Posted inଜାତୀୟ

ହରତାଳରେ ବସିଲେ ୫ ଲକ୍ଷ ଡାକ୍ତର: ରୋଗୀ ସେବା ବାଧାପ୍ରାପ୍ତ

ନୂଆଦିଲ୍ଲୀ,୧୭।୬: ସାରା ଦେଶରେ ଡାକ୍ତର ଆନ୍ଦୋଳନ ଜୋର ଧରିଛି। ପଶ୍ଚିମବଙ୍ଗରୁ ଆରମ୍ଭ ହୋଇ ଏହା ସାରା ବ୍ୟାପିଛି। ସୋମବାର ପ୍ରାୟ ୫ ଲକ୍ଷ ଡାକ୍ତର ହରତାଳରେ ବସିଛନ୍ତି। ଇଣ୍ଡିଆନ୍‌ ମେଡିକାଲ ଆସୋସିଏସନ୍‌ ପକ୍ଷରୁ ଦିଆଯାଇଥିବା ଏହି ଧର୍ମଘଟରେ ଦିଲ୍ଲୀ ମେଡିକାଲ ଆସୋସିଏସନ୍‌ର ୧୮ ହଜାର ଡାକ୍ତରଙ୍କ ସମେତ ଏମ୍ସର ଡାକ୍ତରମାନେ ମଧ୍ୟ ସାମିଲ ଅଛନ୍ତି। ଡାକ୍ତରଙ୍କ ହରତାଳ ଯୋଗୁ ରୋଗୀ ବାଧାପ୍ରାପ୍ତ ହୋଇଛି। ଡାକ୍ତରଙ୍କ ଉପରକୁ ହେଉଥିବା ଆକ୍ରମଣ ପ୍ରତିବାଦରେ ଏହି ହରତାଳ କରାଯାଇଛି। ଏନେଇ ଏକ ସ୍ବତନ୍ତ୍ର ଆଇନ୍‌ ଅଣାଯାଉ ବୋଲି ଡାକ୍ତରମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri