Posted inଫୁରସତ

ହଜିଥିବା ଗାଈକୁ ଖୋଜିବାକୁ ଟୁଇଟର୍‌ରେ ସାହାଯ୍ୟ ମାଗିଲା ପୋଲିସ

ଚୋର ପୋଲିସର ଖେଳ କଥା ସମସ୍ତଙ୍କୁ ଜଣା। ହେଲେ ଏବେ ଦକ୍ଷିଣ ଫ୍ଲୋରିଡାରେ ଗୋଟିଏ ଗାଈକୁ ଧରିବାକୁ ପୋଲିସ ନାକେଦମ ହୋଇଥିବା ଜଣାପଡିଛି। ଗାଈଟି ହଜିଯାଇଥିବା ନେଇ ସୂଚନା ରହିଥିବା ବେଳେ ପୋଲିସ ତାକୁ ଧରିବାକୁ ଯେତେ ଚେଷ୍ଟା କଲେ ବି ଗାଈଟି ବାରମ୍ବାର ପୋଲିସ ହାତରୁ ଖସିଯାଉଥିବା ଜଣାପଡିଛି। ପୋଲିସ ଟୁଇଟର୍‌ରେ ସାଧାରଣ ଜନତାଙ୍କୁ ଏଥିରେ ସାହାଯ୍ୟ କରିବାକୁ ଅନୁରୋଧ କରିଛି। ପୋଲିସ କହିଛି ଗାଈଟି ଆଖି ପିଛୁଳାକେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଚାଲିଯିବ, ପାଣିରେ ବହୁ ସମୟ ଧରି ବୁଡି ରହିବା ଭଲି ଘଟଣା ଘଟୁଥିବାରୁ ପୋଲିସ ଉକ୍ତ ଗାଈଟିକୁ ଧରିବାରେ ସକ୍ଷମ ହେଉନାହିଁ। ଏହାସହ ପୋଲିସ ଟୁଇଟର୍‌ରେ ବି ଲେଖିଛି ଗାଈଟି କାହାର କିଛି କ୍ଷତି କରୁ ନ ଥିଲେ ମଧ୍ୟ ରାସ୍ତା ଉପରେ ବୁଲିବାକୁ ପସନ୍ଦ କରୁଥିବାରୁ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ତେଣୁ ଗାଡ଼ି ଚଲାଇବା ବେଳେ ଗାଈ ପ୍ରତି ସାବଧାନ ରହିବାକୁ ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଙ୍କ ସାଧୁତା ପରୀକ୍ଷା ପାଇଁ ଏହି ସ୍କୁଲରେ ନିଆଯାଉଛି ଅଜବ ଟେଷ୍ଟ

ଚେନ୍ନାଇ,୫।୧୧:ସ୍କୁଲରେ ପିଲାମାନଙ୍କ ବିଭିନ୍ନ ପାଠବିଷୟରେ ଶିକ୍ଷା ପ୍ରଦାନ କରାଯାଏ। କିନ୍ତୁ ତାମିଲନାଡୁର ଏକ ସ୍କୁଲରେ ପିଲାମାନଙ୍କୁ ନୈତିକ ମୂଲ୍ୟବୋଧତା ଉପରେ ଶିକ୍ଷା ଦିଆଯିବା ସହ ସେମାନଙ୍କ...

ଆଇନା ଚିହ୍ନାଇ ଦିଏ ନିଜକୁ …

ମଣିଷର ବିକାଶ ପ୍ରକ୍ରିୟା ଚିନ୍ତାଧାରା ଦ୍ୱାରା ଅଧିକ ପ୍ରଭାବିତ ହୋଇଥାଏ । ଜୀବନରେ ଅନେକ ସମୟରେ ନକାରାତ୍ମକ ଚିନ୍ତା ମନକୁ କରିଥାଏ ଆନ୍ଦୋଳିତ। ତେବେ କୌଣସି...

