ହମ୍ପସ୍‌ରେ ପଡି ଜଣେ ଛାତ୍ର ମୃତ , ଜଣେ ଗୁରୁତର

ସୋହେଲା,୨୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ପୂରୁଣା ଚେକ୍‌ଗେଟ ନିକଟ ୬ ନମ୍ବର ଜାତୀୟ ରାଜପଥରେ ଏକ ସାଇକେଲ ଯୋଗେ ଯାଉଥିବା ସମୟରେ ହମ୍ପସ୍‌ରେ ପଡ଼ି ସୋହେଲା ଡିଗ୍ରୀ କଲେଜର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଯଶୋବନ୍ତ ମେହେର । ତେବେ ଗୁରୁତରଙ୍କ ପରିଚୟ ଜଣା ପଡ଼ିନାହିଁ। ଉଭୟଙ୍କୁ ଉଦ୍ଧାରକରି ସ୍ଥାନୀୟ ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ଯଶୋବନ୍ତଙ୍କୁ ମୃତ ଘୋଷଣା କରିବା ସହ ଗୁରୁତରଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

ନାବାଳିକା ଗଣବଳାତ୍କାରର ଶିକାର

ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri