ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ଭଞ୍ଜନଗର,୨୦।୧୦(ଡି.ଏନ.ଏ)-ଆରତୀ ନାହାକ ହତ୍ୟା ମାମଲାରେ ଭଞ୍ଜନଗର ପୋଲିସ ରବିବାର ସ୍ବାମୀ ରଞ୍ଜିତ ନାହାକଙ୍କୁ ଗିରଫ କରିଛିି। ଏଥିସହ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି ।
ଭଞ୍ଜନଗର ସହର ନାହାତୋଟାସାହିରେ ଗତ ୧୬ ତାରିଖରେ ଆରତୀଙ୍କୁ ହତ୍ୟା କରି ତାଙ୍କ ମୃତଦେହକୁ ଶଶ୍ୱର ଘର ଲୋକେ ପୋଡ଼ି ଦେଇଥିଲେ। ଘଟଣାର ଦୁଇଦିନ ପରେ ମୃତକଙ୍କ ଭାଇ ଆରତୀଙ୍କୁ ହତ୍ୟା କରାଯାଇଥିତ୍ବା ନେଇ ଥାନାରେ ଅଭିଯୋଗ କରିଥିଲେ। ନଂ. ୩୫୧/୧୯ରେ ଏକ ହତ୍ୟା ମାମଲା ରୁଜୁ କରିବା ସହ ପୋଲିସ ଶ୍ମଶାନ ଘାଟରୁ ହାଡ଼ ପାଉଁଶ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନେହର ଲୁହରେ ଭିଜିଲା ହବିଷିଆଳି ଆଶ୍ରୟସ୍ଥଳୀ

ପୁରୀ ଅଫିସ,୧୨ା୧୧: ସରିଯାଇଛି ଧର୍ମ ମାସ କାର୍ତ୍ତିକ। ଏହି ପୁଣ୍ୟ ମାସର ପୂର୍ଣ୍ଣମୀ ତିଥିରେ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ପବିତ୍ର ମହୋଦଧିରେ ଡଙ୍ଗା...

୨୦ନମ୍ବର ଜାତୀୟ ରାଜପଥଠାରୁ କୋଗାଁ ରାସ୍ତା : ଶିଳାନ୍ୟାସର ୫ ମାସ ପରେ ବି ହୋଇନି କାମ

ଯାଜପୁର ରୋଡ, ୯ା୯(ନି.ପ୍ର.)- କୋରେଇ ବ୍ଲକ ଅର୍ନ୍ତଗତ ତଳଗଡ ଗ୍ରାମ ପଞ୍ଚାୟତ ଜାତୀୟ ରାଜପଥ ୨୦ ନମ୍ବରରୁ କୋଗାଁକୁ ରାସ୍ତା ନିର୍ମାଣକୁ ଭିତ୍ତିପ୍ରସ୍ତର ହେବାର ୫...

ଗଞ୍ଜାମର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ନାହିଁ ପାଣି

ଛତ୍ରପୁର,୯ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟ ଜଳ ସୁବିଧା ନାହିଁ । ଜିଲାରେ ରହିଛି ୫୧୪୧ ଅଙ୍ଗନୱାଡି କେନ୍ଦ୍ର । ଏଥିରୁ ୨୩୭୮ ଅଙ୍ଗନୱାଡି...

ପରିଚୟପତ୍ର ପ୍ରଦାନ ଆଳରେ କୃଷକଙ୍କୁ ଶୋଷଣ

ରସୁଲପୁର,୭।୮(ଡି.ଏନ୍‌.ଏ.)- କାଳିଆ ଯୋଜନାକୁ ନେଇ ଚାଷୀ ଭୁଆଁ ବୁଲୁଥିବାବେଳେ ଚାଷୀଙ୍କୁ ନେଇ ଜାଲିଆତି ବନ୍ଦ ହେବାର ନାଁ ଧରୁନି। ଗାଁର ବୋକରୀ ଯୁବକ, ଅଣଭୋଟର କାଳିଆ...

ଗାଁରୁ ସହର ଗୁଞ୍ଜରିତ ହେଲା ବନ୍ଦେ ଉତ୍କଳ ଜନନୀ

ସୋନପୁର,୩୦।୫(ନି.ପ୍ର.)-କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇବା ପାଇଁ ଦେଶ ବିଦେଶରେ ଥିବା ସବୁ ଓଡିଆଙ୍କୁ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ...

ନାଚଗୀତରେ ଉତ୍ସବମୁଖର ଅମାରଙ୍ଗ ଘାଟ

ଆନନ୍ଦପୁର,୩୧।୧୨(ସ୍ବ.ପ୍ର.): ଆଦିବାସୀ ସମ୍ପ୍ରଦାୟର ଦାମୋଦର ପର୍ବ ଶୁକ୍ରବାର ପାଳିତ ହୋଇଯାଇଛି। ଏନେଇ କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଧକୋଠା ଅମାରଙ୍ଗ ଘାଟ ଉତ୍ସବ ମୁଖରିତ ହୋଇଉଠିଛି।...

ଗ୍ରାମଦେବୀଙ୍କ ଅଳଙ୍କାର ଚୋରି କରି ରାସ୍ତାରେ ଫିଙ୍ଗି ଦେଲେ

ରାଜନଗର,୨୭ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗଁାର ଆରାଧ୍ୟା ଗ୍ରାମଦେବତୀ ମା’ ଖରାଖାଇଙ୍କୁ ଜଣେ ମଦ୍ୟପ ଆସ୍ଥାନରୁ ଉଠାଇ ରାସ୍ତାରେ ଫିଙ୍ଗି ଦେବା ସହ ସୁନା,...

ପୋଖରୀରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ପାଟଣା,୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସରସକୋଲା ପଞ୍ଚାୟତ ଝିଞ୍ଜିରିନାଳି ଗ୍ରାମର ଏକ ପୋଖରୀରୁ ଶୁକ୍ରବାର ସକାଳୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ...

Advertisement
Archives

Model This Week