ହରିଡ଼ାଖଣ୍ଡିରେ ବାର୍‌ହା ଆତଙ୍କ: ଧରିବାକୁ ଯାଇ ବନକର୍ମଚାରୀଙ୍କ ସମେତ ୯ ଆହତ

ବ୍ରହ୍ମପୁର ଅଫିସ,୩୦।୩- କରୋନା ଭାଇରସକୁ ନେଇ ସାରା ବିଶ୍ୱ ଆତଙ୍କିତ ଥିବାବେଳେ ସୋମବାର ସକାଳୁ ବ୍ରହ୍ମପୁରରେ ଦେଖାଦେଇଥିଲା ବାର୍‌ହା ଆତଙ୍କ। ବ୍ରହ୍ମପୁର ହରିଡାଖଣ୍ଡି ଗୌଡ଼ସାହି ଲକ୍ଷ୍ମୀ ନୃସିଂହ ମଠର ତାପବନରେ ଦୁଇଦିନ ଧରି ଏକ ବାର୍‌ହା ବୁଲୁଥିବାରୁ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଥିଲେ। ଖବର ପାଇ ବନବିଭାଗ ଅଧିକାରୀ ସକାଳୁ ପହଞ୍ଚତ୍ ବାର୍‌ହା ଧରିବା ଅଭିଯାନ ଚଳାଇଛନ୍ତି। ଦୁଇଦିନ ମଧ୍ୟରେ ଅଞ୍ଚଳର ୭ ଜଣଙ୍କ ସମେତ ୨ଜଣ ବନ କର୍ମଚାରୀ ବାର୍‌ହା ଆକ୍ରମଣରେ ସାମାନ୍ୟ ହୋଇଛନ୍ତି। ଏହାକୁ କାବୁ କରିବାକୁ ଉଦ୍ୟମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ଜିଲାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ: କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା ହେଲା ସାନତ୍ରିଲୋଚନପୁର ଓ ସଇପୁର

ଯାଜପୁର ଅଫିସ,୧୪।୪: ରାଜ୍ୟରେ ଚିହ୍ନଟ ହୋଇଥିବା ୫୬ ନମ୍ବର କରୋନା ଆକ୍ରାନ୍ତ ଯାଜପୁର ଜିଲା ଯାଜପୁର ବ୍ଲକ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମର। ଏ ନେଇ...

ଡ୍ରାଇଭରଙ୍କୁ ହତ୍ୟା ଘଟଣା : ଢାବା କର୍ମଚାରୀ ଗିରଫ

ସୋନପୁର,୨୪।୮(ନି.ପ୍ର.) : ଡ୍ରାଇଭରଙ୍କୁ ହତ୍ୟା ଘଟଣାରେ ସୋନପୁର ଟାଉନ ପୋଲିସ ଅଭିଯୁକ୍ତ ସୁଶାନ୍ତ ଗୁରୁ(୨୦)ଙ୍କୁ ଗିରଫ କରିଛି। ଶନିବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୁଶାନ୍ତଙ୍କ...

ହାତୀ ପାଇଁ ଚାଷଜମି ନଷ୍ଟ,ଚିନ୍ତାରେ ଚାଷୀ

କପ୍ତିପଦା,୧୬ା୧୧(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତ ମାହାରାସାହି କଟୁରିଆ ଗ୍ରାମରେ ଶିମିଳିପାଳରୁ ଆସିଥିବା ହାତୀ ପଶି ବ୍ୟାପକ ଚାଷଜମି ନଷ୍ଟ କରିଛନ୍ତି। ଏଥିନେଇ ଚାଷୀମାନେ...

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଅବ୍ୟବସ୍ଥା: ପ୍ରକାଶ ପାଉନି ପରୀକ୍ଷା ଫଳ

ବ୍ରହ୍ମପୁର ଅଫିସ୍‌,୩୦ା୫-ପ୍ରତିଷ୍ଠା ପରଠାରୁ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାଜ୍ୟ ସରକାରଙ୍କ ତରଫରୁ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଗଲା। କିନ୍ତୁ ଆନୁଷଙ୍ଗିକ କୌଣସି...

ରାମଚଣ୍ଡୀ ବିଦ୍ୟାନିକେତନ: ଶ୍ରାଦ୍ଧବାର୍ଷିକ ଉତ୍ସବକୁ ନେଇ ବିବାଦ

ଡେରାବିଶ,୧୫ା୩ (ସ୍ବ.ପ୍ର.): ଡେରାବିଶ ବ୍ଲ୍ଳକ ଅଧୀନ ଛୋଟି ଗଁାସ୍ଥିତ ରାମଚଣ୍ଡୀ ବିଦ୍ୟାନିକେତନରେ ବୁଧବାର ପବିତ୍ର କୁମାର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ଓ ଛାତ୍ରୀଛାତ୍ରଙ୍କୁ ମେଧାବୃତି କାର୍ଯ୍ୟକ୍ରମ...

କାମଦେଲା ଉପ ଜିଲାପାଳଙ୍କ ନିର୍ଦ୍ଦେଶ: ଜବରଦଖଲ ଉଚ୍ଛେଦ, ଡ୍ରେନ୍‌ ସଫା ଆରମ୍ଭ

ଭଞ୍ଜନଗର,୨୫।୬(ଡି.ଏନ.ଏ.)- ଭଞ୍ଜନଗର ସହରର ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥାକୁ ନେଇ କିଛିମାସ ହେଲା ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତଥାପି ଏନ୍‌ଏସି ପ୍ରଶାସନ ଏହାର ସୁଧାର ପାଇଁ...

ଡେଙ୍ଗୁ ନିରାକରଣ ଚିନ୍ତା: ସଚେତନତା ଅଭିଯାନକୁ ବ୍ୟାପକ କରିବାକୁ ଗୁରୁତ୍ୱ

ସୋନପୁର,୧୯।୭(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଡେଙ୍ଗୁ ନିରାକରଣ ମାସ ଉପଲକ୍ଷେ ଜିଲାସ୍ତରୀୟ ସଚେତନତା ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସଭାରେ ଅଧ୍ୟକ୍ଷତା କରି...

ଆର୍‌ଟିଓ, ମେଡିକାଲରୁ ୨ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୭।୯: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗୁରୁବାର ଭଦ୍ରକ ଜିଲା ଚିକିତ୍ସାଳୟରୁ ୪ ଦଲାଲଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଥିଲା। ଶୁକ୍ରବାର ଏହି...

Advertisement
Archives

Model This Week