ହରିୟାଣାରେ ସରକାର ଗଠନ ଲାଗି ଶନିବାର ରାଜ୍ୟପାଳଙ୍କୁ ଭେଟିବ ଭାଜପା

ଚଣ୍ଡିଗଡ଼,୨୫।୧୦: ହରିୟାଣାରେ ଭାଜପା ସରକାର ଗଠନ କରିବା ଲାଗି ଶନିବାର ରାଜ୍ୟପାଳଙ୍କୁ ଭେଟିବ ବୋଲି ସୂଚନା ମିଳିଛି। ହରିୟାଣାରେ ଥିବା ଭାଜପା ପ୍ରଭାରୀ ଅନିଲ ଜୈନ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଶନିବାର ସକାଳ ୧୧ଟାରେ ଚଣ୍ଡିଗଡରେ ବିଧାୟକ ଦଳର ବୈଠକ ବସିବ। ଏଥିରେ ସମିକ୍ଷକ ଭାବେ ଯୋଗଦେବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ ମହାସଚିବ ଅରୁଣ ସିଂ। ଶନିବାର ପ୍ରଥମେ ବିଧାୟକ ଦଳତ ନେତା ନିର୍ବାଚନ କରାଯିବ। ଏହାପରେ ଭାଜପା ହରିୟାଣାରେ ସରକାର ଗଠନ କରିବା ଲାଗି ରାଜ୍ୟପାଳଙ୍କୁ ଭେଟିବ ବୋଲି ଅନିଲ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ହରିୟାଣା ବିଧାନସଭା ନିର୍ବାଚନରେ ଭାଜପାକୁ ସଂଖ୍ୟା ଗରିଷ୍ଠତା ମିଳି ନ ଥିବା ବେଳେ ସେ ଏବେ ସ୍ବାଧୀନ ପ୍ରାର୍ଥୀଙ୍କୁ ନେଇ ସରକାର ଗଠନ କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ବଦଳିଲା ପାଣିପାଗ

ନୂଆଦିଲ୍ଲୀ,୧୬।୬: ଦେଶର ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଶୁକ୍ରବାର ମଧ୍ୟାହ୍ନରେ ଝିପିଝିପି ବର୍ଷା ହୋଇଛି। ଏହି ବର୍ଷା ଫଳରେ ତାତିରୁ ସାମାନ୍ୟ ଆଶ୍ୱସ୍ତି...

ଶାହାଙ୍କୁ ବିଜୟନଙ୍କ କଡ଼ା ସମାଲୋଚନା…

ନୂଆଦିଲ୍ଲୀ,୧୩।୨ : କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଶାହା କେରଳରେ କି...

ଋତୁସ୍ରାବ ସ୍ବଚ୍ଛତା ରାଜ୍ୟର ଦାୟିତ୍ୱ: ସୁପ୍ରିମ୍‌କୋର୍ଟରେ କେନ୍ଦ୍ର ସରକାରଙ୍କ ସତ୍ୟପାଠ…

ନୂଆଦିଲ୍ଲୀ,୨।୪ : କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ଏହା କିଶୋରୀ ବାଳିକାମାନଙ୍କ ପାଇଁ ମାସିକ ଋତୁସ୍ରାବର ସ୍ବଚ୍ଛତାକୁ ସୁଦୃଢ଼଼ କରିବା ପାଇଁ ଉତ୍ସର୍ଗୀକୃତ। କିନ୍ତୁ...

୧୦ ବର୍ଷରେ ୫୦ ଲକ୍ଷ ହେକ୍ଟର ପଡ଼ିଆ ଜମିରେ ହେବ ଚାଷ: ୭୫ ଲକ୍ଷଙ୍କୁ ମିଳିବ କର୍ମ ନିଯୁକ୍ତି

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆସନ୍ତା ୧୦ ବର୍ଷ ମଧ୍ୟରେ ଦେଶର ୫୦ ଲକ୍ଷ ହେକ୍ଟର ପଡ଼ିଆ ଜମିକୁ ଚାଷ ଯୋଗ୍ୟ କରିବା ଲାଗି...

କର୍ନାଟକରେ କାଦୁଅଫିଙ୍ଗା

ବେଲୁର,୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକରେ ନିର୍ବାଚନ ପ୍ରଚାର ବେଳେ କଂଗ୍ରେସରେ ଚାଲିଥିବା ଗୋଷ୍ଠୀକନ୍ଦଳକୁ ନେଇ ଉପହାସ କରିଛନ୍ତି। ବେଲୁରରେ ଏକ ସଭାକୁ ସମ୍ବୋଧିତ...

ଭାଜପା ବିଧାୟକଙ୍କ ଫ୍ଲାଟ୍‌ରେ କର୍ମଚାରୀଙ୍କ ଆତ୍ମହତ୍ୟା

ଲକ୍ଷ୍ନୌ,୨୫।୯: ଉତ୍ତରପ୍ରଦେଶର ହଜରତଗଞ୍ଜରେ ଭାଜପା ବିଧାୟକ ଯୋଗେଶ ଶୁକ୍ଲାଙ୍କ ଫ୍ଲାଟ ନମ୍ବର ୮୦୪ରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ତାଙ୍କ ମିଡିଆ ସେଲର ଜଣେ କର୍ମଚାରୀ।...

କରୋନା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

Advertisement
Archives

Model This Week