Posted inଜାତୀୟ

ହଠାତ୍‌ ମନ୍ଦିରରେ ଜଳିଗଲେ ମହିଳା: ସ୍ବାସ୍ଥ୍ୟାବସ୍ଥା ଗୁରୁତର

ହୁବଳି,୨୦।୬: କର୍ନାଟକର ହୁବଳିରୁ ଏକ ଲୋମଟାଙ୍କୁରା ଦୃଶ୍ୟ ସାମ୍ନାକୁ ଆସିଛି। ଉକ୍ତ ସହରରେ ଥିବା ବିଶ୍ୱନାଥ ମନ୍ଦିରରେ ଜଣେ ମହିଳା ପୂଜା କରୁଥିବା ସମୟରେ ହଠାତ୍‌ ତାଙ୍କ ଶାଢ଼ୀରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ଏହି ନିଆଁ ତାଙ୍କ ପୁରା ଶରୀରରେ ଲାଗିଯାଇଥିଲା। ନିଜକୁ ବଞ୍ଚାଇବାକୁ ଯାଇ ମହିଳା ଜଣଙ୍କ ମନ୍ଦିର ଭିତରକୁ ପଶିଯାଇଥିଲେ। ସେଠାରେ ଥିବା ଲୋକେ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। ଏହା ପରେ ତାଙ୍କୁ ତୁରନ୍ତ ସ୍ଥାନୀୟ କିମ୍ସ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ମହିଳା ଜଣଙ୍କ ହୁବଳିରେ ରହୁଥିବା ଛାୟା ବୋଲି ତାଙ୍କର ପରିଚୟ ମିଳିଛି। ଏହି ଘଟଣାର ସମସ୍ତ ଦୃଶ୍ୟ ମନ୍ଦିରରେ ଥିବା ସିସିଟିଭିରେ କଏଦ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ନିୟନ୍ତ୍ରଣ ବାହାରେ ରନ୍ଧନ ଗ୍ୟାସ ଦର: ଏତିକି ଟଙ୍କା ମହଙ୍ଗା ହୋଇଯିବ ଘରୋଇ ସିଲିଣ୍ଡର, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୫: ରୋଷେଇ ଘରେ ଚୁଲା ଜାଳିବା ଆହୁରି ମହଙ୍ଗା ହେବାକୁ ଯାଉଛି। ଯଦି ଆପଣ ଏହା ଜାଣିନାହାଁନ୍ତି, ତେବେ ସତର୍କ ରୁହନ୍ତୁ। ସରକାର ଏପରି ସଙ୍କେତ ଦେଉଛନ୍ତି…

ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍‌ରେ…

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri