ହଜାରେ ଲିଟର ପୋଚ ନଷ୍ଟ, ଭାଟି ସିଲ

ପାତ୍ରପୁର,୨୦ା୪(ଡି.ଏନ୍‌.ଏ.)- ଲକ୍‌ଡାଉନରେ ମଦଦୋକାନ ବନ୍ଦ ଥିବାବେଳେ ଦେଶୀମଦ କାରବାର ବୃଦ୍ଧି ପାଇଛି। ଭାଟି ମାନଙ୍କରେ ମଦ ତିଆରି କରି ମାଲାମାଲ୍‌ ହେଉଛନ୍ତି ମାଫିଆ। ଜରଡା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁଙ୍କ ତତ୍ତ୍ୱାବଧାନରେ ସୋମବାର ଏକ ଟିମ୍‌ ଚଢ଼େଇ ଗାଁ, ସୁନରିବାଡ ଓ କନ୍ଧ ବିଜୟପୁର୍‌ ନିକଟସ୍ଥ ମଦଭାଟିରେ ଚଢ଼ାଉ କରି ହଜାରେ ଲିଟର ପୋଚ ନଷ୍ଟ କରିବା ସହ ମଦରନ୍ଧା ସାମଗ୍ରୀ ଜବତ କରିଥିବା ଜଣାପଡ଼ିଛି। ସେହିଭଳି ପାତ୍ରପୁର ତହସିଲଦାର ଡ଼. ଶ୍ରୀନିବାସ ବେହେରା ବି. ନୂଆଗାଁ ମଦ ଭାଟିକୁ ସିଲ୍‌ କରିବା ସହ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ପରେ ଘରକୁ ଫେରିଲେ ଅପୂର୍ବ

ତିହିଡ଼ି, ୧୩।୯ (ଡି.ଏନ.ଏ.) – ଦୀର୍ଘ ୪୦ ବର୍ଷ ପରେ ସେ ଘରକୁ ବାହୁଡ଼ିଛନ୍ତି। ଜନ୍ମମାଟିର ମମତା ତାଙ୍କୁ ଗଁାକୁ ଫେରାଇ ଆଣିଛି ବୋଲି ଗୁରୁବାର...

ବନ୍ଦ ହେବ ରାଜ୍ୟର ୧୦ ଦୂରଦର୍ଶନ ରିଲେ ସେଣ୍ଟର

ଭଞ୍ଜନଗର,୨।୩(ଡି.ଏନ୍‌.ଏ.) ବୈଦ୍ୟୁତିକ ଗଣମାଧ୍ୟମ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଦୂରଦର୍ଶନ ଧିରେଧିରେ ଲୋକଙ୍କଠାରୁ ଦୂରେଇ ଯାଉଛି। ଘରୋଇ ଚ୍ୟାନେଲ ଆଗରେ ପ୍ରସାର ଭାରତୀ ଦୂରଦର୍ଶନ ଗ୍ରାହକଙ୍କ ଚାହିଦାକୁ...

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ଜହ୍ନାପଙ୍କ, ୨୦।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ନିଅଁ।ସି, ଦିବ୍ୟାଙ୍ଗମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକାଘର ଯୋଜନାରେ...

ଭଦ୍ରକର ସବୁ ମନ୍ଦିରରେ ୧୪୪ ଧାରା ଲାଗୁ

ଭଦ୍ରକ ଅଫିସ,୨୨ା୫: ଜିଲା ପ୍ରଶାସନ ପକ୍ଷରୁ ପବିତ୍ର ସାବିତ୍ରୀ ଅମାବାସ୍ୟାର ଭିଡ଼ ନିୟନ୍ତ୍ରଣ କରିବା ପାଇଁ ସବୁ ମନ୍ଦିରରେ ୧୪୪ ଧାରା ଲାଗୁ କରାଯାଇଛି। ଫଳରେ...

ଆକ୍ରମଣ, ଲୁଟ୍‌ ଘଟଣା : ୩ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୭।୮: ଏକ ଆକ୍ରମଣ ଓ ଲୁଟ୍‌ ମାମଲାର ବିଚାର କରି ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ସିଜେଏମ)ପ୍ରଜ୍ଞା ପାରମିତା ରାଉଳ ୩ ଅଭିଯୁକ୍ତଙ୍କୁ ପ୍ରମାଣ...

ଚୋରା ଶାଳ ଗଣ୍ଡି ସହ ଶଗଡ଼ ଜବତ, ୨ ଗିରଫ

ପରଜଙ୍ଗ,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧିନ ଜାତୀୟ ରାଜପଥଠାରୁ କୁଲେଇ ଯାଇଥିବା ରାସ୍ତାର କୁଲେଇ ଗ୍ରାମ ନିକଟ ଆମ୍ବ ତୋଟା...

ଆନ୍ତର୍ଜାତିକ ନିଶାଦ୍ରବ୍ୟ ଅପବ୍ୟବହାର, ଅବୈଧ କାରବାର ନିରୋଧ ଦିବସ: ନିଶା ଛାଡିଥିବା ୧୦ ଜଣ ସମ୍ବର୍ନ୍ଧିତ

ଛତ୍ରପୁର,୨୬।୬(ଡି.ଏନ୍‌.ଏ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ବୁଧବାର ଆନ୍ତର୍ଜାତିକ ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ କାରବାର ନିରୋଧ ଦିବସ ପାଳିତ ହୋଇଯାଇଛି...

ବୋଲେରୋ ଦୁର୍ଘଟଣାଗ୍ରସ୍ତ : ବରଗଡ଼ ଯୋଗାଣ ଅଧିକାରିଣୀ ଗୁରୁତର

ସରଣ୍ଡା, ୪ା୭(ଡି.ଏନ୍‌.ଏ.) : ବରଗଡ଼ – ସମ୍ବଲପୁର ୫୩ ନଂ ଜାତୀୟ ରାଜପଥର ସରଣ୍ଡା ଛକ ନିକଟରେ ଗୁରୁବାର ସକାଳେ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି।...


Coronavirus Update

Archives

Model This Week

Why Dharitri