ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୯।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଜାମ୍ବୁନାଳୀ, ଅଶ୍ରୁବାହାଳ, ନାଗାଝରଣ, ଗୋଳାସର, ମଧପୁର ଆଦି ଗ୍ରାମ ଗୁଡ଼ିକରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ ନିକଟସ୍ଥ ଜଙ୍ଗଲରୁ ଗ୍ରାମାଭିମୁଖୀ ହୋଇ ବିଭିନ୍ନ ପନିପରିବା ଚାଷ ନଷ୍ଟ କରୁଛନ୍ତି। ଏଥିସହିତ ଆମ୍ବ, କଦଳୀ ଗଛ ଗୁଡ଼ିକ ଭାଙ୍ଗି ନଷ୍ଟ କରିଦେଉଛନ୍ତି। ବାରମ୍ବାର ଏଭଳି ହାତୀ ଉପଦ୍ରବ ଲାଗି ରହିଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ସେଭଳି କୌଣସି ପଦକ୍ଷେପ ନିଆଯାଉ ନ ଥିବା ଯୋଗୁ ଅସନ୍ତୋଷ ଦେଖାଦେଇଛି। ଏ ନେଇ ହଣ୍ଡପା ରେଞ୍ଜର ଚୈତନ୍ୟ ବେହେରା କହିଛନ୍ତି, ହାତୀ ଘଉଡ଼ାଇବା ପାଇଁ ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri