ହନ୍ତୁକ ପଞ୍ଚାୟତ ଅଫିସରେ ଭିଜିଲାନ୍ସ ଚଢ଼ାଉ

ପୁରୀ ଅଫିସ, ୬।୩: ପୁରୀ ସଦର ବ୍ଲକ ହନ୍ତୁକ ପଞ୍ଜାୟତ ଅଫିସରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପୂର୍ବରୁ ବିଭିନ୍ନ ଯୋଜନାରେ ଆସିଥିବା ୧୩ ଲକ୍ଷ ୭୪ ହଜାର ଟଙ୍କା ଆତ୍ମସାତ ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ଏହି ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ଖବର ଲୋଖାଯିବା ପର୍ଯ୍ୟନ୍ତ ସବିଶେଷ ତଥ୍ୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲ ଉଚ୍ଛେଦ ପାଇଁ ସର୍ଭେ ଆରମ୍ଭ

ପୁରୁଣା ଭୁବନେଶ୍ୱର,୧୬।୧୦ (ଡି.ଏନ.ଏ.):ପୁରୀ ଶ୍ରୀମନ୍ଦିର ଭଳି ଏକାମ୍ର କ୍ଷେତ୍ର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ହଟାଯିବ। ସୌନ୍ଦର୍ଯ୍ୟକରଣ ପାଇଁ ଯୋଜନାମାନ ହେବ। ଅଧିକରୁ ଅଧିକ ପର୍ଯ୍ୟଟକ...

ନଦୀ ନ ବଢି ପୋଲ ଉପରେ ପାଣି: ଯାତାୟାତରେ ଲୋକେ ହଇରାଣ

ଯୋଡ଼ା, ୨୫।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରକୁ ଦୁଇ ପାର୍ଶ୍ୱରେ ବିଭକ୍ତ କରୁଥିବା ତଥା ରାଜ୍ୟ ରାଜପଥ ନଂ ୨ରେ ଥିବା ସୁନା ନଦୀ ପୋଲ ଉପରେ...

କ୍ଷେତ୍ର ପରିଦର୍ଶନ କଲେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର

ଆସିକା,୩ା୭(ଡି.ଏନ୍‌.ଏ.)- ଆସିକା ବାଲିପଦର ମୁଖ୍ୟ ରାସ୍ତାର ବାବନପୁର ସଂଲଗ୍ନ ଗଡଗଡିଆ ପାହାଡ ପାଦ ଦେଶରେ ଆସିକା ଏନ୍‌ଏସି ପକ୍ଷରୁ ବର୍ଯ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣ ଲାଗି...

କୃତ୍ରିମ ବନ୍ୟାକୁ ବର୍ଷେ ବିତିବାକୁ ବସିଲାଣି:ଏଯାଏ ଚାଷୀଙ୍କୁ ମିଳିନି କ୍ଷତିପୂରଣ

ଆନନ୍ଦପୁର,୨୪।୭ (ସ୍ବ.ପ୍ର.)-କୃଷି ଓ କୃଷକଙ୍କ ସମସ୍ୟା ପ୍ରତି ସରକାର ଓ ପ୍ରଶାସନ ସ୍ତରରେ କିଭଳି ଅବହେଳା କରାଯାଉଛି ତାହାର ଏକ ନଜିର ପଦାକୁ ଆସିଛି। ଗତ...

ପାଚିକା ଚୟନ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା

ଭୋଗରାଇ,୧୨।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁମ୍ଭାରମୂଳୀ ପ୍ରାଥମିକ ବିଦ୍ୟାଳୟରେ ପାଚିକା ଚୟନ ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀ ଓ ଛାତ୍ରୀଛାତ୍ରମାନେ ପୂର୍ବାହ୍ନ ସ୍କୁଲ ଖୋଲିବା ପୂର୍ବରୁ...

ଜାଲ୍‌ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ...

ରୋଗୀ ନେବା ପାଇଁ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଦାବି କଲେ ଅର୍ଥ, ଭିଡିଓ ଭାଇରାଲ

ଜଳେଶ୍ୱର,୨୪।୧୦(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟର ଭୋଗରାଇ ଅଞ୍ଚଳର ଜଣେ ରୋଗୀଙ୍କୁ ଡାକ୍ତର କଟକ ସ୍ଥାନାନ୍ତର କରିଥିବା ବେଳେ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ଓ ରୋଗୀଙ୍କ...

ଅଳିଆପକାକୁ ନେଇ ବିବାଦ: ଡ୍ରାଇଭରଙ୍କୁ ବାନ୍ଧିଲେ, ଗାଡ଼ି ଅଟକ ରଖିଲେ

ଅନୁଗୋଳ ଅଫିସ, ୧୨।୯- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କଲୋନୀ ପଛପଟେ ପୌରପାଳିକା ଟ୍ରାକ୍ଟର ଅଳିଆ ପକାଇବାକୁ ନେଇ ବୁଧବାର ସୃଷ୍ଟି ହୋଇଥିଲା ବିବାଦ। କଲୋନୀବାସୀ...

Coronavirus Update

Archives

Model This Week

Why Dharitri