ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗାଁର ୨ ଜଣଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର ଅଭିଯୁକ୍ତ ସନ୍ତୋଷ ମହାନ୍ତିଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ମାମଲା (ନଂ.୬୪/୨୦) ଅନୁଯାୟୀ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସନ୍ତୋଷଙ୍କୁ ଦିଗପହଣ୍ଡି ସବ୍‌ ଜେଲକୁ ପଠାଯାଇଛି।
ସୂଚନାନୁଯାୟୀ, ସନ୍ତୋଷ ନିଜ ଗ୍ରାମ ଜକମେରୀପଲ୍ଲୀରେ ତେଜରାତି ଦୋକାନ କରିଥିବା ବେଳେ ଚୋରାରେ ବିଦେଶୀ ମଦ ବିକ୍ରି କରୁଥିଲେ। ଏ ନେଇ ଗ୍ରାମବାସୀ ଅଭିଯୋଗ କରିଥିଲେ। ଗତ ରବିବାର ସକାଳେ ଗ୍ରାମର ବିଶ୍ୱନାଥ ବେହେରା ଓ ସନ୍ତୋଷ ନାୟକ ତେଜରାତି ଦୋକାନରେ ପହଞ୍ଚି ବେଆଇନ ଭାବେ ବିଦେଶୀ ମଦ ବିକ୍ରିକୁ ବିରୋଧ କରିଥିଲେ। ଏହାକୁ ନେଇ ସନ୍ତୋଷଙ୍କ ସହ ସେମାନଙ୍କର ଯୁକ୍ତିତର୍କ ହେବା ପରେ ଏହା ଉଗ୍ରରୂପ ନେଇଥିଲା। ଫଳରେ ସନ୍ତୋଷ ମହାନ୍ତି ଉତ୍ତେଜିତ ହୋଇ ଖଣ୍ଡାରେ ଉଭୟଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଗୁରୁତର ଆହତ ଦ୍ବୟଙ୍କୁ ଗ୍ରାମବାସୀ ଉଦ୍ଧାରକରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏ ନେଇ ଏତଲା ହେବା ପରେ ଥାନା ଆଇଆଇସି ବସନ୍ତ କୁମାର ସେଠୀ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?