Posted inଜାତୀୟ

ହରିୟାଣାରେ ପବନରେ ହେବ ଆଳୁ ଚାଷ

କରନାଲ,୨୪।୧୨: ସାଧାରଣତଃ ମାଟିରେ ଆଳୁ ଚାଷ ହୋଇଥାଏ। ତେବେ ଏବେ ହରିୟାଣାରେ ପବନରେ ଆଳୁ ଚାଷ କରାଯିବ। ସାଧାରଣ ଆଳୁ ତୁଳନାରେ ଏହି ପ୍ରକାର ଚାଷରେ ଉତ୍ପାଦନ ୧୦ରୁ ୧୨ ଗୁଣା ଅଧିକ ହେବ ବୋଲି କରନାଲସ୍ଥିତ ଆଳୁ ଗବେଷଣା କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୦୨୦ ସୁଦ୍ଧା ଚାଷୀଙ୍କୁ ଏନେଇ ବିହନ ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯିବ। ଏହି ଆଳୁର ଆକାର ସାଧାରଣ ଆଳୁଠାରୁ ଛୋଟ ହେବ। ଗୋଟିଏ ଗଛରୁ ୪୦ରୁ ୬୦ ପର୍ଯ୍ୟନ୍ତ ଛୋଟ ଆଳୁ ଉତ୍ପାଦନ କରାଯାଇପାରିବ ବୋଲି ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାବୋଧି ମନ୍ଦିର ବିସ୍ଫୋରଣ: ୮ ଦୋଷୀଙ୍କୁ ଦଣ୍ଡବିଧାନ, ୩ଙ୍କୁ ଆଜୀବନ, ୫ଙ୍କୁ ୧୦ ବର୍ଷ ଜେଲ

ପାଟନା,୧୭ ।୧୨: ବିହାରର ବୋଧ ଗୟା ସ୍ଥିତ ମହାବୋଧି ମନ୍ଦିରରେ ୨୦୧୮ରେ ହୋଇଥିବା ବିସ୍ଫୋରଣ ମାମଲାରେ ପାଟନାର ବିଶେଷ ଏନ୍‌ଆଇଏ ଅଦାଲତ ଶୁକ୍ରବାର ଦୋଷୀଙ୍କୁ ସଜା...

ମହଙ୍ଗା ହେଲା ବିମାନ ଯାତ୍ରା: ସର୍ବନିମ୍ନ ଭଡ଼ା ୧୬ ପ୍ରତିଶତ ବୃଦ୍ଧି …

ନୂଆଦିଲ୍ଲୀ,୨୯।୫: କରୋନା ସଙ୍କଟ ସମୟରେ ଦେଶରେ ବିମାନ ଯାତ୍ରା ମହଙ୍ଗା ହୋଇଛି। ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଭିନ୍ନ ଭିନ୍ନ...

ଡାମନ୍‌-ଡିୟୁ ଏବଂ ଦାଦର-ନଗର ହବେଲିର ହୋଇପାରେ ମିଶ୍ରଣ: ମୋଦି ସରକାରଙ୍କ ନୂଆ ଯୋଜନା !

ନୂଆଦିଲ୍ଲୀ,୨୩।୧୧: ଜମ୍ମୁ-କଶ୍ମୀର ଏବଂ ଲଦାଖକୁ ଦୁଇ ଭିନ୍ନ ଭିନ୍ନ କେନ୍ଦ୍ର ଶାସିତ ଅଞ୍ଚଳ କରିବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଡାମନ୍‌-ଡିୟୁ ଏବଂ...

ଦୁର୍ଘଟଣା ନା ଷଡ଼ଯନ୍ତ୍ର ? ଶିବସେନା-ପୂର୍ବତନ ବ୍ରିଗେଡ଼ିୟରଙ୍କ ପ୍ରଶ୍ନ…

କୁନ୍ନୁର,୯।୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣା ପରେ ସିଡିଏସ ଜେନେରାଲ ବିପିନ ରାୱତଙ୍କ ସମେତ ୧୧ ଜଣ ଅଧିକାରୀ ଶହୀଦ୍‌ ହୋଇଛନ୍ତି। ଏଥିରେ ରାଓ୍ବତଙ୍କ ସ୍ତ୍ରୀ...

ବିଳାଶପୂର୍ଣ୍ଣ ହୋଟେଲ କିଣିଲେ ମୁକେଶ ଅମ୍ବାନୀ, ଦିନକର ଭଡା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧: ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ ଆମେରିକାର ନ୍ୟୁୟର୍କ ସହରରେ ଥିବା ମାଣ୍ଡାରିନ ଓରିଏଣ୍ଟାଲ ହୋଟେଲ କିଣିଛନ୍ତି। ଏହି ହୋଟେଲକୁ ସେ ୭୨୮...

ରବିନା ଟଣ୍ଡନଙ୍କ ବିରୋଧରେ ମାମଲା

ବିଡ୍‌ (ମହାରାଷ୍ଟ୍ର),୨୯ା୧୨: ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ, ଚଳଚ୍ଚିତ୍ର ନିର୍ଦ୍ଦେଶକ ଫାରା ଖାନ୍‌ ଏବଂ ହାସ୍ୟାଭିନେତା ଭାରତୀ ସିଂଙ୍କ ବିରୋଧରେ ଶନିବାର ମହାରାଷ୍ଟ୍ରର ବିଡ୍‌ରେ ମାମଲା...

୭ମ ଶ୍ରେଣୀ ଛାତ୍ରୀ ଆରୋହଣ କଲେ ୬୯୬୨ ମିଟର ଉଚ୍ଚା ଗିରିଶୃଙ୍ଗ

ମୁମ୍ବାଇ/ଓ୍ବାଶିଂଟନ, ୯।୨: ଜଣେ ୭ ଶ୍ରେଣୀ ଛାତ୍ରୀ ଦକ୍ଷିଣ ଆମେରିକାର ସର୍ବୋଚ୍ଚ ଗିରିଶୃଙ୍ଗ ମାଉଣ୍ଟ୍‌ ଆକୋନ୍‌କାଗୁଆ ଆରୋହଣ କରିଛନ୍ତି। ମୁମ୍ବାଇର ନୌସେନା ସ୍କୁଲରେ ପଢୁଥିବା ଛାତ୍ରୀ...

ଡେଙ୍ଗୁ, ମ୍ୟାଲେରିଆ ମମତାଙ୍କ ବନ୍ଧୁ: ଶାହା

ନୂଆଦିଲ୍ଲୀ,୨୫।୩: ୫ଟି ରାଜ୍ୟସଭା ନିର୍ବାଚନ ପାଇଁ ବର୍ତ୍ତମାନ ଜୋର୍‌ଦାର ପ୍ରଚାର ଚାଲିଛି। ପଶ୍ଚିମବଙ୍ଗ ଏବଂ ଆସାମରେ ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା ପ୍ରଥମ ପର୍ଯ୍ୟାୟ ନିର୍ବାଚନ...

Advertisement
Archives

Model This Week