ଆଠମଲ୍ଲିକ, ୨୯ା୧(ଡି.ଏନ.ଏ.) – ଆଠମଲ୍ଲିକ ଆଡିଶନାଲ ସେସନ୍ସ ଜଜ୍ ଏସ୍. ଆର୍. ସାମନ୍ତ ମଙ୍ଗଳବାର ଏକ ହତ୍ୟା ମାମଲାର ଶୁଣାଣି କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ, ୨୦୧୬ ସେପ୍ଟେମ୍ବର ୧୦ରେ ହଣ୍ଡପା ଥାନା ପ୍ରତାପପୁର ଗ୍ରାମର ସଞ୍ଜୟ ମାହାରଙ୍କୁ ସେହି ଥାନା ବଇଶିଣା ଗ୍ରାମର ଭଦ୍ରି ମାହାର (୪୦) ଓ ପ୍ରତାପପୁର ଗ୍ରାମର ବୀରେନ ବେହେରା (୨୫) ଘରୁ ଅପହରଣ କରି ଆଣିବା ସହ ଠେଙ୍ଗାରେ ମାଡ଼ ମାରିଥିଲେ। ସେଠାରେ ସଞ୍ଜୟଙ୍କ ମୃତ୍ୟୁ ହେବା ପରେ ଅଭିଯୁକ୍ତମାନେ ମୃତଦେହକୁ କଟରଙ୍ଗା ଗ୍ରାମ ବେହେରାବନ୍ଧରେ ଫିଙ୍ଗି ଦେଇଥିଲେ। ଏ ସଂକ୍ରାନ୍ତରେ ଥାନାରେ ନଂ. ୧୧୦/୧୬ରେ ଏକ ମାମଲା ରୁଜୁ କରିବା ସହ ପୋଲିସ ଭଦ୍ରି ଓ ବୀରେନଙ୍କୁ ଗିରଫ କରିଥିଲା। ଆଡିଶନାଲ୍ ପବ୍ଲିକ ପ୍ରସିକ୍ୟୁଟର ଅସିତ୍ ରଞ୍ଜନ ଦେଓ ମକଦ୍ଦମା ପରିଚାଳନା କରିଥିଲେ।
Posted inଅନୁଗୋଳ, ଆମ ଜିଲା ଖବର View All
ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…
ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ
ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…
ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର
ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…
ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍: ଚାଳକ ଫେରାର, ଗୁରୁତର…
ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…
ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା
ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…
ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ
ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…
ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…
ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି
ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…
Archives

