ହରିୟାଣାରେ ୨୨ କରୋନା ସଂକ୍ରମିତଙ୍କ ମଧ୍ୟରେ ଜଣେ ନର୍ସ

ପଞ୍ଚକୁଲା,୩୧।୩: ଭାରତରେ ବି କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଅଧିକାଂଶ ରାଜ୍ୟରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ହରିୟାଣାରେ ଏବେ ଏମାନଙ୍କ ସଂଖ୍ୟା ପହଞ୍ଚିଛି ୨୨ରେ। ସେକ୍ଟର-୬ରେ ଥିବା ହସ୍ପିଟାଲର ଜଣେ ନର୍ସ କରୋନାରେ ସଂକ୍ରମିତ ହୋଇଥିବା କହିଛନ୍ତି ସେଠାକାର ସିଏମ୍‌ଓ। ବର୍ତ୍ତମାନ ସେ ଆାଇସୋଲେଶନରେଥିବା କହିଛନ୍ତି ପଞ୍ଚକୁଲା ସିଏମ୍‌ଓ। ସୂଚନାଯୋଗ୍ୟ, ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ମହାରାଷ୍ଟ୍ର ଓ କରେଳରେ ବେଳକୁ ବେଳ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ଅନ୍ୟ ରାଜ୍ୟ ଗୁଡିକରେ ସଂକ୍ରମିତଙ୍କ ସଂଖ୍ୟା ସମାନ୍ୟ କମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାର ନ କରି କାମ କରିବାକୁ ଭାଜପାକୁ ପରାମର୍ଶ ଦେଲା ଶିବସେନା

ମୁମ୍ବାଇ, ୩।୬: ପ୍ରଚାର ଏବଂ ପ୍ରତିଶ୍ରୁତିରେ ସମୟ ନ ବିତାଇ କାମ କରିବାକୁ ଭାଜପାକୁ ଶିବସେନା ପରାମର୍ଶ ଦେଇଛି। ଏନେଇ ଶିବସେନା ମୁଖପତ୍ର ସାମନାରେ ଲେଖା...

ଭୁବନେଶ୍ୱରରେ ବୁଲିବ ମାସ୍କ ମୋବାଇଲ ଭ୍ୟାନ୍‌

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କରୋନା ଭୂୂତାଣୁ ସଂକ୍ରମଣ ରୋକିବା ଦିଗରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି। ସାଧାରଣ ଲୋକଙ୍କ ଲାଗି...

ହରିୟାଣାରେ ସରକାର ଗଠନ ଲାଗି ଶନିବାର ରାଜ୍ୟପାଳଙ୍କୁ ଭେଟିବ ଭାଜପା

ଚଣ୍ଡିଗଡ଼,୨୫।୧୦: ହରିୟାଣାରେ ଭାଜପା ସରକାର ଗଠନ କରିବା ଲାଗି ଶନିବାର ରାଜ୍ୟପାଳଙ୍କୁ ଭେଟିବ ବୋଲି ସୂଚନା ମିଳିଛି। ହରିୟାଣାରେ ଥିବା ଭାଜପା ପ୍ରଭାରୀ ଅନିଲ ଜୈନ...

ହିନ୍ଦୁ ସମାଜ ପାର୍ଟିର ନେତାଙ୍କୁ ଗଳା କାଟି ହତ୍ୟା

ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କୁ ଶୁକ୍ରବାର ଦିନ ଦ୍ୱିପହରରେ ଗଳା କାଟି ହତ୍ୟା କରାଯାଇଛି। ଚିକିତ୍ସାଧିନ ଅବସ୍ଥାରେ...

ଭାଜପା ଶିବିରରେ ଜ୍ୟୋତିରାଦିତ୍ୟ: ରାଜ୍ୟ ସଭା ପାଇଁ ଶୁକ୍ରବାର କରିବେ ନାମାଙ୍କନ ପତ୍ର ଦାଖଲ

ନୂଆଦିଲ୍ଲୀ,୧୧।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ବୁଧବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଉପସ୍ଥିତ ଥିଲେ। ସେ...

୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଲା ସରକାରୀ ସ୍କୁଲ

ପାଟନା, ୧୬।୯: ଲଗାତାର ବର୍ଷା ଯୋଗୁ ବିହାରର ଏକ ସରକାରୀ ସ୍କୁଲ ମାତ୍ର ୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍‌...

ମରାମତି ବେଳେ ହୁତୁହୁତୁ ହୋଇ ଜଳିଲା ଏୟାର ଇଣ୍ଡିଆ ବୋଇଙ୍ଗ୍‌ ବିମାନ

ନୂଆଦିଲ୍ଲୀ,୨୫।୪: ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବୁଧବାର ବିଳମ୍ବିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ମରାମତି ହେଉଥିବା ଏକ...

ବାବରୀ ମସଜିଦ୍‌ ମାମଲା: କଲ୍ୟାଣ ସିଂଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟର ସମନ ଜାରି; ସେପ୍ଟମ୍ବର ୨୭ରେ କୋର୍ଟରେ ହେବେ ହାଜର

ନୂଆଦିଲ୍ଲୀ,୨୨।୯: ବାବରୀ ମସଜିଦ୍‌ ମାମଲାରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟ ପକ୍ଷରୁ ସମନ ଜାରି କରାଯାଇଛି। ସେ ସେପ୍ଟମ୍ବର ୨୭ରେ...

Coronavirus Update


Archives

Model This Week

Why Dharitri