Posted inଜାତୀୟ

ହଜାରେ ଡିଟୋନେଟର ଓ ବିସ୍ଫୋରକ ଜବତ କଲା ସିଆଇଡି

କୋଲକତା,୧୧।୭: ପଶ୍ଚିମବଙ୍ଗ ବୀରଭୂମ ଅଞ୍ଚଳରୁ ଅପରାଧୀକ ଯାଞ୍ଚ୍‌ ବିଭାଗ(ସିଆଇଡି) ହଜାରେ ଡିଟୋନେଟର ଜବତ କରିଛି। ଏଗୁଡ଼ିକ ୮ଟି ବ୍ୟାଗ୍‌ରେ ପ୍ୟାକ୍‌ ହୋଇ ରହିଥିଲା। ସ୍ଥାନୀୟ ରାମପୁରହାଟସ୍ଥିତ ଏକ ଷ୍ଟୋର୍‌ରୁମ୍‌ ଉପରେ ଗୁରୁବାର ଚଢ଼ାଉ କରି ସିଆଇଡିକୁ ଏହି ସଫଳତା ମିଳିଛି। ଏଠାରୁ ୨ଶହ ୩୮ ପ୍ୟାକେଟ୍‌ ଏମୋନିୟମ୍‌ ନାଇଟ୍ରେଟ୍‌ ଜବତ ହୋଇଛି। ଏହାର ଓଜନ ୫୦ କିଲୋଗ୍ରାମ୍‌ ହେବ ବୋଲି କୁହାଯାଉଛି। ଏହାକୁ ବ୍ୟବହାର କରି ବଡ଼ଧରଣର ବିସ୍ଫୋରଣ ଷଡ଼ଯନ୍ତ୍ର କରାଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri