ହନିମୁନ୍‌ରେ ଯାଇ କୁଆଲାଲମ୍ପୁର ବିମାନବନ୍ଦରରେ ଫସିଲେ ଦମ୍ପତି: ଫେରିବା ପାଇଁ ସରକାରଙ୍କୁ ନିବେଦନ

ନବରଙ୍ଗପୁର,୧୯ା୩(ବି.ପ୍ର.): କରୋନା ଭାଇରସ୍‌ ରୋକିବା ପାଇଁ ସବୁଆଡ଼େ କଟକଣା ଲାଗୁ ହୋଇଛି। ଏଥିପାଇଁ ସ୍କୁଲ, କଲେଜ, ମଲ୍‌ ଆଦିକୁ ସାମୟିକ ବନ୍ଦ କରାଯାଇଥିବା ବେଳେ ଅଧିକାଂଶ ଟ୍ରେନ୍‌ ଓ ଫ୍ଲାଇଟ୍‌ ସେବାକୁ ବନ୍ଦ ରଖାଯାଇଛି। ଏ ନେଇ ନବରଙ୍ଗପୁର ସହରର ଏକ ଦମ୍ପତି ହନିମୁନ୍‌ରେ ଯାଇଥିଲା ବେଳେ କୁଆଲାଲମ୍ପୁର ବିମାନ ବନ୍ଦରରେ ଫସି ରହିଛନ୍ତି। ଘରକୁ ଫେରିବା ପାଇଁ ସେମାନେ ହ୍ବାଟ୍‌ସଆପ୍‌ରେ ଏକ ଭିଡିଓ ପଠାଇ ସରକାରଙ୍କୁ ନିବେଦନ କରିଛନ୍ତି l
ନବରଙ୍ଗପୁର ସହର ଅନ୍ତର୍ଗତ ଇଚ୍ଛାବତୀଗୁଡାର ଗୁପ୍ତେଶ୍ୱର ମିଶ୍ରଙ୍କ ଝିଅ ପଲ୍ଲବୀ ଫେବୃୟାରୀ ୨୬ରେ ସେହି ସାହିର ପରିମଳ ହାଲ୍‌ଦାରଙ୍କ ପୁଅ ଶଙ୍କରଙ୍କୁ ବିବାହ କରିଥିଲେ। ସେମାନେ ଗତ ୧୨ ତାରିଖରେ ହନିମୁନ୍‌ରେ ମାଲେସିଆ ଯାଇଥିଲେ। ୧୭ ତାରିଖରେ ସେମାନେ ଫେରିବାର ଥିଲା। ମାତ୍ର ଫ୍ଲାଇଟ୍‌ ସେବା ବନ୍ଦ ହୋଇଯାଇଥିବାରୁ ସେମାନେ ଫେରିପାରି ନାହାନ୍ତି। ଏ ନେଇ ଓଡ଼ିଶା ସରକାର ଓ ଭାରତ ସରକାରଙ୍କୁ ଦମ୍ପତି ଏକ ଭିଡିଓ କରି ଫେରାଇ ଆଣିବାକୁ ଅନୁରୋଧ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀ ୮ରୁ ନବମ, ଏକାଦଶ ଶ୍ରେଣୀର ପାଠପଢ଼ା

ଭୁବନେଶ୍ୱର,୧।୨(ବ୍ୟୁରୋ): ଫେବୃୟାରୀ ୮ରୁ ନବମ ଏବଂ ଏକାଦଶ ଶ୍ରେଣୀର ପାଠ ପଢ଼ା ଆରମ୍ଭ ହେବ। ସୋମବାର ଏନେଇ ସରକାର ଘୋଷଣା କରିଛନ୍ତି। ଫେବୃୟାରୀ ୮ରୁ ଏପ୍ରିଲ...

ଧାରଣାରେ ବସିଥିବା ଅଙ୍ଗନଓ୍ବାଡି କର୍ମୀଙ୍କୁ ଭେଟିଲେ ସ୍ବତନ୍ତ୍ର ବିକାଶ ପରିଷଦ ଉପଦେଷ୍ଟା

ଚିତ୍ରକୋଣ୍ଡା,୧୪ା୧୨(ଡି.ଏନ୍‌.ଏ.): ସ୍ବତନ୍ତ୍ର ବିକାଶ ପରିଷଦ ରାଜ୍ୟ ଉପଦେଷ୍ଟା ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ କରି ପ୍ରଦୀପ ମାଝି ବୁଧବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ...

