ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କୋଟଗଡ଼,୧୮ା୮ (ଡି.ଏନ୍‌.ଏ): ଏକ ହତ୍ୟା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ୍‌ ଅରବିନ୍ଦ ପଟ୍ଟନାୟକ ଶନିବାର ଅଭିଯୁକ୍ତ ଗାଗାରୀନ ନାୟକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଗାଗାରୀନ ୨୦୧୬ ମାର୍ଚ୍ଚ ୨୭ରେ ନିଜ ସ୍ତ୍ରୀ ପ୍ରଣିତାଙ୍କୁ ତାଙ୍କ ବାପ ଘରୁ ଡାକି ଆଣି ହତ୍ୟା କରିଥିଲେ। ଏ ନେଇ ଦାରିଙ୍ଗବାଡ଼ି ଥାନାରେ ନଂ. ୧୧୮/୧୬ରେ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ବିଚାର କରି ଅଦାଲତ ଗାଗାରୀନଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ପି.ପି. ସୁଧାଂଶୁ ମୋହନ ପତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତ ତିଆରି ଯନ୍ତ୍ରପାତିରେ ଚାଷ କରୁଛନ୍ତି ସୁରଞ୍ଜନ

ଦାରିଙ୍ଗବାଡି,୪।୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ବାଙ୍ଗା ପଞ୍ଚାୟତର ପଦ୍ମପଲି ଗ୍ରାମର ଯୁବ ଚାଷୀ ସୁରଞ୍ଜନ ପ୍ରଧାନ। ଏକାଧିକ ଏକର ଜମିରେ କରିଛନ୍ତି ପରିବା ଚାଷ। ତେବେ...

୧୧ ସ୍ମାର୍ଟ ବିଦ୍ୟାଳୟକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୪।୫(ଡି.ଏନ.ଏ): କନ୍ଧମାଳ ଜିଲାରେ ଗୁରୁବାର ୭୭ଟି ରୂପାନ୍ତରୀକରଣ କରାଯାଇଥିବା ବିଦ୍ୟାଳୟକୁ ଭର୍ଚୁଆଲ ମାଧ୍ୟମରେ ଶୁଭ ଉଦ୍‌ଘାଟନ କରାଯାଇଛି। ସେଥି ମଧ୍ୟରେ ଦାରିଙ୍ଗବାଡି ବ୍ଲକର ୧୧ଟି ଉଚ୍ଚ...

ଲକ୍‌ଡାଉନ୍‌ ଉଲ୍ଲଂଘନକାରୀଙ୍କୁ ପ୍ଲାକାର୍ଡ ଧରାଇଥିଲା ପୋଲିସ: ମାଡ଼ ମାରି ଛାଡି ଦେବାକୁ ଅନୁରୋଧ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ): ଦେଶ ପାଇଁ ଏହା ଆମର ଏକ ବଡ଼ ବଳିଦାନ। ଦେଶ ସେବା ଲାଗି ଏହା ଏକ ବଡ଼ ସୁଯୋଗ। ଏଭଳି ଅନେକ ବାର୍ତ୍ତା ଦେଇ...

ମିଶନ ଇନ୍ଦ୍ରଧନୁଷ୍‌ ଟାସ୍କ ଫୋର୍ସ ବୈଠକ

ଫୁଲବାଣୀ ଅଫିସ, ୨୫ା୧୨- ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସଶକ୍ତ ମିଶନ ଇନ୍ଦ୍ରଧନୁଷ ଟାସ୍କ ଫୋର୍ସ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି....

ଗୁଣି ସନ୍ଦେହରେ ଜଣଙ୍କୁ ହତ୍ୟା: ମାମୁ, ଭଣଜା ଗିରଫ

ଦାରିଙ୍ଗବାଡ଼ି,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କ୍ରୁପାଗାଡ଼ି ଜଙ୍ଗଲରେ ଗତ ୩ ତାରିଖରେ କାଟିଙ୍ଗିଆ ପଞ୍ଚାୟତ ତଳକୁଟ୍ରୁକା ଗ୍ରାମର ସୁଦାମ ମଲ୍ଲିକ (୪୦)ଙ୍କୁ ହତ୍ୟା...

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ବାଲିଗୁଡା,୬ା୧୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଜଲେଶପଟ୍ଟା ଆଶ୍ରମରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ୨୦୦୮, ଅଗଷ୍ଟ ୨୩ରେ ହତ୍ୟା କରାଯାଇଥିଲା। ଏହି...

ସ୍କୁଲରେ ଶିକ୍ଷକଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା,ଥାନାରେ ପ୍ରଥମ ସ୍ତ୍ରୀଙ୍କ ଏତଲା

ଦାରିଙ୍ଗବାଡ଼ି(ଡି.ଏନ୍‌.ଏ.)/ ଫୁଲବାଣୀ ଅଫିସ, ୧୬ା୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଏକ ବିଦ୍ୟାଳୟର ଜଣେ ଶିକ୍ଷକ ସେହି ସ୍କୁଲରେ ଦ୍ୱିତୀୟ ବିବାହ କରିଥିବା ଚର୍ଚ୍ଚା...

ଝିଅପୁଅଙ୍କୁ ଘରୁ ଡାକି ନେଇ କୂଅକୁ ଠେଲି ଦେଲେ ମା’, ନିଜେ କଲେ ଆତ୍ମହତ୍ୟା ଉଦ୍ୟମ

ରାଇକିଆ,୧୭ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମା’ ୯ ବର୍ଷର ଝିଅ ଏବଂ ୫ ବର୍ଷର ପୁଅକୁ...

Advertisement
Archives

Model This Week