Posted inଖେଳ

ହରଭଜନଙ୍କୁ କ୍ୟାନ୍‌, କୁଡ୍‌ ମଧ୍ୟରେ ପାର୍ଥକ୍ୟ ଜଣା ନ ଥିଲା

ଜଣେ ଇଂଲିଶ ଭାଷାରେ ଦୁର୍ବଳ ହେବା ଆମ ଦେଶରେ କିଛି ନୂଆ ନୁହେଁ। ଅନେକ ଶିକ୍ଷାର୍ଥୀଙ୍କୁ ଇଂଲିଶ ଭାଷାର ସାଧାରଣ ଓ୍ବାର୍ଡ ଯଥା କ୍ୟାନ୍‌ ଓ କୁଡ୍‌ ମଧ୍ୟର ଫରକ ଜଣା ନ ଥାଏ। ସମାନ ସମସ୍ୟା ଥିଲା ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂଙ୍କ। ସେ ମଧ୍ୟ ଇଂଲିଶ ଭାଷାରେ ଦୁର୍ବଳ ଥିଲେ। ଉଭୟ ଶବ୍ଦର ଅର୍ଥ ପ୍ରାୟତଃ ନିଶ୍ଚିତ ପାରିବ। କିନ୍ତୁ ଏକଥା ଟର୍ବୋନେଟର ଭାବେ ଜଣାଶୁଣା ଭଜିଙ୍କୁ ଜଣା ନ ଥିଲା। ଏହା ସେ ଲୋକପ୍ରିୟ କମେଡି ଶୋ ‘ଦ କପିଲ ଶର୍ମା ଶୋ’ରେ ସ୍ବୀକାର କରିଥିଲେ। ମାତ୍ର ତାଙ୍କ ସ୍ତ୍ରୀ ଗୀତା ବାସରା ଇଂଲିଶ ଭାଷାରେ ପାରଙ୍ଗମ। ତାଙ୍କ ସହାୟତା ଓ କମେଣ୍ଟ୍ରି କରି କରି ତାଙ୍କ ଇଂଲିଶରେ ସୁଧାର ଆଣିଥିଲେ ବୋଲି ସେ କହିଥିଲେ। କେବଳ ହରଭଜନଙ୍କ ଇଂଲିଶ ଭାଷାରେ ଦୁର୍ବଳତା ଥିଲା, ତା ନୁହେଁ କିମ୍ବଦନ୍ତୀ ସଚିନ ତେନ୍ଦୁଲକର, ବୀରେନ୍ଦ୍ର ସେହ୍ବାଗ, ମହମ୍ମଦ କୈଫ ମଧ୍ୟ ସମାନ ସମମ୍ୟାର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri