Posted inଜାତୀୟ

ହରିୟାଣାରେ ମୃଦୁ ଭୂକମ୍ପ

ସୋନିପତ,୨୦।୭: ହରିୟାଣାର ସୋନିପତରେ ଶନିବାର ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭ଟା ୪୫ରେ ଭୂକମ୍ପ ହୋଇଥିବା ବେଳେ ସେଠାକାର ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୨ ରହିଛି। ଏହାର କେନ୍ଦ୍ର ସୋନିପତଠାରୁ ୫ କିଲୋମିଟର ଦୂରରେ ରହିଥିବା ଜଣାପଡ଼ିଛି। ଏଥିରେ କୌଣସି କ୍ଷୟକ୍ଷତି କିମ୍ବା କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ ନାଟକରେ ନୂଆମୋଡ଼: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବାଚସ୍ପତିଙ୍କୁ ଭେଟିଲେ ବିଦ୍ରୋହୀ ବିଧାୟକ

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୧ା୭(ପି.ଟି):  କର୍ନାଟକରେ ଚାଲିଥିବା ରାଜନୈତିକ ନାଟକରେ ନୂଆମୋଡ଼ ଆସିଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ୧୦ ବିଦ୍ରୋହୀ ବିଧାୟକ ବାଚସ୍ପତି କେ.ଆର୍‌. ରମେଶଙ୍କୁ...

ଦେଶରେ ୧୫ଦିନ ମଧ୍ୟରେ ୪ର୍ଥଥର ୪୦ହଜାରୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ: ୯୪ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩୦।୧୧: ଭାରତରେ କରୋନା ପ୍ରକୋପ ଜାରି ରହିଛି। ଗତ କିଛି ଦିନ ହେବ କେତେକ ରାଜ୍ୟରେ ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩।୧୨: ପାକିସ୍ତାନ ବାରମ୍ବାର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ମଙ୍ଗଳବାର ପୁଣି ଥରେ ଜମ୍ମୁ-କଶ୍ମୀରର ପୁଞ୍ଛ ସେକ୍ଟରର କିର୍‌ନିରେ ପାକିସ୍ତାନ ସୁରକ୍ଷାକର୍ମୀ ଗୁଳି ବର୍ଷଣ...

ଏମିତି ରିପୋର୍ଟିଂ କଲେ କୁନି ଶିଶୁ, ଖୁସିରେ ଭିଡିଓ ଶେୟାର କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୨ା୮: ମଣିପୁରର ଜଣେ କୁନି ଶିଶୁଙ୍କ ଭିଡିଓ ଭାଇରାଲ ହେଉଛି। ଏହି ଶିଶୁ ଜଣକ ରିପୋର୍ଟିଂ କରୁଥିବା ଦେଖିବାକୁ ମିଳିଛି। ଭାଇରାଲ ଭିଡିଓରେ ମଣିପୁରର ମୁଖ୍ୟମନ୍ତ୍ରୀ...

ଦିଲ୍ଲୀ ଉପରେ ବନ୍ୟା ସଙ୍କଟ

ନୂଆଦିଲ୍ଲୀ,୧।୮: ରାଜଧାନୀ ଦିଲ୍ଲୀରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଯମୁନା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏପରିକି ଯମୁନାରେ ବିପଦ ସଂକେତ ୨୦୫.୩୩...

ଉଝ୍‌ ବହୁମୁଖୀ ପରିଯୋଜନାକୁ ଡିପିଆର୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଝ୍‌ ବହୁମୁଖୀ ପରିଯୋଜନାର ସଂଶୋଧିତ ଡିପିଆର୍‌କୁ ମଞ୍ଜୁରୀ ଦିଆଯାଇଛି। ଏହାଦ୍ୱାରା ସିନ୍ଧୁ ଜଳ ଚୁକ୍ତି ଅନୁସାରେ ଭାରତରେ ଏହି ନଦୀ...

ପ୍ରିୟଙ୍କାଙ୍କୁ ମୁକ୍ତ କରିବାରେ ବିଳମ୍ବ ହେବା ମାମଲାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୧।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରିବା ଅପରାଧରେ ଗିରଫ ହୋଇଥିବା ଭାଜପା କର୍ମୀ ପ୍ରିୟଙ୍କା ଶର୍ମାଙ୍କୁ ମୁକ୍ତ କରିବାରେ...

ତିନି ସେନାମୁଖ୍ୟଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଲେ ରାଜନାଥ

ନୂଆଦିଲ୍ଲୀ,୧୧ ।୯: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନରାଲ ବିପିନ ରାୱତ ଓ...

Advertisement


Archives

Model This Week