ହଟ୍‌ ଷ୍ଟୋନ୍‌ ମସାଜ୍‌ ରଖେ ଏସବୁ ରୋଗରୁ ଦୂରେଇ…

ବିଭିନ୍ନ ଶାରୀରିକ ସମସ୍ୟା କ୍ଷେତ୍ରରେ ହଟ୍‌ ଷ୍ଟୋନ୍‌ ମସାଜ୍‌ ଯୋଗୁ ସୁଫଳ ମିଳିଥାଏ। ଏହି ପ୍ରକାର ଚିକିତ୍ସାରେ ପଥରକୁ ଗରମ କରି ଶରୀରର ନିର୍ଦ୍ଦିଷ୍ଟ ସ୍ଥାନରେ ରଖାଯାଇଥାଏ। ପଥରର ତାପମାତ୍ରା ସମ୍ପୃକ୍ତ ସ୍ଥାନର ମାଂସପେଶୀକୁ ସତେଜ କରେ। ଫଳରେ ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇଥାଏ। ଗରମ ପଥରକୁ ମେରୁଦଣ୍ଡରେ କ୍ରମାନ୍ବୟରେ ରଖିଲେ ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଭଲ ଭାବେ କାର୍ଯ୍ୟ କରିଥାଏ। ଏହି ପ୍ରକାର ଚିକିତ୍ସା ପକ୍ଷାଘାତ ରୋଗୀଙ୍କ କ୍ଷେତ୍ରରେ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏକ ଅଧ୍ୟୟନରୁ ଜଣାପଡ଼ିଛି ଫାଇବ୍ରୋମାୟଲଜିୟା ସମସ୍ୟାରେ ଏହି ଚିକିତ୍ସା ଦ୍ୱାରା ଶରୀରର ଯନ୍ତ୍ରଣା ଉପଶମ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ମନ୍ଦିର ଉଡ଼ାଇଦେବାକୁ ଧମକ

ମୋତିହାରି,୫।୨: ଅଯୋଧ୍ୟାର ରାମମନ୍ଦିରକୁ ବିସ୍ଫୋରଣରେ ଉଡ଼ାଇଦେବାକୁ ଧମକ ଦେଇଥିବା ଅଭିଯୋଗରେ ବେଆଇନ ଘୋଷିତ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର ୩ ଜଣ ସନ୍ଦିଗ୍ଧଙ୍କୁ ଜାତୀୟ...

ଜେଟଲୀଙ୍କ ପାଇଁ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରିବ ଭାଜପା

ନୂଆଦିଲ୍ଲୀ,୯।୯: ଭାଜପା ପକ୍ଷରୁ ମଙ୍ଗଳବାର ଅରୁଣ ଜେଟଲୀଙ୍କ ଉଦ୍ଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯିବ। ଜବାହରଲାଲ ନେହେରୁ ଷ୍ଟାଡିୟମର ଓ୍ବେଟ୍‌ ଲିଫଟିଙ୍ଗ ହଲ୍‌ରେ ଏହାର...

କାହିଁ ସେ ବସନ୍ତ

ବସନ୍ତରେ ଏବେ ଅନୁଭବ ହେଉଛି ଗ୍ରୀଷ୍ମର ଗୁଳୁଗୁଳି। ଅଧିକ ଖରା ଏବଂ ଗରମ ଅଧିକାଂଶଙ୍କ ସ୍ବାସ୍ଥ୍ୟ ଉପରେ ପକାଉଛି ପ୍ରତିକୂଳ ପ୍ରଭାବ, ଯାହାକୁ ଦୂର କରି...

ଜିନ୍ନା ବିବାଦରେ ମାୟାବତୀଙ୍କ ଏଣ୍ଟ୍ରି

ଲକ୍ଷ୍ନୌ,୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବେଳକୁ ବେଳ ରାଜନୀତି ହେଉଛି ସରଗରମ । ବହୁଜନ ସମାଜ ପାର୍ଟି ସୁପ୍ରିମୋ ଶୁଶ୍ରୀ ମାୟାବତୀ...

ଦୈନିକ ସଂକ୍ରମଣ ବଢୁଛି, ମୃତ୍ୟୁ ସଂଖ୍ୟା କମୁଛି…

ନୂଆଦିଲ୍ଲୀ, ୬।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ହାଜତରେ ବାପ-ପୁଅଙ୍କ ମୃତ୍ୟୁ

ତୁତିକୋରିନ୍‌ (ତାମିଲନାଡ଼ୁ), ୨୫ା୬: ତାମିଲନାଡ଼ୁର ସଥନକୁଲମ୍‌ ପୋଲିସଷ୍ଟେଶନରେ ବାପା-ପୁଅଙ୍କ ହାତଜ ମୃତ୍ୟୁକୁ ନେଇ ପରିସ୍ଥିତି ସରଗରମ୍‌ ହୋଇପଡ଼ିଛି। ଏହାକୁ ବିରୋଧ କରି ବୁଧବାର ଜିଲାର ସମସ୍ତ...

ପର୍ତ୍ତୁଗାଲ, ଫ୍ରାନ୍ସ ଗସ୍ତ ବାତିଲ କରିପାରନ୍ତି ମୋଦି

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ଆତଙ୍କ ଖେଳାଇଛି। ଭାରତ କରୋନାର ଦ୍ୱିତୀୟ ଲହରର ସମ୍ମୁଖୀନ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପର୍ତ୍ତୁଗାଲ ଏବଂ...

ହାଇଦ୍ରାବାଦ ଇଲେକ୍ଟ୍ରିକ ସ୍କୁଟର ବ୍ୟାଟେରି ଫାଟି ଅଗ୍ନିକାଣ୍ଡ ଘଟଣା, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩ ।୯: ହାଇଦ୍ରାବାଦର ସିକନ୍ଦରାବାଦ ଅଞ୍ଚଳରେ ସୋମବାର ରାତିରେ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା...

Advertisement
Archives

Model This Week