Posted inଜାତୀୟ

ହଜାରେ ସ୍ଥାନର ନାମ ପରିବର୍ତ୍ତନ କଲେ ତାମିଲନାଡୁ ସରକାର, କୋୟମ୍ବାଟୁର ହେଲା କୋୟମପୁଥ୍ଥୁର

ଚେନ୍ନାଇ,୧୩।୬: ତାମିଲନାଡୁ ସରକାର ରାଜ୍ୟର କିଛି ସହର ଓ ଗାଁ ସମେତ ୧ହଜାରରୁ ଅଧିକ ସ୍ଥାନର ନାମ ପରିବର୍ତ୍ତନ କରିଛନ୍ତି। ଇଂରାଜୀରେ ଥିବା ଏହିସବୁ ନାମକୁ ତାମିଲ ଭାଷାରେ ପରିବର୍ତ୍ତନ କରିବାକୁ ସରକାର ଚେଷ୍ଟା କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତିକୁ କେତେଜଣ ତାମିଲ ପ୍ରେମୀ ସ୍ବାଗତ କରିଥିବା ବେଳେ କରୋନା ମହାମାରୀ ସମୟରେ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ସୋସିଆଲ ମିଡିଆରେ ପ୍ରଶ୍ନ ମଧ୍ୟ ଉଠିଛି। ତେବେ ପରିବର୍ତ୍ତିତ ହୋଇଥିବା କିଛି ସ୍ଥାନ ମଧ୍ୟରୁ କୋଏମ୍ବାଟୁର ଏବେ କୋୟମପୁଥ୍ଥୁର ନାମରେ ପରିଚିତ ହେବ। ମିଳିଥିବା ସୂଚନାରୁ ଜଣାପଡିଛି ପାଖାପାଖି ୨ ବର୍ଷ ହେବ ଏହି କାମ ଆରମ୍ଭ କରାଯାଇଥିବା ବେଳେ ଏବେ ଏହା ସମ୍ପୂର୍ଣ୍ଣ କରାଯାଇଛି। ସରକାରୀ ଅଧିକାରୀଙ୍କ ସୂଚନା ଅନୁଯାୟୀ, ତାମିଲନାଡୁର ୧,୦୧୮ ସ୍ଥାନର ନାମ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଇଂରେଜମାନେ ତାମିଲ ଭାଷା ବୁଝି ପାରୁ ନ ଥିବାରୁ ସେମାନେ ତାଙ୍କ ସୁବିଧା ଅନୁଯାୟୀ ଅନେକ ସ୍ଥାନର ନାମ ଇଂରାଜୀ ଭାଷା ଅନୁଯାୟୀ ରଖିଥିଲେ। ହେଲେ ଏବେ ଏହା ପରିବର୍ତ୍ତନ କରାଯାଇ ତାମିଲ ଭାଷାରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ବିଧାନସଭା ଆରମ୍ଭରୁ ବିବାଦ: ଏଆଇଏମ୍‌ଆଇଏମ୍ ବିଧାୟକ ଶପଥ ଗ୍ରହଣ ସମୟରେ ପଢିଲେ ନାହିଁ ‘ହିନ୍ଦୁସ୍ତାନ’ ଶବ୍ଦ

ପାଟନା,୨୩ ।୧୧: ସୋମବାର ଆରମ୍ଭ ହୋଇଛି ନବଗଠିତ ବିହାର ୧୭ ତମ ବିଧାନସଭାର ପ୍ରଥମ ଅଧିବେଶନ । ହେଲେ ପ୍ରଥମରୁ ହିଁ ବିବାଦ ଉପୁଜିଛି ।...

କର୍ନାଟକରେ ସୋମବାରଠୁ ଖୋଲିବ ସ୍କୁଲ

ବେଙ୍ଗାଲୁରୁ,୧୦।୨: କର୍ନାଟକରେ ହିଜାବ ପିନ୍ଧିବାକୁ ନେଇ ସ୍କୁଲ, କଲେଜ ବନ୍ଦ କରାଯାଇଥିଲା। ଗୁରୁବାର ରାଜ୍ୟ ସରକାର ନବମ ଓ ଦଶମ ଶ୍ରେଣୀ ପାଇଁ ସୋମବାରଠାରୁ ସ୍କୁଲ...

ପୂର୍ବା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ

କାନପୁର,୨୦।୪: ଉତ୍ତର ପ୍ରଦେଶର କାନପୁରଠାରେ ହାଓ୍ବଡା-ନୂଆଦିଲ୍ଲୀ ପୂର୍ବା ଏକ୍ସପ୍ରେସର ୧୨ଟି କୋଚ୍‌ ଶନିବାର ସକାଳେ ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି। ଏଥିରେ କେବଳ ୩ ଜଣ...

ମେଳା ଦେଖି ରାତିରେ ଫେରୁଥିବାବେଳେ ୨ ନାବାଳିକାଙ୍କୁ ଗଣବଳାତ୍କାର

ରାଞ୍ଚି,୧୭।୧(ଆଇଏଏନ୍‌ଏସ୍‌):ଝାଡ଼ଖଣ୍ଡର ଖୁଣ୍ଟି ଜିଲା କଳାମାଟି ବ୍ଲକରେ ୨ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବାବେଳେ ୪ ଜଣଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ୫ମରୁ ୮ମ ଶ୍ରେଣୀ ମଧ୍ୟରେ...

ଆର୍‌ଇଇଟି ପରୀକ୍ଷା ଦେବାକୁ ଆସିଥିବା ଛାତ୍ରୀଙ୍କ ଫୁଲ୍‌ହାତ ପୋଷାକ କଟାଗଲା…

ଜୟପୁର,୨୬।୯: ରାଜସ୍ଥାନରେ ରବିବାର ଆର୍‌ଇଇଟି ପରୀକ୍ଷା ଆରମ୍ଭ ହୋଇଛି। ତେବେ ପୌଦ୍ୱାର ସ୍କୁଲ ସ୍ଥିତ ପରୀକ୍ଷା କେନ୍ଦ୍ରରେ କଡ଼ା କଟକଣା ଯୋଗୁ କେତେକ ଛାତ୍ରୀଙ୍କ ଫୁଲ୍‌ହାତ...

ଝିଅଙ୍କ ବିବାହ ବୟସସୀମା ୧୮ ପରିବର୍ତ୍ତେ ୨୧ କରାଯାଉ,ସୁପ୍ରିମକୋର୍ଟ ଗଲେ ଭାଜପା ନେତା

ନୂଆଦିଲ୍ଲୀ, ୧୪।୮: ଝିଅଙ୍କ ବିବାହ ବୟସସୀମା ୧୮ ପରିବର୍ତ୍ତେ ୨୧ କରାଯାଉ ବୋଲି ଦାବି କରିଛନ୍ତି ଭାଜପା ନେତା ଅଶ୍ୱିନୀ ଉପାଧ୍ୟାୟ। ଏନେଇ ସେ ସୁପ୍ରିମକୋର୍ଟରେ...

ବିଧାୟକ ଭାବେ ଶପଥ ନେଲେ କମଲନାଥ

ଭୋପାଳ,୧୦।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ବିଧାନସଭାରେ ବାଚସ୍ପତି ଏନ୍‌.ପି. ପ୍ରଜାପତି ତାଙ୍କୁ ଶପଥ ପାଠ କରାଇଛନ୍ତି।...

ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିବାକୁ ଚାହୁଁଛନ୍ତି ମନୋଜ

ନୂଆଦିଲ୍ଲୀ,୨୯।୬:ରାଜଧାନୀ ଦିଲ୍ଲୀରେ ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିବାକୁ ଚାହୁଁଛନ୍ତି ଦିଲ୍ଲୀ ଭାଜପା ମୁଖ୍ୟ ମନୋଜ ତିଓ୍ବାରୀ। ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥ ଯେମିତି ରୋମିଓଙ୍କୁ ପାନେ...

Advertisement
Archives

Model This Week