ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୨୧।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ଅଧୀନରେ ଥିବା ରାଇନାଳୀ, ହେମାମୁରା, ବାତ୍ରାଖୋଳ, ଲକ୍ଷ୍ମୀପୁର, ଟେଣ୍ଟୁଲୀ ଗ୍ରାମ ଗୁଡ଼ିକରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ହାତୀପଲ ଗ୍ରାମାଭିମୁଖୀ ହୋଇ ଫସଲ ନଷ୍ଟ କରୁଛନ୍ତି। ବିଶେଷ କରି କଦଳୀ, ଆମ୍ବ ଗଛ ଗୁଡ଼ିକୁ ଭାଙ୍ଗୀ ନଷ୍ଟ କରିଦେଉଛନ୍ତି। ବାରମ୍ବାର ହାତୀ ଉପଦ୍ରବ ଯୋଗୁ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଥିବାବେଳେ ରାତି ଉଜାଗର ରହି ବାଣ ଫୁଟାଇ ହାତୀ ଘଉଡ଼ାଉଛନ୍ତି। ତୁରନ୍ତ ଏଥିପ୍ରତି ବନବିଭାଗ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳରେ ଅଂଶୁଘାତ ମୃତ୍ୟୁ

ବନ୍ତଳା, ୧୬ା୫(ଡି.ଏନ.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ନୂଆଖେତା ସାରୁଆଳି ଗ୍ରାମ ନିକଟରେ ଶୁକ୍ରବାର ଅଂଶୁଘାତରେ ଜଣେ ମାଛ ବିକାଳିଙ୍କ ମୃତ୍ୟୁ ହୋଇଛି। ମୃତକ ବନ୍ତଳା...

ସୁଦୃଢ଼ କରିବାକୁ ମିଳୁନି ସହଯୋଗ

ଅନୁଗୋଳ ଅଫିସ,୭ା୧: କ୍ରୀଡ଼ା କ୍ଷେତ୍ରରେ ଅନୁଗୋଳ ଜିଲାକୁ ଆଗୁଆ କରିବାର ଯୋଜନା କରିଛି ଜିଲା ପ୍ରଶାସନ। ଜିଲାସ୍ତରରୁ ଯେପରି ଜାତୀୟ, ଅନ୍ତର୍ଜାତୀୟସ୍ତରର ଖେଳାଳି ସୃଷ୍ଟି ହୋଇପାରିବେ ସେଥିପାଇଁ...

ଗ୍ରୋସେରି ଦୋକାନରେ ମଦ ବିକ୍ରି

ପବିତ୍ରନଗର,୨୧।୪(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ପୋଲିସ ଗ୍ରୋସେରି ଦୋକାନରେ ମଦ ବିକ୍ରି କରୁଥିବା ଅଭିଯୋଗରେ ଗୌଣିଘଷା ଗ୍ରାମର ବିମ୍ବାଧର ସାହୁ(୫୦)ଙ୍କୁ ଗିରଫ କରିଛି।...

ନାଲ୍‌କୋକୁ ଘରୋଇକରଣ ଚକ୍ରାନ୍ତ ବିରୋଧରେ ଶ୍ରମିକ ସଂଗଠନର ବିକ୍ଷୋଭ

ବଅଁରପାଳ,୯ା୮(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋକୁ ଘରୋଇକରଣ କରିବା ପାଇଁ ଚକ୍ରାନ୍ତ କରାଯାଉଥିବା ବିଭିନ୍ନ ଶ୍ରମିକ ସଂଘ ପକ୍ଷରୁ ଅଭିଯୋଗ ହେଉଛି। କେନ୍ଦ୍ର...

ନଜର ରଖିବାକୁ ୨୪ ଘଣ୍ଟିଆ କଲ୍‌ ସେଣ୍ଟର, ହ୍ବାଟ୍ସଆପ୍‌ ଗ୍ରୁପ

ଅନୁଗୋଳ ଅଫିସ, ୩।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ପୋଲିସ ପକ୍ଷରୁ ୨୪ ଘଣ୍ଟିଆ କଲ୍‌ ସେଣ୍ଟର ଖୋଲାଯାଇଥିବା ବେଳେ ଅଭିଯୋଗ ଶୁଣିବାକୁ ହ୍ବାଟ୍ସଆପ୍‌...

ପତ୍ର ହଲିଲେ ବିଜୁଳି ଛୁ

ଅନୁଗୋଳ ଅଫିସ, ୧୨।୬- ତତଲା କଡେଇରେ ପରିଣତ ହୋଇଥିବା ଅନୁଗୋଳ ଜିଲାରେ ଘୋର ବିଦ୍ୟୁତ୍‌ ବିଭ୍ରାଟ ଜନଜୀବନକୁ କଲବଲ କରୁଛି। ସହରରେ ଦିନକୁ ୧୦ରୁ ଊର୍ଦ୍ଧ୍ୱ...

ଅତିଥିଙ୍କୁ ମିଳୁନି ଆତିଥ୍ୟ

ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର...

ଦିନକରେ ୧ ଟନ୍‌ ଆବର୍ଜନା ସଂଗ୍ରହ

ଅନୁଗୋଳ ଅଫିସ, ୩।୧: ଅନୁଗୋଳ ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ତଥା ଡେରେଜାଙ୍ଗ ଜଳଭଣ୍ଡାରକୁ ସଫାସୁତରା ରଖିବା ଲାଗି ଆରମ୍ଭ ହୋଇଥିବା ଅଭିଯାନରେ ନୂଆ ଫର୍ଦ୍ଦ...

Advertisement
Archives

Model This Week