Posted inଜାତୀୟ

ହରଡ଼ଘଣାରେ ସଚିନ୍‌: କାହାକୁ ରଖିବେ କାହାକୁ ଛାଡିବେ ?

ଜୟପୁର,୨୯।୫: ଲୋକ ସଭା ନିର୍ବାଚନରେ ବିଫଳତା ପରେ ରାଜସ୍ଥାନ ଉପମୁଖ୍ୟନ୍ତ୍ରୀ ତଥା ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ସଚିନ ପାଇଲଟ ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କୁ ଏହି ୨ଟି ପଦବୀ ମଧ୍ୟରୁ ଗୋଟିକୁ ଛାଡିବାକୁ ପଡ଼ିବ। ତେବେ ତାଙ୍କର ଉପମୁଖ୍ୟମନ୍ତ୍ରୀ ପଦରୁ ହଟିବାର ଅଧିକ ସମ୍ଭାବନା ଥିବା କୁହାଯାଉଛି। ରାଜ୍ୟରେ ୨୫ଟି ଲୋକ ସଭା ଆସନ ମଧ୍ୟରୁ କଂଗ୍ରେସ ସମସ୍ତ ଆସନରେ ପରାଜୟ ସ୍ବୀକାର କରିଛି। ସେହିପରି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ସ୍ଥିତି ମଧ୍ୟ ଖରାପ ରହିଛି। ସେ ଲୋକ ସଭା ନିର୍ବାଚନରେ ରାଜସ୍ଥାନରେ ୧୩୦ ରୋଡ୍‌ ଶୋ କରିଥିଲେ। ସେଥିମଧ୍ୟରୁ ୯୩ କେବଳ ସେ ନିଜ ପୁତ୍ର ବୈଭବ ଗେହଲଟ୍‌ ପାଇଁ ଯୋଧପୁର ଆସନରେ କରିଥିଲେ। ଏନେଇ ରାହୁଲ ପରୋକ୍ଷ ଭାବେ ସୂଚନା ମଧ୍ୟ ଦେଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରେ କଂଗ୍ରେସକୁ ମିଳିବ ଗୋଟିଏ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୯ ।୫: ସାରା ଦେଶରେ ଭିନ୍ନ ଭିନ୍ନ ରାଜ୍ୟରେ ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କରାଯାଉଛି । ଏହାକୁ ନେଇ ପ୍ରାୟ ସମସ୍ତ ବଡ ବଡ...

ସୋନିଆଙ୍କୁ ଭେଟିଲେ ଜି-୨୩ ନେତା

ନୂଆଦିଲ୍ଲୀ,୨୩ା୩: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ‘ଜି-୨୩’ ନେତାମାନେ ସାକ୍ଷାତ୍‌ କରିଛନ୍ତି। ଜି-୨୩ ହେଉଛି କଂଗ୍ରେସରେ ସାଙ୍ଗଠନିକ ପରିବର୍ତ୍ତନ ଦାବି କରୁଥିବା ଅସନ୍ତୁଷ୍ଟ ଗୋଷ୍ଠୀ। ନିକଟରେ...

ଆତଙ୍କବାଦୀଙ୍କୁ ନାହିଁ ଭୟ: କଶ୍ମୀରର ୫ ଶହ ୭୫ ଯୁବକ ସେନାବାହିନୀରେ ସାମିଲ

ଶ୍ରୀନଗର,୩୧।୮: ଜମ୍ମୁ-କଶ୍ମୀରରେ ଏବେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ନାହିଁ। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ୫ ଶହ ୭୫ ଯୁବକ ସେନାରେ...

କମଲ ନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ...

ଲକଡାଉନ୍ ଯୋଗୁ ହୋଇପାରିଲାନି ଚିକିତ୍ସା: ଅନ୍ତିମ ସଂସ୍କାର ପାଇଁ ପିତାଙ୍କ ମୃତଦେହକୁ କାନ୍ଧ ଦେଲେ ୫ କନ୍ୟା

ଲକ୍ଷ୍ନୌ,୫ ।୪: ଭାରତରେ ଦେଖାଦେଇଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି । ଉତ୍ତରପ୍ରଦେଶ ଆଲିଗଡ଼ରେ...

ସ୍କୁଲ, କଲେଜ ପାଖରେ ଆନ୍ଦୋଳନ ମନା

ନୂଆଦିଲ୍ଲୀ,୯।୨: ଶିକ୍ଷାନୁଷ୍ଠାନରେ ହିଜାବ ତଥା ମୁଣ୍ଡକୁ ଘୋଡ଼ାଇବା ପାଇଁ ସ୍କାର୍ଫର ବ୍ୟବହାରକୁ ନେଇ ଚାଲିଥିବା ବୁଧବାର ସଂସଦରେ ପହଞ୍ଚିଛି। କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ସ୍କୁଲ, କଲେଜ...

ଶିକ୍ଷାନୁଷ୍ଠାନରେ ଆତ୍ମହତ୍ୟା ଘଟଣା: ସିଜେଆଇଙ୍କ ଉଦ୍‌ବେଗ

ହାଇଦ୍ରାବାଦ,୨୬।୨: ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ବଢ଼ୁଥିବାରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶନିବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜୀବନ ହାରୁଥିବା ପିଲାମାନଙ୍କ...

ସାବଧାନ! ଝିଅଙ୍କୁ ଆଖି ମାରିଲେ, ଫ୍ଲାଇଂ କିସ୍‌ କଲେ ଯିବେ ଜେଲ୍‌

ମୁମ୍ବାଇ,୧୧।୪: ଜଣେ ନାବାଳିକାଙ୍କୁ ଆଖି ମାରିବା ଓ ଫ୍ଲାଇଂ କିସ୍‌ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ମୁମ୍ବାଇର ଜଣେ ୨୦ ବର୍ଷୀୟ...

Advertisement
Archives

Model This Week