ନ ଥିବାରୁ ଘରକୁ ଫେରିବାକୁ ଲାଗିଲା ୧୦ ବର୍ଷ

କୁଚିଣ୍ଡା,୧୬।୧(ଡି.ଏନ.ଏ.): ସମ୍ବଲପୁର ଜିଲା ମହୁଲପାଲି ଥାନା ବାଙ୍କେ ପଞ୍ଚାୟତ ଗୋପାଳପାଲି ଗ୍ରାମର ରଞ୍ଜିତ କିଷାନ(୨୪) ୧୦ ବର୍ଷ ପରେ ଘରକୁ ଫେରିଛନ୍ତି। ଦୀର୍ଘବର୍ଷ ପରେ ପୁଅକୁ...

Advertisement
Archives

Model This Week