Posted inଜାତୀୟ

ହରତାଳରେ ବସିଲେ ୩ ଲକ୍ଷ ଡାକ୍ତର

ନୂଆଦିଲ୍ଲୀ, ୩୧।୭: ନ୍ୟାଶ୍‌ନାଲ ମେଡିକାଲ କାଉଂସିଲ୍‌ ବିଲ୍‌ ୨୦୧୯କୁ ବିରୋଧ କରି ବୁଧବାର ଇଣ୍ଡିଆନ୍‌ ମେଡିକାଲ ଆସୋସିଏସନ୍‌(ଆଇଏମଏ) ପକ୍ଷରୁ ଦେଶବ୍ୟାପୀ ହଡତାଳ ଘୋଷଣା କରାଯାଇଛି। ଏଥିରେ ୩ଲକ୍ଷରୁ ଅଧିକ ଡାକ୍ତର ଯୋଗଦେଇଛନ୍ତି। ଫଳରେ ଡାକ୍ତରଖାନାରେ ଓପିଡି ସେବା ବନ୍ଦ ରହିଛି। ନ୍ୟାଶ୍‌ନାଲ ମେଡିକାଲ କାଉଂସିଲ୍‌ ବିଲ୍‌ ଯୋଗୁ ଡାକ୍ତରମାନଙ୍କୁ ବହୁ ଅସୁବିଧାର ସାମ୍ନା କରିବାକୁ ପଡିବ ବୋଲି ହରତାଳରେ ବସିଥିବା ଡାକ୍ତରମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଡ୍ରୋନ୍‌ ଶତ୍ରୁଙ୍କ ତଥ୍ୟ ସହଜରେ କରିବ ସଂଗ୍ରହ

କାନପୁର,୨୩।୨: ଉତ୍ତରପ୍ରଦେଶ କାନପୁର ଆଇଆଇଟି ଏବଂ ଭାରତ ଇଲୋଟ୍ରୋନିକ୍ସ୍‌ ଲିମିଟେଡ୍‌ର ମିଳିତ ସହଯୋଗରେ ଅସରପା ଭଳି ଦେଖାଯାଉଥିବା କ୍ଷୁଦ୍ର ଡ୍ରୋନ୍‌ ପ୍ରସ୍ତୁତ କରାଯାଇଛି। ଏହା ସହଜରେ...

‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’

ଭୋପାଳ,୧୮ା୬: ରାଜ୍ୟର ପ୍ରଶାସନିକ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିବା ଯୁବ ଆଇଏଏସ୍‌ ଅଫିସର ଲୋକେଶ କୁମାର ଜାଙ୍ଗିଦ ଶୁକ୍ରବାର ମଧ୍ୟପ୍ରଦେଶରେ ପୋଲିସ ସୁରକ୍ଷା ଦାବି...

ଖୁବ୍‌ଶୀଘ୍ର ଆୟୁଷ ଭିଜା

ଗାନ୍ଧୀନଗର, ୨୧ା୪: ପାରମ୍ପରିକ ଔଷଧ ଏବଂ ଆୟୁଷ ଉତ୍ପାଦଗୁଡ଼ିକ ମାଧ୍ୟମରେ ଚିକିତ୍ସା ପଦ୍ଧତିକୁ ବିଶ୍ୱସ୍ତରରେ ପହଞ୍ଚାଇବା ନିମନ୍ତେ କେନ୍ଦ୍ର ସରକାର ଆୟୁଷ ଭିଜା ଆଣିବେ। ଏହା...

ମୋଦିଙ୍କୁ ମନିଅର୍ଡର କରିଥିବା କୃଷକ ଏବେ ଗଡକରୀଙ୍କୁ କୃଷିମନ୍ତ୍ରୀ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି

ନୂଆଦିଲ୍ଲୀ,୨୮।୫: ଗତବର୍ଷ ନିଜର ଫସଲ ବିକ୍ରିକରି ଆୟ କରିଥିବା ଅର୍ଥକୁ ରାଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମନିଅର୍ଡର କରିଥିବା କୃଷକ ଏବେ ପୁଣି ଥରେ ଆସିଛନ୍ତି...

ରୁହନ୍ତୁ ସାବଧାନ ! ଫୁସ୍‌ଫୁସ୍‌ ସହିତ ଏସବୁ ଅଙ୍ଗକୁ ବି ପ୍ରଭାବିତ କରେ କରୋନା…

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଭାରତରେ ପରିସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ଭୂତାଣୁ ମୁଖ୍ୟତଃ ଫୁସ୍‌ଫୁସ୍‌କୁ...

ସରକାରୀ ସ୍କୁଲ-କଲେଜରେ ମୁସଲମାନଙ୍କ ପାଇଁ ୫ ପ୍ରତିଶତ ସଂରକ୍ଷଣ

ମୁମ୍ବାଇ,୨୮।୨: ମହାରାଷ୍ଟ୍ରର ସରକାରୀ ସ୍କୁଲ ଓ କଲେଜରେ ମୁସଲମାନଙ୍କ ପାଇଁ ୫ ପ୍ରତିଶତ ସଂରକ୍ଷରକୁ ଉଦ୍ଧବ ସରକାରଙ୍କ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏନ୍‌ସିପିର ରାଷ୍ଟ୍ରୀୟ...

ମୋଦିଙ୍କୁ ଶହୀଦ ପତ୍ନୀଙ୍କ ଅନୁରୋଧ: ଆମକୁ ବିଜୟୀ ହେବାକୁ ପଡିବ

ନୂଆଦିଲ୍ଲୀ,୩।୭: ଲଦ୍ଦାଖ ସୀମାରେ କର୍ନଲ ସନ୍ତୋଷ ବାବୁଙ୍କ ବଳିଦାନ ସମଗ୍ର ଦେଶବାସୀଙ୍କ ଆକ୍ରୋଶକୁ ଦ୍ୱିଗୁଣା କରିଥିଲା। ଏବେ ପ୍ରତିଟି ଭାରତୀୟ ଚାଇନାକୁ ବୁଦ୍ଧି ଶିଖାଇବାକୁ ଚାହୁଁଛନ୍ତି।...

ଉଦ୍ୟୋଗପତି ରାହୁଲ ବଜାଜ୍‌ଙ୍କ ପରଲୋକ…

ପୁଣେ, ୧୨।୨ : ଖ୍ୟାତି ସମ୍ପନ୍ନ ଉଦ୍ୟୋଗପତି ତଥା ବଜାଜ୍‌ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ରାହୁଲ ବଜାଜ୍‌ଙ୍କ ପରଲୋକ ଘଟିଛି। ଶନିବାର ପୁଣେଠାରେ ସେ ଶେଷ...

Advertisement
Archives

Model This Week