ହଜାର ହଜାର ଲୋକଙ୍କ ମୃତ୍ୟୁ ପାଇଁ ଦାୟୀ ଟ୍ରମ୍ପ୍‌: ନିର୍ବାଚନରେ ନିଜ ସ୍ବାର୍ଥ ହାସଲକୁ ଦେଉଛନ୍ତି ଗୁରୁତ୍ୱ

ଓ୍ବାଶିଂଟନ,୧୨।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଦାର୍ଶନିକ ନୋଆମ୍‌ ଚୋମ୍‌ସ୍କେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି। ନୋଆମ୍‌ କହିଛନ୍ତି ଦେଶରେ କରୋନା ଯୋଗୁ ଘଟିଥିବା ହଜାର ହଜାର ଲୋକଙ୍କ ମୃତ୍ୟୁ ପାଇଁ ଟ୍ରମ୍ପ୍‌ ଦାୟୀ। ଦେଶରେ କରୋନା ମହାମାରୀ ଜାରି ରହିଥିବାବେଳେ ଟ୍ରମ୍ପ୍‌ ନିର୍ବାଚନରେ ନିଜ ସ୍ବାର୍ଥ ହାସଲକୁ ଗୁରୁତ୍ୱ ଦେଉଛନ୍ତି। କରୋନା ସଂକ୍ରମଣକୁ ନେଇ କିପରି ରାଜନୀତି କରାଯିବ ସେନେଇ ଟ୍ରମ୍ପ୍‌ ଯୋଜନା କରୁଥିବା ନୋଆମ୍‌ କହିଛନ୍ତି। ସଙ୍କଟ ସମୟରେ ଆମେରିକା ପିଠିରେ ଛୁରା ଭୁସି ଟ୍ରମ୍ପ୍‌ ଦେଶର ରକ୍ଷକ ବଦଳରେ ଭକ୍ଷକ ସାଜିଥିବା ସେ ଅଭିଯୋଗ କରିଛନ୍ତି। ଟମ୍ପ୍‌ଙ୍କ ଉପରେ ନୋଆମ୍‌ଙ୍କ ଏଭଳି ଟିପ୍ପଣୀ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ କାହା ପାଇଁ ବିପଦ ଛିଡ଼ା କରିବୁ ନାହିଁ’

ନୂଆଦିଲ୍ଲୀ,୧୭।୮ : ଆଫଗାନିସ୍ତାନ ଗାଦିରେ ବସି ସାରିଛି ତାଲିବାନ। ଏହା ପୂରା ବିଶ୍ୱ ପାଇଁ ପାଲଟିଛି ଚିନ୍ତାର କାରଣ। କିନ୍ତୁ ତାଲିବାନ ନେତୃତ୍ୱାଧୀନ ସରକାର କୌଣସି...

କାବୁଲରେ ପହଞ୍ଚିଲେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ଇସଲାମାବାଦ,୨୧ା୧୦: ଆଫଗାନିସ୍ତାନର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ସହ ଆଲୋଚନା କରିବା ପାଇଁ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହା ମହମ୍ମଦ କୁରେଶି ଗୁରୁବାର ଆଇଏସ୍‌ଆଇ ମୁଖ୍ୟ ଲେଫ୍ଟ ଜେନେରାଲ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦୫ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୪୮ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ...

ଚାଙ୍ଗୁ ଗାଁ ୪୮ ଘଣ୍ଟା ଶଟ୍‌ଡାଉନ୍‌

ଚୌଦ୍ୱାର,୧୫ା୮(ଡି.ଏନ୍‌.ଏ.) : କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ବାଣିପଦା ପଞ୍ଚାୟତ ଚାଙ୍ଗୁ ଗାଁକୁ ୪୮ଘଣ୍ଟା ଅର୍ଥାତ୍‌ ଶନିବାର ସନ୍ଧ୍ୟା ୫ଟାରୁ ସୋମବାର ସନ୍ଧ୍ୟା ୫ଟା...

ଦୁର୍ନୀତି ଗ୍ରସ୍ତ ନେତାଙ୍କ ତାଲିକାରେ ପୂର୍ବତନ ରାଷ୍ଟ୍ରପତି ଆଶରଫ୍‌ ଘନି…

ଓ୍ବାଶିଂଟନ, ୨୯।୧୨: ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ଅଶରଫ୍‌ ଘନି ପୃଥିବୀର ଦୁର୍ନୀତି ଗ୍ରସ୍ତ ନେତାଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ସଂଗଠିତ ଅପରାଧ ଏବଂ ଦୁର୍ନୀତି ରିପୋର୍ଟିଂ...

ନ୍ୟୁଜିଲାଣ୍ଡ୍‌ରେ ଲାଗୁ ହେଲା ଇଛାମୃତ୍ୟୁ ଆଇନ…

ଓ୍ବିଲିଂଟନ୍‌,୭।୧୧: ନ୍ୟୁଜିଲାଣ୍ଡରେ ରବିବାରଠାରୁ ଇଛାମୃତ୍ୟୁ (ୟୁଥାନ୍ସିିଆ) ଆଇନ କାର୍ଯ୍ୟକାରୀ ହୋଇଛି। ଏହି ଆଇନ ପ୍ରଣୟନ ହେବା ସହିତ ନ୍ୟୁଜିଲାଣ୍ଡ ୟୁଥାନ୍ସିିଆକୁ ଏକ ଆଇନଗତ ମାନ୍ୟତା ପ୍ରଦାନ...

କ୍ୱାରାଣ୍ଟାଇନ୍‌ ହାଉସ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: କରୋନା ଭାଇରସ୍‌ରୁ ରକ୍ଷାପାଇବା ପାଇଁ ଏବେ ଅନେକେଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଉଛି। କିନ୍ତୁ କ୍ୱାରାଣ୍ଟାଇନ୍‌ ହାଉସ୍‌ ନାଁରେ ଏବେ ଏକ ଚ୍ୟାଲେଞ୍ଜ ସୋସିଆଲ୍‌ ମିଡିଆରେ...

୭ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି।...

Advertisement
Archives

Model This Week