ହରିଣ ମାଂସ ଜବତ: ୨ ଅଟକ

ଆନନ୍ଦପୁର,୨୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତନେଇପାଳ ଗ୍ରାମରୁ ସୋମବାର ୨ ଶିକାରୀଙ୍କୁ ବନ ବିଭାଗ କାବୁ କରିବା ସହିତ ସେମାନଙ୍କଠାରୁ କଟା ହରିଣ ମାଂସ ଜବତ କରିଛି। ଶିକାରୀ ଦ୍ୱୟ ହେଲେ ଉକ୍ତ ଗ୍ରାମର ଦୁର୍ଗା ବିନ୍ଧାଣୀଙ୍କ ପୁଅ ଗୋପବନ୍ଧୁ(୨୮), ବୁଧୁ ମହାନ୍ତଙ୍କ ପୁଅ ଶରତ(୩୦)। ଉଭୟଙ୍କୁ ଅଟକ ରଖାଯାଇ ପଚରାଉଚରା ଜାରିରହିଛି। ସୂଚନାଯୋଗ୍ୟ, ନିକଟସ୍ଥ ସନ୍ତୋଷପୁର ସଂରକ୍ଷିତ ଜଙ୍ଗଲରୁ ଗୋପବନ୍ଧୁ ଓ ଶରତ ଏକ ହରିଣକୁ ଶିକାରକରି ମାଂସ ବିକୁଥିବା ନେଇ ବନବିଭାଗ କର୍ମଚାରୀ ଖବର ପାଇଥିଲେ। ଯୁବକ ଦ୍ୱୟ କଟା ମାଂସ ଧରି ଘରକୁ ଫେରୁଥିବାବେଳେ ବନ ବିଭାଗ କର୍ମଚାରୀ ଚଢ଼ାଉ କରି ତାଙ୍କୁ କାବୁ କରିଛନ୍ତି। ଡିଏଫ୍‌ଓ ଅଜିତ୍‌ ଶତପଥୀଙ୍କ ନିର୍ଦ୍ଦେଶ କ୍ରମେ ହୋଇଥିବା ଏହି ଚଢ଼ାଉରେ ଏସିଏଫ୍‌ ପ୍ରଫୁଲ୍ଲ କୁମାର ମଲ୍ଲିକ, ରେଞ୍ଜର ପ୍ରଶାନ୍ତ କୁମାର ସ୍ବାଇଁ, ଫରେଷ୍ଟର ଶ୍ୟାମସୁନ୍ଦର ସାହୁ, ନବକିଶୋର ନାୟକ, ସଙ୍ଗୀତାରାଣୀ ଶାସିନୀ, ଫରେଷ୍ଟଗାର୍ଡ ସବ୍ୟସାଚୀ ଜେନାଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲରେ ଗଳିପୋଲ

ରସୁଲପୁର,୨୫।୯(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ପଞ୍ଚାୟତ ଗଣେଶ ବଜାର ନିକଟସ୍ଥ ୧୬ନମ୍ବର ଜାତୀୟ ରାଜପଥ ଗଳିପୋଲକୁ ଜବରଦଖଲ କରାଯାଉଛି। ବ୍ୟବସାୟୀମାନେ ପରିବା ପରିବହନ କରିବାରେ...

ଅଜଣା ରୋଗରେ ଛାତ୍ରଙ୍କ ମୃତ୍ୟୁ

ମାଥିଲି/ ମାଲକାନଗିରି,୧୪ା୯ (ଡି.ଏନ୍‌.ଏ.): ଗତ ଦୁଇ ସପ୍ତାହ ଧରି ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗ ବ୍ୟାପିଛି। ତେବେ...

ଭାରତ ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

କେସିଙ୍ଗା,୮।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଥିବା ବେଳେ ଏହାର ଆଂଶିକ ପ୍ରଭାବ ପଡ଼ିଛି।...

କୋଏଲ ନଦୀରେ ବୁଡ଼ି ନାବାଳକଙ୍କ ଜୀବନଗଲା

ରାଉରକେଲା,୭।୭(ସଂଗୀତା ଜେନା): ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ଜମସେରା ଘାଟ କୋଏଲ ନଦୀରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖବରପାଇ ଘଟଣାସ୍ଥଳରେ ରାଉରକେଲା ଅଗ୍ନିଶମ ଟିମ୍‌...

୨ ଲକ୍ଷ ୮୭ ହଜାର ଲୁଟିନେଲେ ଦୁର୍ବୃତ୍ତ: ଲୁଟେରାଙ୍କ ସୁରାକ ପାଉନି ପୋଲିସ

ପଟ୍ଟାମୁଣ୍ଡାଇ,୨୫।୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ବ୍ରାହ୍ମଣୀ ବନ୍ୟା ସୁରକ୍ଷା ବନ୍ଧର ବକ୍ତାରପୁର କେନାଲ ପୋଲ ନିକଟରୁ ରବିବାର ଅପରାହ୍ନ ୧ଟା ବେଳେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ...

ମିଶନ ଶକ୍ତି ମିଲେଟ୍‌ ଆଉଟଲେଟ୍‌ ଉଦ୍‌ଘାଟିତ

ଛତ୍ରପୁର,୨।୫( ଡିଏନଏ ): ଗଞ୍ଜାମ ଜ଼ିଲା ହେଡକ୍ୱାର୍ଟର ଛତ୍ରପୁର ଠାରେ ପ୍ରଥମ କରି ମିଶନ ଶକ୍ତି ମିଲେଟ୍‌ ଆଉଟଲେଟ୍‌ ଓ ମିଶନ ଶକ୍ତି କାଫେ ମଙ୍ଗଳବାର...

ସମନ୍ବିତ ଶିଶୁ ବିକାଶ ସେବା ଯୋଜନା ବାଟବନା:ଭଡ଼ା ଘରେ ଚାଲିଛେ ୩ ଅଙ୍ଗନଓ୍ବାଡି କେନ୍ଦ୍ର

ସିନାପାଲି, ୨୯।୭ (ଡି.ଏନ୍‌.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଅନେକ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜର ଘର ନଁାଇଁନ। ଯେନ୍‌ଥିରଲାଗି ଅନେକ କେନ୍ଦ୍ର ଭଡ଼ା ଘରେ ଚାଲୁଥିଲାବେଲେ...

କୋଟିଆ ଲୋଭ ଛାଡୁନାହିଁ ଆନ୍ଧ୍ର

ପଟ୍ଟାଙ୍ଗୀ, ୨୦ା୧୦(ଡି.ଏନ୍‌.ଏ.): ଆନ୍ଧ୍ର ଆଖିରେ ଲାଖିଯାଇଛି କୋଟିଆ ଲୋଭ। ସେଇଥିପାଇଁ କଳେବଳେ, କୌଶଳେ ଓଡ଼ିଶାର ପ୍ରାଚୁର୍ଯ୍ୟଭରା ଭୂଖଣ୍ଡକୁ ହାତେଇବା ପାଇଁ ଗୋଟିଏ ପରେ ଗୋଟିଏ ଚକ୍ରାନ୍ତ...

Advertisement
Archives

Model This Week