ହଣ୍ଡୁରାସରେ ବିମାନ ଦୁର୍ଘଟଣା : ୫ ମୃତ

ଟେଗୁସିଗାଲପା,୧୯।୫: ହଣ୍ଡୁରାସ ଦ୍ୱୀପ ନିକଟରେ ଏକ ବଡ ବିମାନ ଦୁର୍ଘଟଣା ହୋଇଛି। ଶନିବାର ଏହି ଦୁର୍ଘଟଣା ହୋଇଥିବା ବେଳେ ଏଥିରେ ୪ଜଣ କାନାଡା ଓ ଜଣେ ଆମେରିକାର ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ବିମାନଟି ରୋଆତରୁ ହଣ୍ଡୁରାସ ଦ୍ୱୀପ ମଧ୍ୟରେ ଥିବା ସମୁଦ୍ରରେ ପଡିଯିବାରୁ ଦୁର୍ଘଟଣା ଘଟିଥିଲା। ଛୁଟି କାଟିବାକୁ ଏଠାକୁ ଆସିଥିବା ୫ ଜଣ ପର୍ଯ୍ୟଟଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ହଣ୍ଡୁରାସ ଦ୍ୱୀପରେ ଥିବା ବିମାନ ବନ୍ଦରରୁ ଉଡିବାର ମାତ୍ର କେଇ ମିନିଟ୍‌ ମଧ୍ୟରେ ବିମାନଟି ଡିକ୍ସନ କୋବ ସହର ନିକଟରେ ଥିବା ସମୁଦ୍ରରେ ପଡି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ସନ୍ତାନ ପ୍ରସବ କଲେ ମିଳିବ ୧୧ ଲକ୍ଷ ଟଙ୍କା!

ବେଜିଂ,୩୦ ।୧: ଜନସଂଖ୍ୟାରେ ସନ୍ତୁଳନ ରକ୍ଷା କରିବାକୁ ଏବେ ଚାଇନା ସରକାର ତୃତୀୟ ସନ୍ତାନ ପ୍ରସବ କରୁଥିବା ଦମ୍ପତିଙ୍କୁ ଅନେକ ସୁବିଧା ଯୋଗାଇ ଦେଉଥିବା ଜଣାପଡିଛି...

କଶ୍ମୀର ଦ୍ୱିପାକ୍ଷିକ ପ୍ରସଙ୍ଗ: ରୁଷିଆ

ନୂଆଦିଲ୍ଲୀ,୭।୨: କଶ୍ମୀର ଆଉ ଏକ ପାଲେଷ୍ଟାଇନରେ ପରିଣତ ହେବାକୁ ଯାଉଥିବା ‘ରେଡ୍‌ଫିଶ୍‌ ଚ୍ୟାନେଲ’ର ରିପୋର୍ଟକୁ ପ୍ରତ୍ୟାଖ୍ୟାନ କରିଛି ରୁଷିଆ। ଏଭଳି ରିପୋର୍ଟକୁ ରୁଷିଆ କର୍ତ୍ତୃପକ୍ଷ ବେକାର...

ଟେସଲା କାର୍‌କୁ ହ୍ୟାକ୍‌ କରି ଦେଖାଇଲେ

ନୁୟର୍କ,୧୮।୧: ଜର୍ମାନୀର ୧୯ ବର୍ଷୀୟ ସାଇବର ସିକ୍ୟୁରିଟି ରିସର୍ଚ୍ଚର ଡେଭିଡ୍‌ କଲମ୍ବୋ ଦୁର୍ଘଟଣା ବଶତଃ ଏକ ବଡ଼ ଆବିଷ୍କାର କରିଛନ୍ତି। ସେ ଏକ ଫ୍ରେଞ୍ଚ କମ୍ପାନୀର...

ସମୁଦ୍ର ଗର୍ଭରେ ବୋମା ପରୀକ୍ଷଣ

ବେଜିଂ, ୨୭ା୧୦: ସୀମା ବିସ୍ତାର କରିବାକୁ ବେଆଇନ କାର୍ଯ୍ୟକଳାପରେ ଲିପ୍ତ ଚାଇନା ଏବେ ଅନ୍ୟଦେଶ ବନ୍ଦରକୁ ନଷ୍ଟ କରିବା ନିମନ୍ତେ କ୍ଷମତା ବୃଦ୍ଧି କରିଛି। ଚାଇନା...

ପାକିସ୍ତାନରେ ମହଙ୍ଗା ମାଡ, ଗ୍ୟାସ ୧୦ ହଜାର ତ ଅଟା କିଲୋ ୧୫୦ ଟଙ୍କା

ଇସଲାମାବାଦ,୬ ।୧: ପାକିସ୍ତାନ ମହଙ୍ଗା ମାଡରେ ବେଳକୁ ବେଳ ଅସହ୍ୟ ହେଲାଣି ସାଧାରଣ ଜୀବନ । ସାଧାରଣ ଜିନିଷ ଏବେ ଜନତାଙ୍କ ନିକଟରେ ପହଞ୍ଚିବା ବି...

ଜି-୨୦ର ସଫଳ ଆୟୋଜନକୁ ନେଇ ଭାରତକୁ ବିଶ୍ୱରେ ପ୍ରଶଂସା: ଆମେରିକା କହିଲା,ଏହା ଏକ ବଡ଼ ସଫଳତା

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୨।୯: ଜି-୨୦ ଶିଖର ସମ୍ମିଳନୀକୁ ସଫଳତାର ସହ ଆୟୋଜନକୁ ନେଇ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ସାରା ବିଶ୍ୱରେ ପ୍ରଶଂସା କରାଯାଉଛି। ଅଧିକାଂଶ...

ଦକ୍ଷିଣ କୋରିଆରେ ପ୍ରବଳ ବର୍ଷା, ମୃତ୍ୟୁସଂଖ୍ୟା ୩୯କୁ ବୃଦ୍ଧି

ସିଓଲ,୧୭ା୭: ଦକ୍ଷିଣ କୋରିଆରେ ପ୍ରବଳ ବର୍ଷା ଓ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି। ଏହି ସମୟରେ, ରାଷ୍ଟ୍ରପତି ୟୋନ ସୁକ ୟୋଲ ସୋମବାର...

କରୋନା ଭୂତାଣୁରେ ଚାଇନା ବାହାରେ ଦ୍ୱିତୀୟ ମୃତ୍ୟୁ

ହଂକଂ,୪।୨: କରୋନା ଭୂତାଣୁରେ ମୃତ ଓ ଆକ୍ରନ୍ତଙ୍କ ସଂଖ୍ୟା ଚାଇନାରେ ପ୍ରତି ଘଣ୍ଟାରେ ବଢି ଚାଲିଛି। ବିଶ୍ୱର ଅନ୍ୟ ଦେଶରେ ଚାଇନାରୁ ଫେରିଥିବା କେତେକ ଲୋକଙ୍କ...

Advertisement
Archives

Model This Week