ହଜିଯାଇଥିବା ଭ୍ୟାନିଟି ଫେରିପାଇଲେ ମହିଳା

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଶହୀନଗର ହାଟରେ ହଜିଯାଇଥିବା ଭ୍ୟାନିଟି ବ୍ୟାଗକୁ ଶୁକ୍ରବାର ଫେରିପାଇଛନ୍ତି ସ୍ମୃତିରେଖା ମହାପାତ୍ର ନାମ୍ନୀ ଜଣେ ମହିଳା। ସେଥିରେ ନଗଦ ୮ ହଜାର ଟଙ୍କା, ୧୫ ହଜାର ଟଙ୍କାର ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ଓ ଜରୁରୀ କାଗଜପତ୍ର ଥିଲା। ଭ୍ୟାନିଟି ବ୍ୟାଗ୍‌କୁ ମା’ ଦୁର୍ଗା କ୍ଷୁଦ୍ର ବଣିକ ସଂଘ ସଦସ୍ୟମାନେ ପୋଲିସ ସମ୍ମୁଖରେ ସ୍ମୃତିରେଖାଙ୍କୁ ହସ୍ତାନ୍ତର କରିଥିଲେ। ସ୍ମୁତିରେଖା ସଂଘ ସଦସ୍ୟ ଏବଂ ପୋଲିସକୁ ଧନ୍ୟବାଦ ଜଣାଇଥିଲେ। ସୂଚନା ମୁତାବକ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ରହୁଥିବା ସ୍ମୁତିରେଖା ଗତ ଗୁରୁବାର ଶହୀଦନଗର ହାଟ ଆସିଥିଲେ। ଏକ ଗୁପୁଚୁପ୍‌ ଦୋକାନରେ ସେ ତାଙ୍କର ଭ୍ୟାନିଟି ବ୍ୟାଗ ଛାଡ଼ି ପଳାଇଥିଲେ। ହାଟ ସଂଘ ସଦସ୍ୟମାନେ ଉକ୍ତ ବ୍ୟାଗ ସମ୍ପର୍କରେ ପୋଲିସକୁ ଜଣାଇବା ସହ ଫେରାଇବା ବ୍ୟବସ୍ଥା କରିଥିଲେ। ସଂଘ ସଦସ୍ୟଙ୍କ ଏହି ମାନବିକତାପୂର୍ଣ୍ଣ କାର୍ଯ୍ୟକୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଡା ସୁରକ୍ଷା ବଳୟରେ ଭୋଟିଂ ମେଶିନ

ଆଠମଲ୍ଲିକ,୨୬।୩(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ସାଧାରଣ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ତେବେ ପ୍ରଶାସନ ତଥା ରିଟର୍ନିଂ ଅଫିସରଙ୍କ  ତତ୍ତ୍ୱାବଧାନରେ ସ୍ଥାନୀୟ ମହାବିଦ୍ୟାଳୟ ପରିସର...

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ୱର,୧୭।୪ (ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସର ସିଟ୍‌ ସଂଖ୍ୟା ହ୍ରାସ ଓ ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟରେ ନାମଲେଖାକୁ ବିରୋଧ ସହ ବିଭିନ୍ନ ଦାବି ନେଇ ପ୍ରଦେଶ...

ଦୁଇ ଓଡ଼ିଆ ଯବାନଙ୍କ ବଳିଦାନ ଚିର ସ୍ମରଣୀୟ ହୋଇ ରହିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଲଦାଖ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଦୁଇ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ଯବାନ ଚନ୍ଦ୍ରକାନ୍ତ...

ଓଇଆର୍‌ସି ମୁହାଁଇବ କୁଆଡ଼େ

ଭୁବନେଶ୍ୱର,୩୧ା୭(ବ୍ୟୁରୋ):ରାଜ୍ୟବାସୀଙ୍କୁ ଉନ୍ନତମାନର ବିଦ୍ୟୁତ୍‌ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ବିଦ୍ୟୁତ୍‌ ବ୍ୟବସ୍ଥାକୁ ଘରୋଇକରଣ କରିଛନ୍ତି। ଗତ ଶତାବ୍ଦୀର ୮୦ ଦଶନ୍ଧିରୁ ଆରମ୍ଭ ହୋଇଥିବା ଏହି...

ଓଡିଏଫ୍‌ ପ୍ଲସ୍‌ ମାନ୍ୟତା ସତ୍ତ୍ୱେ ବାହ୍ୟମଳମୁକ୍ତ ହୋଇ ପାରୁନି ଭୁବନେଶ୍ୱର

ଭୁବନେଶ୍ୱର,୧୦।୭ (ବନ୍ଦନା ସେଠୀ) : ରାଜଧାନୀ ଭୁବନେଶ୍ବରର ଅଧିକାଂଶ ଅଞ୍ଚଳ ଏବେ ମୁକ୍ତାକାଶ ଶୌଚାଳୟ ପାଲଟିଛି। ସହରରେ ୨୦୦ରୁ ଊଦ୍ଧର୍‌ବ ପବ୍ଲିକ ଟଏଲେଟ ଓ କମ୍ୟୁନିଟି...

ଖଣିକୁ ଅଡ଼ୁଆ ରପ୍ତାନି ଶୁଳ୍କ

ଯୋଡ଼ା,୨୦।୬(ଡି.ଏନ.ଏ.): ଖଣିଜ ସମ୍ପଦ ରପ୍ତାନି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବର୍ଦ୍ଧିତ ଶୁଳ୍କ ଓଡ଼ିଶାର ଖଣି ସମୃଦ୍ଧ ଅଞ୍ଚଳ ପାଇଁ ଅଭିଶାପ ସଦୃଶ ହୋଇଛି। ଗତ ମେ...

ଖେଳୁଥିବା ବେଳେ ଧକ୍କା ଦେଇ ଚଢ଼ିଗଲା ଟ୍ରକ୍‌, ଶିଶୁପୁତ୍ର ଗୁରୁତର

କଟକ ରୋଡ୍‌,୭।୧୨(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଧୀନ ବୁଦ୍ଧନଗର ପିଡବ୍ଲୁ କଲୋନୀ ବସ୍ତିରେ ଟ୍ରକ୍‌ ଧକ୍କାରେ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ କେ.ଶ୍ରୀନିବାସ ରେଡ୍ଡିଙ୍କ...

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମଙ୍ଗଳବାର ନବୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର...

Advertisement
Archives

Model This Week