ଭୋପାଳ, ୨୬।୬: ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ହରର ସିରିଏଲ ଦେଖି ଭୋପାଳର ଜଣେ ୧୨ ବର୍ଷର ଝିଅ ଆତ୍ମହତ୍ୟା କରିଛନ୍ତି। ସିରିଏଲରେ ଆତ୍ମହତ୍ୟାର ପ୍ରତି ସିନ୍ ଫଲୋ କରି ସେ ଆତ୍ମହତ୍ୟା କରିଛନ୍ତି ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ପରିବାର ଲୋକେ ନିଜ କାମରେ ବ୍ୟସ୍ତ ଥିବାବେଳେ ପିଲାମନେ ଟିଭି ଦେଖି ଖେଳୁଥିଲେ। ଟିଭିରେ ଏକ ହରର୍ ସିରିଏଲରେ ଆତ୍ମହତ୍ୟା ସିନ୍ ଚାଲିଥିବାବେଳେ ମୃତ ଝିଅଟି ବାସ୍ତବରେ ଷ୍ଟୁଲ ରଖି ରଶି ସାହାଯ୍ୟରେ ସେପରି କରିବାକୁ ଚେଷ୍ଟା କରିଥିଲେ। କିଛି ସମୟପରେ ପରିବାର ଲୋକେ ଦେଖି ତୁରନ୍ତ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏଇ ଭାରତରେ
ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...
ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…
ଇସଲାମାବାଦ୍,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...
ବିଶ୍ୱ ଓ ବର୍ଷାନ୍ତର
ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...
ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …
ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...
ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ
ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...
ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ
ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…
ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...
Archives


