Posted inଜାତୀୟ

ହରଡ଼ଘଣାରେ ମୋଦି ସରକାର: ୩ ବର୍ଷରେ ବେକାରଙ୍କ ସଂଖ୍ୟା ୮.୪ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୃଦ୍ଧି ପାଉଥିବା ବେକାରି ସମସ୍ୟା ନେଇ ସରକାର ହରଡ଼ଘଣାରେ ପଡ଼ିଛନ୍ତି। ଗତ ୩ ବର୍ଷ ମଧ୍ୟରେ ବେକାରି ସମସ୍ୟା ସର୍ବୋଚ୍ଚସ୍ତରରେ ପହଞ୍ଚିଛି। ଅଗଷ୍ଟରେ ବେକାରସ୍ତର ୮.୪ ପ୍ରତିଶତ ରହିଛି। ଏହା ପୂର୍ବରୁ ୨୦୧୬ ସେପ୍ଟେମ୍ବରରେ ବେକାରସ୍ତର ଏଭଳି ଥିଲା ବୋଲି ସେଣ୍ଟର ଫର୍‌ ମନିଟରିଙ୍ଗ୍‌ ଇଣ୍ଡିଆନ୍‌ ଇକୋନୋମି ପକ୍ଷରୁ ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସରେ ଓ୍ବାଘା ବର୍ଡରରେ ମିଠା ଦିଆନିଆ ହେଲାନି

ନୂଆଦିଲ୍ଲୀ, ୧୪।୮: ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟେଇ ଦିଆଯିବା ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ବୁଧବାର ପାକିସ୍ତାନ ସ୍ବାଧୀନତା ଦିବସ ଅବସରରେ ଅଟ୍ଟାରୀ-ଓ୍ବାଘା ବର୍ଡରରେ...

କାଉଡିଆଙ୍କ ଉପରେ ଫୁଲ ବର୍ଷା କଲେ ପୋଲିସ କର୍ମୀ

ମୁଜାଫରପୁର,୨୭।୭: ଶ୍ରାବଣ ମାସରେ ଶିବଭକ୍ତମାନେ ଶିବଙ୍କୁ ଜଳଲାଗି କରିବାକୁ କାଉଡି ଯାତ୍ରାରେ ବାହାରିଥାଆନ୍ତି। ଚଳିତ ବର୍ଷ ମଧ୍ୟ ଗତବର୍ଷ ପରି ଏହି କାଉଡିଆଙ୍କ ପାଇଁ ସ୍ବତନ୍ତ୍ର...

ରାଷ୍ଟ୍ରପତିଙ୍କ ନିକଟକୁ ଗଲା ନିର୍ଭୟା ଅଭିଯୁକ୍ତଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୬।୧୨: ରାଜଧାନୀ ଦିଲ୍ଲୀରେ ଦୀର୍ଘ ୭ ବର୍ଷ ତଳେ ଘଟିଥିବା ବହୁଚର୍ଚ୍ଚିତ ନିର୍ଭୟା ବଳାତ୍କାର ଘଟଣାର ଏବେ ସମାଧାନ ହେବାକୁ ଯାଉଛି। ହାଇଦ୍ରାବାଦ ପରେ ନିର୍ଭୟା...

ବର୍ଷକ ମଧ୍ୟରେ ଭାଜପା ହାତରୁ ଖସି ଯାଇପାରେ ପଞ୍ଚମ ରାଜ୍ୟ

ନୂଆଦିଲ୍ଲୀ,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ମତଗଣନା ସୋମବାର ସକାଳୁ ଆରମ୍ଭ ହୋଇଛି। ଏଥିରେ ସକାଳ ୧୧ଟା ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ୩୧ଟି ଆସନରେ ଆଗୁଆ...

ଜନ୍ମଦିନ ଶୁଭେଚ୍ଛା ପାଇଁ ମୋଦିଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ୫୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ ଅନେକ ଶୁଭେଚ୍ଛା ବାର୍ତ୍ତା ଆସି ପହଞ୍ଚୁଛି। ତେବେ...

କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କୁ ୟୁରୋପ୍‌ରେ ଏଣ୍ଟ୍ରି: ପୁନାଓ୍ବାଲା ଦେଲେ ଆଶ୍ୱାସନା

ନୂଆଦିଲ୍ଲୀ,୨୮।୬: ଭାରତରେ କରୋନା ଭାଇରସ ନିୟନ୍ତ୍ରଣ କରିବା ପାଇଁ ୧୮ ବର୍ଷରୁ ଅଧିକ ଲୋକଙ୍କୁ ଟିକାକରଣ କରାଯାଉଛି ଏବଂ ଅଧିକାଂଶ ଲୋକଙ୍କୁ କୋଭିଶିଲ୍ଡ ଟିକା ଦିଆଯାଉଛି।...

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ସରକାର

ଭୋପାଳ,୧୯।୪: କରୋନା ଯୁଦ୍ଧରେ ହାରିଗଲେ ଇନ୍ଦୋରର ପୋଲିସ ଇନ୍ସପେକ୍ଟର ଦେବେନ୍ଦ୍ର କୁମାର। ତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋକ ପ୍ରକାଶ କରିବା...

ଧୋନୀଙ୍କ ପରେ ଅବସର ନେଲେ ସୁରେଶ ରାଇନା

ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିବାର କିଛି ସମୟ ପରେ...

Advertisement
Archives

Model This Week