Advertisement

ହଜିଯାଇଥିବା ପୋଷା କୁକୁରକୁ ଖୋଜିବା ପାଇଁ ଚାକିରି ଛାଡିଲେ ମହିଳା

ଓ୍ବାଶିଂଟନ୍‌: ଆମେରିକାର ଓ୍ବାଶିଂଟନରେ ଜଣେ ମହିଳା ହଜିଯାଇଥିବା ପୋଷା କୁକୁରକୁ ଖୋଜିବା ପାଇଁ ଚାକିରି ଛାଡିଦେଇଛନ୍ତି। ଗତ ଜୁଲାଇ ମାସରେ କ୍ୟାରୋଲ୍‌ ନାମକ ଜଣେ ମହିଳା ନିଜ କୁକୁର କ୍ୟାଟିକୁ ନେଇ ବୁଲିବାକୁ ଯାଇଥିଲେ। ସେ ସ୍ବାମୀଙ୍କ ସହ ହୋଟେଲ ବାହାରକୁ ବୁଲିବାକୁ ଯାଇଥିବାବେଳେ କୁକୁରଟି କେଉଁଆଡେ ପଳାଇଥିଲା। କ୍ୟାରୋଲ୍‌ କ୍ୟାଟିକୁ ଯେତେ ଖୋଜିବାକୁ ଚେଷ୍ଟା କରିଥିଲେ ମଧ୍ୟ ଆଉ ପାଇ ନ ଥିଲେ। ଏଥିପାଇଁ କ୍ୟାରୋଲ ନିଜ ଚାକିରି ଛାଡି ଦେଇଥିଲେ। କୁକୁରକୁ ଖୋଜିବା ପାଇଁ କ୍ୟାରୋଲ ସହରରେ ୫୦୦ ପୋଷ୍ଟର ଲଗାଇଥିଲେ। କିନ୍ତୁ କିଛି ସୁଫଳ ମିଳି ନ ଥିଲା। କିନ୍ତୁ ଆଶା ଛାଡି ନ ଥିଲେ କ୍ୟାରୋଲ। ଶେଷରେ ଦୀର୍ଘ ୨ ମାସ ପରେ ସେ ଆମେରିକାର ଅନ୍ୟ ଏକ ରାଜ୍ୟରୁ କ୍ୟାଟିକୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ଶେଷ ସୁଦ୍ଧା ପାକିସ୍ତାନରେ କରୋନା ସଂକ୍ରମଣ ୧୨ ଲକ୍ଷ ଛୁଇଁବା ଆଶଙ୍କା

ଇସଲାମାବାଦ୍‌,୧୫।୬: ପାକିସ୍ତାନରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଏଠାରେ ୭୭୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ...

ଓଡ଼ିଶାରେ ବାଲିଯାତ୍ରା

”କାହିଁଗଲା ପୂର୍ବ ଓଡ଼ିଆ ବୋଇତ, କାହିଁ ସେ ନାବିକ ଉଦ୍ଦାମ -ସଙ୍ଗୀତ। ଜଳପଥେ କାହିଁ ବିଦେଶ ଗମନ, କାହିଁ ପୂର୍ବଖ୍ୟାତି କାହିଁ ପୂର୍ବଧନ। କଥାରେ ରହିଛି...

ଯୋଗାସନ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର...

ଆମେରିକାରେ ବ୍ରାଜିଲ କରୋନା ଭାଇରସ!

ୱାଶିଂଟନ,୨୬ ।୧: କରୋନା ମାହାମରୀ ଦ୍ୱାରା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ଆମେରିକା । ଏବେ ପୁଣିଥରେ ଆମେରିକାବାସୀଙ୍କ ଚିନ୍ତା ବୃଦ୍ଧି ପାଇଛି । ଗଣମାଧ୍ୟମର...

ଆମେରିକାର ପ୍ରଥମ କରୋନା ମୃତକଙ୍କ ହୃତ୍‌ପିଣ୍ଡ ଫାଟିଯାଇଥିଲା

ନ୍ୟୁୟର୍କ,୩୦ା୪: ମହାମାରୀ କରୋନାର ସର୍ବାଧିକ ପ୍ରକୋପ ଆମେରିକାରେ ଦେଖିବାକୁ ମିଳୁଛି। ଅଦ୍ୟାବଧି ଦେଶରେ ପ୍ରାୟ ସାଢ଼େ ୧୦ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ୬୦ହଜାରରୁ...

ଓସ୍କାର ଦୌଡ଼ରେ ସୁଦାନ ଫିଲ୍ମ

କାଇରୋ,୨୭ା୧୨: ଅନ୍ତର୍ଜାତୀୟ ପୁରସ୍କାର ଦୌଡ଼ରେ ଦୀର୍ଘଦିନରୁ ବାଦ୍‌ ପଡିଥିବା ସୁଦାନ ଏବେ ଏଥିରେ ପ୍ରବେଶ ପାଇଁ ପଦକ୍ଷେପ ନେଇଛି। ଓସ୍କାର ପୁରସ୍କାର ପାଇବାକୁ ସୁଦାନର ଫିଲ୍ମ...

ବିଭାଜନ ମୁହାଁ ନେପାଳ କମ୍ୟୁନିଷ୍ଟ ପାର୍ଟି

କାଠମାଣ୍ଡୁ,୧୦ା୭(ପି.ଟି.):ନେପାଳର ଶାସକ ଦଳ କମ୍ୟୁନିଷ୍ଟ ପାର୍ଟି ବିଭାଜନ ଆଡ଼କୁ ମୁହାଁଉଛିି। ଦଳରେ ସୃଷ୍ଟ ମତଭେଦ ଦୂର ଲାଗି ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଏବଂ ନେପାଳ...

ରୁଷିଆକୁ ଯୁଦ୍ଧବିରତି ଚାପ

ବ୍ରସେଲ୍ସ,୨୫ା୩:ରୁଷିଆର ୟୁକ୍ରେନ୍‌ ଆକ୍ରମଣକୁ ମାସେ ପୂରିଥିବାବେଳେ ମସ୍କୋକୁ କଡ଼ା ଜବାବ ଦେବା ପାଇଁ କିଭ୍‌କୁ ଯଥାସମ୍ଭବ ସହଯୋଗ କରିବା ନେଇ ଗୁରୁବାର ପାଶ୍ଚାତ୍ୟ ନେତାଙ୍କ ମଧ୍ୟରେ...

Advertisement
Archives

Model This Week