Posted inଜାତୀୟ

ହନିଟ୍ରାପ ଜାଲରେ ବଲିଉଡ୍‌ ଅଭିନେତ୍ରୀ

ଭୋପାଲ,୨୬।୯: ହନିଟ୍ରାପର ଖୁଲାସା ହେବା ପରେ ମଧ୍ୟପ୍ରଦେଶରେ ହଇଚଇ ସୃଷ୍ଟି ହୋଇଛି। ଏହି ମାମଲାରେ ଏସ୍‌ଆଇଟି ଟିମ୍‌ ଯାଞ୍ଚ କରୁଥିବା ବେଳେ ପ୍ରତିଦିନ ଏନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି ହନିଟ୍ରାପରେ ୪୦ଜଣ କଲ୍‌ ଗର୍ଲ ରହିଥିବା ବେଳେ ସେମାନଙ୍କ ମଧ୍ୟରେ କିଛି ବଲିଉଡ୍‌ ଅଭିନେତ୍ରୀ ଥିବା ସୂଚନା ମିଳିଛି। ସେମାନେ ବଡ଼ ବଡ଼ ନେତା ଓ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ନିଜ ଜାଲରେ ଛନ୍ଦି ଦେଉଥିଲେ। ସେମାନଙ୍କ ଜରିଆରେ ମୋବାଇଲ ଏବଂ ସ୍ପାଇ କ୍ୟାମ ଦ୍ୱାରା କରାଯାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ରେକର୍ଡିଂ କରି ବ୍ଲାମମେଲ୍‌ କରିବା ସହ ଟଙ୍କା ହଡପ କରୁଥିଲେ। ଏହି ମାମଲାର ତଦନ୍ତ ପରେ ଗିରଫ ହୋଇଥିବା ୫ ମହିଳାଙ୍କଠାରୁ ୨ଟି ଲ୍ୟାପଟପ୍‌ ଓ କିଛି ମୋବାଇଲ ଜବତ କରିଛି ପୋଲିସ। ଜବତ ହୋଇଥିବା ସାମଗ୍ରୀରୁ ଏହି ସବୁ ଭିଡିଓ ପୋଲିସକୁ ମିଳିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳକୁ ସଂକ୍ରମଣ ମୁକ୍ତ ରଖିବା ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୨ା୫(ପି.ଟି.): କରୋନା ମହାମାରୀର ମୁକାବିଲା ଲାଗି ଆଗକୁ ସନ୍ତୁଳିତ ରଣନୀତି ପ୍ରସ୍ତୁତ କରିବା ସହ ଏହାକୁ କାର୍ଯ୍ୟକାରୀ କରିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଗୋମୂତ୍ର ପିଇଲେ ଭଲ ହେବ କରୋନା: ଏମିତି କହୁଥିବା ଭାଜପା ନେତା ନିଜେ କରୋନାରେ ସଂକ୍ରମିତ

କୋଲକାତା,୧୭ ।୧୦: ପଶ୍ଚିମବଙ୍ଗ ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ତଥା ଏମ୍‌ପି ଦିଲ୍ଲିପ ଘୋଷ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏହାପରେ ତାଙ୍କୁ ଏକ...

ଭାରତମାଳା ପରିଯୋଜନାରେ ୧୨ ହଜାରରୁ ଅଧିକ କିମିର ସଡ଼କ ପଥର କାର୍ଯ୍ୟ ଶେଷ ହୋଇଛି: କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୧।୧୦: ଭାରତମାଳା ପରିଯୋଜନା ଅନ୍ତର୍ଗତ ଦେଶରେ ୧୨ ହଜାର ୪୧୩ କିମିର ସଡ଼କ ପଥର କାର୍ଯ୍ୟ ୨୦୨୦ ଅଗଷ୍ଟ ସୁଦ୍ଧା ଶେଷ ହୋଇଥିବା କେନ୍ଦ୍ର...

ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍‌ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ପାକିସ୍ତାନ ନେତାଙ୍କୁ ମିଳିଲାନି ନିମନ୍ତ୍ରଣ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ଦେଶର ଶାସନ ଭାର ନେବାକୁ ଯାଉଛନ୍ତି।...

ଜମ୍ମୁ-କଶ୍ମୀରରୁ ଟ୍ରାନ୍ସଫର୍‌ ହେବେ ଲଦାଖ ବାସିନ୍ଦା ୩୮୦ ପୋଲିସ

ନୂଆଦିଲ୍ଲୀ,୨୦।୧୦: ଜମ୍ମୁ-କଶ୍ମୀରରେ ମୁତୟନ ଥିବା ୩୮୦ ପୋଲିସଙ୍କୁ ଲଦାଖକୁ ଟ୍ରାନ୍ସଫର କରାଯିବ। ସେମାନେ ଲଦାଖର ବାସିନ୍ଦା। ଲଦାଖରେ ବିଭିନ୍ନ ଅଞ୍ଚଳ ସମ୍ପର୍କରେ ଭଲଭାବେ ସେମାନେ ପରିଚିତ...

ଡାକ୍ତରଙ୍କ ପରେ ଭାଇରାଲ ହେଉଛି ଏହି କରୋନା ଯୋଦ୍ଧାଙ୍କ ଫଟୋ

ଇନ୍ଦୋର,୫ ।୪: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣ ସମସ୍ତଙ୍କୁ ଚିନ୍ତାରେ ପକାଇଥିବା ବେଳେ କିଛି ଭଲ ଖବର ମଧ୍ୟ ସାମ୍ନାକୁ ଆସୁଛି । ଡାକ୍ତର...

ସାମ୍ନାକୁ ଆସିଲା ହାଥରସ୍‌ ଘଟଣାସ୍ଥଳର ଭିଡିଓ

ଲକ୍ଷ୍ନୌ, ୮।୧୦- ଉତ୍ତରପ୍ରଦେଶ ହାଥରସ୍‌ ଗଣବଳାତ୍କାର ମାମଲାର ତଦନ୍ତ ଚାଲିଥିବାବେଳେ ବର୍ତ୍ତମାନ ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଘଟଣାର ପରବର୍ତ୍ତୀ ସ୍ଥିତି ରେକର୍ଡ କରାଯାଇଛି।...

Advertisement


Archives

Model This Week