ହରିକୃଷ୍ଣପୁରରେ ଦୋଳପୂର୍ଣିମା, ପାଞ୍ଜିପଢ଼ା

ଶେରଗଡ଼,୧୦ା୩(ଡି.ଏନ.ଏ.)-ଶେରଗଡ଼ ନିକଟସ୍ଥ ହରିକୃଷ୍ଣପୁର ଗ୍ରାମରେ ସୋମବାର ଦୋଳପୂର୍ଣିମା ଓ ପାଞ୍ଜିପଢ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ରାଧା କୃଷ୍ଣଙ୍କୁ ଦୋଳ ବିମାନରେ ବସାଯାଇ ଗ୍ରାମ ପରିକ୍ରମା କରାଯାଇଥିଲା। ପରେ ଗ୍ରାମ ପୂର୍ବ ପଟେ ଥିବା ଦୋଳବେଦିକୁ ଅଣାଯାଇ ଠାକୁରଙ୍କୁ ଝୁଲାଯାଇ ସାମୂହିକ ପୂଜାର୍ଚ୍ଚନା ହୋଇଥିଲା। ପଣ୍ଡିତ ଶରତ ଚନ୍ଦ୍ର ମିଶ୍ରଙ୍କ ଦ୍ୱାରା ପାଞ୍ଜିକୁ ପାଠ କରାଯାଇଥିଲା। ଟ୍ରଷ୍ଟି ବିପ୍ରଚରଣ ମିଶ୍ର, ରଜନୀକାନ୍ତ ତ୍ରିପାଠୀ, ପ୍ରଦ୍ୟୁମ୍ନ କୁମାର ଷଡ଼ଙ୍ଗୀଙ୍କ ସମେତ ଗ୍ରାମବାସୀଙ୍କ ଉପସ୍ଥିତିରେ ଦୋଳପୂର୍ଣ୍ଣିମା ପାଳିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ-ପୋଲିସ ମୁହାଁମୁହିଁ

ସମ୍ବଲପୁର,୨୯।୭(ବ୍ୟୁରୋ): କରୋନା କଟକଣା ଯୋଗୁ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ ରୋକ୍‌ ଲାଗିଛି। ହେଲେ ମଙ୍ଗଳବାର ବିଧାୟକ ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଭାଜପା...

ନୂଆ ରୂପରେ ଚମକିଲା ଲୋକୋମୋଟିଭ୍‌ ଇଞ୍ଜିନ

ପୁରୀ ଅଫିସ,୧୯।୮: ପୁରୀ ସହରରେ ବ୍ରିଟିଶ ଅମଳରୁ ରହିଥିବା ଐତିହ୍ୟ ସମ୍ପନ୍ନ ତଥା ବହୁ ପୁରାତନ ଲୋକୋମୋଟିଭ୍‌ ଇଞ୍ଜିନକୁ ପୁଣି ଥରେ ନୂଆ ରୂପରେ ସଜେଇ...

ଉତ୍ତର ଘୁମୁସର ବନଖଣ୍ଡ ଜଳୁଛି

ଭଞ୍ଜନଗର,୩ା୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଦୁର୍ଗାପ୍ରସାଦ ଏବଂ ମୁଜାଗଡ ସେକ୍ସନର ଏକାଧିକ ଜଙ୍ଗଲରେ ଗୁରୁବାର ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଦୁର୍ଗାପ୍ରସାଦ...

ସରକାରୀ ଜମିରୁ ମାଟି ଉଠାଣ

ରୂପସା, ୨୯।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ବସ୍ତା ବ୍ଲକ ନଟାକଟା ଗ୍ରାମରେ ଥିବା ସରକାରୀ ଜମିରୁ ବେଆଇନ ଭାବେ ମାଟି ଉଠାଇ ଚାଲାଣ ହେଉଥିବା ଅଭିଯୋଗ ହୋଇଛି।...

ବିଜୁ, ବିକାଶ ଭବନରେ ନିୟମକୁ ଫୁ: ଅଧିକାରୀଙ୍କ ଆଗରେ ଭାଙ୍ଗୁଛି କରୋନା ନିୟମ

କଟକ ଅଫିସ,୨୩।୮: କଟକ ସହରରେ ପ୍ରତିଦିନ ଶହ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କଟକ ମହାନଗର ନିଗମ (ସିଏମ୍‌ସି) ସହରରେ କରୋନା ନିୟନ୍ତ୍ରଣ ଓ...

ରଘୁନାଥପୁର ପଞ୍ଚାୟତ ସମିତି: ହୋହଲ୍ଲା, ଚେୟାର ଫୋପଡ଼ା ଫୋପଡ଼ିରେ ସରିଲା ବୈଠକ

ରଘୁନାଥପୁର, ୧୦।୧ (ଡି.ଏନ୍‌.ଏ.)-ରଘୁନାଥପୁର ପଞ୍ଚାୟତ ସମିତିର ୫ମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଦୁଇଗୋଷ୍ଠୀ ମଧ୍ୟରେ କଟାକଟା, ହୋହଲ୍ଲା ଓ ବୈଠକ ଗୃହରେ ଚେୟାର ଫୋପଡ଼ା...

ଉଦ୍‌ଘାଟିତ ହେଲା ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ

କଟକ ଅଫିସ,୧୦।୧୧: ବାରଙ୍ଗ ବ୍ଲକ ଅରିଲୋ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍‌ଘାଟନ କରିଛନ୍ତି। ୩୦୦ କୋଟି ଟଙ୍କା...

ଭିଜିଲାନ୍ସ ଜାଲରେ ଭେଡେନ ତହସିଲ ଅମିନ

ବରଗଡ଼ ଅଫିସ, ୧୮।୨- ବରଗଡ଼ ଜିଲା ଭେଡେନ ତହସିଲ ଅଫିସରେ କାର୍ଯ୍ୟରତ ଅମିନ ଲଲିତ ମେହେର ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜମି ଚିହ୍ନଟ(ଡିମାରକେଶନ)...

Advertisement
Archives

Model This Week