ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୯।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଜାମ୍ବୁନାଳୀ, ଅଶ୍ରୁବାହାଳ, ନାଗାଝରଣ, ଗୋଳାସର, ମଧପୁର ଆଦି ଗ୍ରାମ ଗୁଡ଼ିକରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ ନିକଟସ୍ଥ ଜଙ୍ଗଲରୁ ଗ୍ରାମାଭିମୁଖୀ ହୋଇ ବିଭିନ୍ନ ପନିପରିବା ଚାଷ ନଷ୍ଟ କରୁଛନ୍ତି। ଏଥିସହିତ ଆମ୍ବ, କଦଳୀ ଗଛ ଗୁଡ଼ିକ ଭାଙ୍ଗି ନଷ୍ଟ କରିଦେଉଛନ୍ତି। ବାରମ୍ବାର ଏଭଳି ହାତୀ ଉପଦ୍ରବ ଲାଗି ରହିଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ସେଭଳି କୌଣସି ପଦକ୍ଷେପ ନିଆଯାଉ ନ ଥିବା ଯୋଗୁ ଅସନ୍ତୋଷ ଦେଖାଦେଇଛି। ଏ ନେଇ ହଣ୍ଡପା ରେଞ୍ଜର ଚୈତନ୍ୟ ବେହେରା କହିଛନ୍ତି, ହାତୀ ଘଉଡ଼ାଇବା ପାଇଁ ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରହୁଛି ଆବର୍ଜନା ଜଳ

ବଅଁରପାଳ, ୧୪ା୧୨ (ଡି.ଏନ.ଏ.): ଶେଷହେଉନି ରାଜପଥ ସମ୍ପ୍ରସାରଣ କି ଡ୍ରେନ୍‌ ନିର୍ମାଣ। କାର୍ଯ୍ୟ ଅତ୍ୟନ୍ତ ମନ୍ଥର ଗତିରେ ଚାଲୁଥିବାରୁ ଏହାକୁ ନେଇ ଅନୁଗୋଳ ଜିଲାରେ ବଢ଼ୁଛି...

ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା

ଅନୁଗୋଳ ଅଫିସ, ୭।୧୨ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ବଲଙ୍ଗସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ମୁଖ୍ୟ ଫାଟକରେ ସୋମବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ତାଲା...

ବ୍ରିଜ ତଳକୁ ଖସିଲା ଟ୍ରକ୍‌, ହେଲପର ଗୁରୁତର

ମାଧପୁର,୫।୪(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର କନ୍ଧପଡ଼ା ବ୍ରିଜରେ ସୋମବାର ସକାଳେ ଏକ ୧୦ ଚକିଆ ଟ୍ରକ ବ୍ରିଜ ତଳକୁ ଖସିପଡ଼ିଥିବା ଜଣାପଡ଼ିଛି।...

ଜିଲା ପ୍ରଶାସନ ବାଣ୍ଟିଲା ଭତ୍ତା

ଅନୁଗୋଳ ଅଫିସ, ୨୬।୩: ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୮ ବ୍ଲକ, ୨ଟି ପୌରପାଳିକା ଓ ଗୋଟିଏ ପୌରପରିଷଦରେ ଭତ୍ତା ବଣ୍ଟନ କରାଯାଇଛି। ଏଥିସହ...

ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ: ପରେଡ୍‌ରେ ଅଂଶଗ୍ରହଣ କରିବେ ୫୦ ଦଳ

ଅନୁଗୋଳ ଅଫିସ, ୧୭।୭- ଅନୁଗୋଳ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଜିଲାପାଳ ମନୋଜ କୁମାର...

ନୂଆବର୍ଷରୁ ଅନୁଗୋଳରୁ ଗଡ଼ିବ ମେମୁ ଟ୍ରେନ୍‌

ଅନୁଗୋଳ ଅଫିସ, ୧୮।୧୨ ତାଳଚେର ଷ୍ଟେଶନରୁ ଛାଡ଼ୁଥିବା ଅନୁଗୋଳ-ପୁରୀ ମେମୁ ଟ୍ରେନ୍‌ ଅନୁଗୋଳ ଠାରୁ ଚଳାଚଳ କରିବା, ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ୍‌ ସହିତ ସମସ୍ତ ଯାତ୍ରୀବାହୀ...

ଆକ୍ଟିଭାକୁ ଧକ୍କାଦେଲା ଟ୍ରଲର: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ଗୁରୁତର

ଅନୁଗୋଳ ଅଫିସ,୧୫।୧୨: ଅନୁଗୋଳ ଟ୍ରାଫିକ ଛକଠାରେ ଟ୍ରଲର ଓ ଆକ୍ଟିଭା ମଧ୍ୟରେ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଚାଲିଯାଇଛି। ରବିବାର ସମ୍ବଲପୁରରୁ କଟକ ଅଭିମୁଖେ ଏକ...

ପୂର୍ବ ଶତ୍ରୁତାରୁ ଗୁଳିମାଡ଼: ଜଣେ ଗୁରୁତର, ଦୁଇ ଅଟକ

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିମାଡ଼ ହୋଇଛି। ଗୁଳିମାଡରେ ପାତ୍ରପଡ଼ା ଗ୍ରାମର ଧରଣୀଧର ସାହୁ...

Advertisement
Archives

Model This Week