ବାଲିକୁଦାରେ ଗ୍ୟାଙ୍ଗୱାର ଘଟଣା: ସାଗରଙ୍କ ଦୁଇ ସହଯୋଗୀ ଗିରଫ

ବାଲିକୁଦା,୧୩ା୧(ସ୍ବ.ପ୍ର.): ବାଲିକୁଦା ଥାନା ଅଞ୍ଚଳରେ ଗତ ୩ତାରିଖରେ ଦୁଇ ଅପରାଧୀ ଗୋଷ୍ଠୀ ସାଗର ମଲ୍ଲିକ ଓ ସମୀର ଦଳେଇଙ୍କ ମଧ୍ୟରେ ହୋଇଥିବା ଗ୍ୟାଙ୍ଗୱାର ଘଟଣାରେ ପୋଲିସ...

୩ ଦିନ କାଳିଜାଇ ଦର୍ଶନ ମନା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କାଳିଜାଇ ମନ୍ଦିର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଆଜି ଠାରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ପର୍ଯ୍ୟଟକ ଦର୍ଶନ କରିବାକୁ ବାରଣ କରାଯାଇଛି। ସଂକ୍ରମଣ ଆଶଙ୍କା...

କରୋନା ତଥ୍ୟ: ବିଶ୍ୱରେ ସଂକ୍ରମିତଙ୍କ ସଂଖ୍ୟା ୨୬ ଲକ୍ଷ ଟପିଲା, ଭାରତରେ ୨୧,୩୯୩ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୮୭ ଆକ୍ରାନ୍ତ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ସୁଦ୍ଧା ବିଶ୍ୱରେ ୨୧୦ ଦେଶ, ୨ଜାହାଜ କରୋନା କବଳିତ। ବୁଧବାର ସମଗ୍ର ବିଶ୍ୱରେ ୨୫ ଲକ୍ଷ ୭୨ହଜାର ୬୦୩ଜଣ ବ୍ୟକ୍ତି ସଂକ୍ରମିତ ଥିବା...

ପ୍ରଭାତ ତ୍ରିପାଠୀଙ୍କୁ ଇଡିର ୯ ଘଣ୍ଟା ଜେରା

ଭୁବନେଶ୍ୱର,୪।୬(ବ୍ୟୁରୋ): ଅର୍ଥତତ୍ତ୍ୱ (ଏଟି) ଚିଟ୍‌ଫଣ୍ଡ ଠକେଇ ମାମଲାରେ ବେଆଇନ ଅର୍ଥ କାରବାରକୁ ନେଇ ବରିଷ୍ଠ ବିଜେଡି ନେତା ତଥା ବାଙ୍କୀର ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ...

ଆଇଜିଆଇଟି କଲେଜ ଛାତ୍ରଙ୍କୁ ମାଡ଼ ଘଟଣା, ୫ ଅଟକ:ପ୍ରତିବାଦରେ ନିର୍ଦ୍ଦେଶକଙ୍କୁ ଘେରାଉ

ପରଜଙ୍ଗ,୧୯।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ବି-ଟେକ ୩ୟ ବର୍ଷ ଛାତ୍ର ନିର୍ମଳକୃଷ୍ଣ ଦାସଙ୍କୁ ମାଡ଼ ଘଟଣାରେ...

ଓବିସି ବର୍ଗକୁ ସାବତ ପୁଅ ଭାବୁଛନ୍ତି ରାଜ୍ୟ ସରକାର:ଭାଜପା

ଭୁବନେଶ୍ୱର୧୮।୯(ବ୍ୟୁରୋ): ଶିକ୍ଷା କ୍ଷେତ୍ରରେ ନାମଲେଖା ପାଇଁ ସଂରକ୍ଷଣ ଦେବାରେ ରାଜ୍ୟ ସରକାର ପକ୍ଷପାତିତା କରୁଛନ୍ତି। ରାଜ୍ୟର ସଂଖ୍ୟାଧିକ ଓବିସି ଏବଂ ଏସ୍‌ଇବିସିଙ୍କୁ କ୍ରମାଗତ ଭାବେ ରାଜ୍ୟ...

Advertisement
Archives

Model This Week