ହଟାଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମା: ୩୫୦୦ ଲୋକ ହେଲେ ସ୍ଥାନାନ୍ତର

ରୋମ୍‌,୩।୨: ଇଟାଲୀର ଭେନିସ୍‌ରେ ଏକ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମାକୁ ହଟାଯାଇଛି। ଏଥିପାଇଁ ୩୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବୋମାକୁ ନିଷ୍କ୍ରିୟ କରି ସମୁଦ୍ରରେ ଭସାଇ ଦିଆଯାଇଛି। ବୋମାକୁ ନିଷ୍କ୍ରିୟ କରିବା ସମୟରେ ସ୍ଥାନୀୟ ମାର୍କୋପୋଲୋ ବିମାନ ବନ୍ଦରରେ ସମସ୍ତ ଉଡ଼ାଣକୁ ୮ ଘଣ୍ଟା ଲାଗି ବାତିଲ କରି ଦିଆଯାଇଥିଲା। ଏହି ବୋମାର ଓଜନ ୨୨୫ କିଗ୍ରା ରହିଥିବାବେଳେ ଏଥିରେ ୧୨୯ କିଗ୍ରା ବିସ୍ଫୋରକ ଥିଲା ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ବୋମାଟି ପୁରୁଣା ଥିଲେ ମଧ୍ୟ ଏହାଦ୍ୱାରା ବିସ୍ଫୋରଣ ହେବାର ଆଶଙ୍କା ଥିବାରୁ ଏହାକୁ ନିଷ୍କ୍ରିୟ କରି ସମୁଦ୍ରରେ ଭସାଇ ଦିଆଯାଇଥିବା ସୈନ୍ୟ ବାହିନୀ ରେଜିମେଣ୍ଟ କମାଣ୍ଡର ଗିୟାଲୁସା ଡେଲ୍ଲୋ ମୋନୈକୋ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲୁ ଟିକ୍‌ ପାଇଁ ଏଣିକି ଟୁଇଟର୍‌ ୟୁଜର୍ସଙ୍କୁ ଦେବାକୁ ପଡ଼ିପାରେ ଚାର୍ଜ

ନ୍ୟୁୟର୍କ,୩୧।୧୦: ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର୍‌ ଗତ କିଛି ଦିନ ହେବ ଚର୍ଚ୍ଚାରେ ରହିଆସିଛି। ଏଲନ ମସ୍କ ଟୁଇଟର୍‌ କିଣିବା ପରେ ଟୁଇଟର୍‌ର ଅନେକ ନୀତିରେ...

ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ପୋଙ୍ଗୟାଙ୍ଗ,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଏହା ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଉତ୍ତର କୋରିଆର...

ଇସ୍ରାଏଲ୍‌ରେ ରାଜନୈତିକ ସଙ୍କଟ: ୨ ବର୍ଷରେ ଚତୁର୍ଥ ଥର ପାଇଁ ନିର୍ବାଚନ ମୁହାଁ ଦେଶ

ଜେରୁଜେଲମ୍‌,୨୩।୧୨: ଇସ୍ରାଏଲ୍‌ରେ ଏବେ ରାଜନୈତିକ ସଙ୍କଟ ବଢ଼ିବାରେ ଲାଗିଛି। ଦେଶର ସଂସଦକୁ ଭଙ୍ଗ କରି ଦିଆଯାଇଛି। ଫଳରେ ୨ ବର୍ଷ ମଧ୍ୟରେ ଚତୁର୍ଥ ଥର ପାଇଁ...

ପ୍ରଚଣ୍ଡ ହେବେ ନେପାଳର ଆଗାମୀ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୫।୧୨: ନେପାଳରେ ଏକ ନୂତନ ସରକାର ଗଠନ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ନିକଟରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ କୌଣସି ଦଳ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ପାଇନାହାଁନ୍ତି। ରାଷ୍ଟ୍ରପତିଙ୍କ...

ରୁଷିଆ ପାଇଁ ନିଜର ଏୟାର ସ୍ପେସ୍‌ ବନ୍ଦ କଲା ଆମେରିକା

ଓ୍ବାଶିଂଟନ୍‌,୨।୩: ରୁଷିଆ ଓ ୟୁକ୍ରେନ ଭିତରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଷ୍ଟେଟ ଅଫ୍‌ ଦ ୟୁନିଅନର...

ପୁଟିନ୍‌ଙ୍କୁ ରାଷ୍ଟ୍ରପତି ପଦରୁ ହଟାଇବାକୁ ଯୋଜନା କରୁଛି ୟୁକ୍ରେନ୍‌

ମସ୍କୋ/କିଭ୍‌, ୩୦ା୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ପଦରୁ ହଟାଇବା ପାଇଁ ରୁଷିଆ ଅଧିକାରୀଙ୍କ ସହ ଆଲୋଚନା ଚାଲିଥିବା ୟୁକ୍ରେନ୍‌ ପ୍ରତିରକ୍ଷା ଗୋଇନ୍ଦା ମୁଖ୍ୟ କିରିଲୋ...

ଶ୍ରୀଲଙ୍କାରୁ ହଟିଲା ଜରୁରିକାଳୀନ ପରିସ୍ଥିତି

କଲମ୍ବୋ,୨୧।୫: ପ୍ରାୟ ଦୁଇ ସପ୍ତାହ ପରେ ଶ୍ରୀଲଙ୍କା ସରକାର ଜରୁରିକାଳୀନ ପରିସ୍ଥିତିକୁ ହଟାଇ ଦେଇଛନ୍ତି। ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେ ଏଭଳି ଏକ ନିଷ୍ପତ୍ତି ନେଇ ଦେଶବାସୀଙ୍କୁ...

ଆଇସୋଲେଶନ ଓ୍ବାର୍ଡକୁ ନ ଗଲେ ଭୋଗିବାକୁ ପଡିବ ଜେଲ ଦଣ୍ଡ

ରୋମ,୧୪।୩: କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଇଟାଲି ମୁହାଁ ହୋଇଥିବା କୁହାଯାଉଛି। କାରଣ ଏଠାରେ ଏବେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢିବାରେ...

Advertisement
Archives

Model This Week