ହାତୀଙ୍କ ପାଇଁ ଖୋଲାଗଲା ଜିମ୍‌, ଜାଣନ୍ତୁ କାହିଁକି

ହାତୀଙ୍କ ପାଇଁ ଜିମ୍‌ ବ୍ୟବସ୍ଥା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆପଣ ଭାବୁଥିବେ ବିଦେଶରେ ଏହି ବ୍ୟବସ୍ଥା ଉପଲବ୍ଧ ଥିବ। କିନ୍ତୁ ଏହା ଭୁଲ୍‌। ଭାରତରେ...

ବିରଳ ରୋଗରେ ପୀଡ଼ିତ ତିନି ବର୍ଷର ଶିଶୁ: ୨ ଇଞ୍ଚ୍‌ କାଟିବା ପରେ ବି ବଢୁଛି ଜିଭ

ଆମେରିକାର ଜଣେ ତିନି ବର୍ଷର ବାଳକ ବିରଳ ରୋଗରେ ପୀଡିତ ଅଛନ୍ତି। ଏହି ରୋଗଟି ହେଉଛି ବେକ୍‌ଓ୍ବିଥ୍‌-ଓ୍ବିଡ୍‌ମ୍ୟାନ୍‌ ସିଣ୍ଡ୍ରୋମ୍‌(ବିଡବ୍ଲୁଏସ)। ଏହି ରୋଗରେ ଆକ୍ରାନ୍ତ ହେଲେ ଶରୀରର...

କାହିଁକି ଚାଇନା ଯୁବତୀଙ୍କୁ ପସନ୍ଦ କରନ୍ତି ଭାରତୀୟ ଯୁବକ

ନୂଆଦିଲ୍ଲୀ,୧୫।୫: ପ୍ରେମ ମାନେନା ବାଧା ବନ୍ଧନ। ତେବେ ଅଧିକାଂଶ ସମୟରେ ଦେଖାଯାଇଥାଏ କେତେଜଣ ଭାରତୀୟ ଯୁବକ ଚାଇନା ଯୁବତୀଙ୍କୁ ବିବାହ କରିବାକୁ ଇଚ୍ଛା ପ୍ରକାଶ କରିଥାଆନ୍ତି।...

କରୋନା ସଂକ୍ରମଣର ବିରଳ ଘଟଣା: ଜନ୍ମ ହେବାର ଠିକ୍‌ ପରେ କରୋନା ପଜିଟିଭ୍‌ ଚିହ୍ନଟ ହେଲେ ଏହି ଶିଶୁ..

ଜନ୍ମ ନେବାର ଠିକ୍‌ ପରେ ଜଣେ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆମେରିକାର ଟେକ୍ସାସରେ କରୋନା ସଂକ୍ରମଣର ଏଭଳି ଘଟଣା ସାମ୍ନାକୁ ଆସିଛି। ଗର୍ଭରେ...

ସ୍କୁଲ ଫି ଛାଡ କରିବାକୁ ରକ୍ତରେ ଲେଖିଲେ ଚିଠି

ହଲଦ୍ୱାନୀ,୨୦।୮: କରୋନା ମହାମାରୀ ପାଇଁ ଦେଶରେ ଲାଗୁ କରାଯାଇଛି ଲକ୍‌ ଡାଉନ। ଏହି ସମୟରେ ଅଧିକାଂଶ ଘରୋଇ ସ୍କୁଲ ଅନ୍‌ଲାଇନ୍‌ ମାଧ୍ୟମରେ ପିଲାଙ୍କୁ ପାଠ ପଢାଉଛନ୍ତି।...

ଟଙ୍କା-ମୋବାଇଲ ସ୍କ୍ରିନ୍‌ରେ ୨୮ ଦିନ ଜୀବିତ ରୁହେ କରୋନା ଭୂତାଣୁ

ସିଡ୍‌ନୀ, ୧୨।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସଂକ୍ରମିତଙ୍କଠାରୁ ଭିନ୍ନ ଭିିନ୍ନ ମାଧ୍ୟମରେ କରୋନା ଭୂତାଣୁ ସୁସ୍ଥ ଲୋକଙ୍କ ପାଖକୁ ଆସିଥାଏ।...

Advertisement


Archives

Model This Week