ହତ୍ୟା ଅଭିଯୋଗକୁ ପୂରିଲା ୪୦ ଦିନ: ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଆଗରେ ଗ୍ରାମବାସୀଙ୍କ ଧାରଣା

ମହାକାଳପଡା, ୭।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ଥାନା ଅଧୀନ ଜଅଁରା ଗ୍ରାମରେ ୨୦୧୯ ନଭେମ୍ବର ୨୮ ତାରିଖରେ ଅଶୋକ ପରିଡାଙ୍କୁ ଗ୍ରାମର ଏକ ପରିବାର ହତ୍ୟା କରି ପୋଖରୀରେ ବୁଡାଇ ଦେଇଥିଲେ। ଏନେଇ ଅଶୋକଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ଏସପି ନୀତିଶେଖର, ଏସଡିପିଓ ରାଜୀବଲୋଚନ ପଣ୍ଡା ଓ ଥାନାଧିକାରୀ ମନୋରଞ୍ଜନ ଚୌଧୁରୀ ପ୍ରମୁଖ ସନ୍ଧାନୀ କୁକୁର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। କିନ୍ତୁ ଅତ୍ୟାବଧି ଘଟଣାକୁ ୪୦ ଦିନ ପୁରି ଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଅଶୋକଙ୍କ ପରିବାର ଏବଂ ଗ୍ରାମବାସୀ ମିଶି ଥାନା ପରିସରରେ ଆମରଣ ଅନଶନ ଆରମ୍ଭ କରିଛନ୍ତି। ଖବର ପାଇଁ ଏସଡିପିଓ, ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୭।୯-କଟକ ସହରରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ...

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ୍‌: ଲୁଟିନେଲେ ୯ଭରି ସୁନା ଅଳଙ୍କାର

ସୋରଡା,୧୮ା୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ବ୍ଲକ ବଡଗଡ ଥାନା ବଡଗଡ ଗ୍ରାମ ବଡଦାଣ୍ଡରେ ଜଣେ ଲୁଗା ବ୍ୟବସାୟୀଙ୍କୁ ସୋମବାର ସନ୍ଧ୍ୟାରେ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ସୁନା...

ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗରେ ଶୋକ

କର୍ଲାମୁଣ୍ଡା,୫ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକର ମୋହନଗିରି ଅଞ୍ଚଳର ଯୁବ ଖବରଦାତା ରୋହିତ କୁମାର ବିଶ୍ବାଳଙ୍କର ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ୍ୟୁ ଘଟିଛି। ଏହି...

ନଭେମ୍ବର ୧ରୁ ଭୋଟର ତାଲିକା ସଂଶୋଧନ

ଖୋର୍ଦ୍ଧା ଅଫିସ,୩୦ା୧୦: ଭାରତୀୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶାନାମା ଅନୁଯାୟୀ, ଜିଲାରେ ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ- ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ...

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ

ପୁରୀ ଅଫିସ ୧୨ା୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସିବେ। ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ...

ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ନୀରବଦ୍ରଷ୍ଟା

ବ୍ରହ୍ମପୁର ଅଫିସ,୩ା୩: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ପୋଲିସ ଗୋଦାବରୀଶ ନଗରର ଚତୁର୍ଥ ଗଳିରେ ଥିବା ଏକ ଅର୍ଦ୍ଧନିର୍ମିତ ଘରୁ ଜଣେ ମହିଳାଙ୍କୁ ଉଦ୍ଧାର କରିଥିଲା। ଦୀର୍ଘବର୍ଷ ଧରି...

ମୁଣ୍ଡ କାଟି ଗଛରେ ଟାଙ୍ଗିଦେଲେ; ୨ ଦିନ ପରେ ମିଳିଲା ମୃତଦେହ

କେନ୍ଦୁଝର,୨୪ା୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ସୁକଡୋଳା ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରି ତାଙ୍କ ମୁଣ୍ଡ କାଟି ଏକ ଗାମୁଛାରେ ଗୁଡାଇ ଗଛରେ...

ମଧ୍ୟାହ୍ନଭୋଜନ ତରକାରୀରେ ପୋକ ବାହାରିବା ଘଟଣା : ତଦନ୍ତ ରିପୋର୍ଟ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ

ବଡ଼ସାହି,୧୭ା୯(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ଉଠାଣୀ ନୂଆଗାଁ ନୋଡାଲ ଉପ୍ରା ବିଦ୍ୟାଳୟର ମଧ୍ୟାହ୍ନଭୋଜନ ତରକାରୀରେ ପୋକ ବାହାରିବା ଘଟଣାକୁ ନେଇ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି...

Advertisement
Archives

Model This Week